ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ
ଜି.ଉଦୟଗିରି,୨।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଜଗନ୍ନାଥ ମନ୍ଦିରରେ ଗୁରୁବାର ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଭୋଗ ମଣ୍ଡପରେ ସକାଳର ରୀତିନୀତି ପରେ ସୁନାବେଶ କରାଯାଇଛି । ପୂଜକ ଅଚୁତ୍ୟ ପଣ୍ଡା, ଚନ୍ଦ୍ର କାନ୍ତ ପଣ୍ଡା…
ଶୋଷ ମେଣ୍ଟାଉଛି ଚୂଆପାଣି
ବାଲିଗୁଡ଼ା,୧ା୭(ଡି.ଏନ୍.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ଗ୍ରାମ ପଞ୍ଚାୟତ ସବାରକିଆ ଗାଁ ରେ ଦେଖିବାକୁ ମିଳିଛି…
ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ
ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଡ୍ରେସରୁର ବି. କେ. କହଁର(୨୫) ଓ…
ଶହୀଦ ଚନ୍ଦ୍ରକାନ୍ତଙ୍କ ସ୍ମୃତିରେ ଶୋକସଭା
ରାଇକିଆ,୨୪ା୬(ଡି.ଏନ.ଏ)-ଲଦାଖର ଗଲ୍ଓ୍ବାନ୍ ଉପତ୍ୟକାରେ ଶହୀଦ ହୋଇଥିବା କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସ୍ମୃତିରେ ଶୋକ ସଭା (ଆଦିବାସୀ ସଂସ୍କୃତିରେ ମାଡ଼ା) ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଶହୀଦଙ୍କ ବାସଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଇକିଆ ସମେତ…
ନାବାଳିକାଙ୍କୁ ଅପହରଣ ଅଭିଯୋଗ, ଯୁବକ ଗିରଫ
ଶଙ୍କରାଖୋଲ,୨୪ା୬(ଡି.ଏନ୍.ଏ.)- ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସଲପଗଁାର ବାଦଲ ଦିଗାଳ। ଏନେଇ ଟିକାବାଲି ଥାନାରେ ନଂ.୩୭/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ…
ଅସହାୟ ବୃଦ୍ଧ ଦମ୍ପତିଙ୍କ ପାଖରେ ପହଞ୍ଚିଲା ପ୍ରଶାସନ
ଖଜୁରିପଡା/ବଲସକୁମ୍ପା,୨୪ା୬(ଡି.ଏନ୍.ଏ.)- ଖଜୁରିପଡ଼ା ବ୍ଲକ ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମର ବୃଦ୍ଧ ଅନ୍ତର୍ଯ୍ୟାମୀ ଦିଗାଲ (୭୫) ଏବଂ ସ୍ତ୍ରୀ ରାଇବାରି (୭୦) ଭଙ୍ଗା କୁଡିଆରେ ଅସହାୟ ଅବସ୍ଥାରେ ରହୁଥିଲେ। ବୟସାଧିକ୍ୟ ଯୋଗୁ ଆଖିକୁ ଭଲ ଦିଶୁ ନ ଥିବାବେଳେ ଓଳିଏ ଖାଇଲେ…
ଶିକ୍ଷକ କରୋନା ଆକ୍ରାନ୍ତ ଚିହ୍ନଟ: ଦାରିଙ୍ଗବାଡ଼କୁ ନିଷିଦ୍ଧାଞ୍ଚଳ ଘୋଷଣା
ଦାରିଙ୍ଗବାଡ଼ି,୨୩।୬(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅଞ୍ଚଳକୁ ମଙ୍ଗଳବାର ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଜଣେ ଶିକ୍ଷକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଦାରିଙ୍ଗବାଡ଼ି ତହସିଲଦାର ନୀତିସ କୁମାର ତ୍ରିପାଠୀ କହିଛନ୍ତି । ଉକ୍ତ ପଞ୍ଚାୟତର…
ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍ଡାଉନ୍ ପ୍ରତ୍ୟାହାର କଲେ ସରପଞ୍ଚ
ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ ଶଟ୍ଡାଉନ୍ ଘୋଷଣା କରିଥିଲେ। ହେଲେ ପ୍ରଶାସନର ସହଯୋଗ ମିଳି ନ ଥିବାରୁ ତାକୁ…
ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ଫାର୍ମାସିଷ୍ଟ ଗିରଫ
ଜି.ଉଦୟଗିରି,୨୧ା୬(ଡି.ଏନ୍.ଏ.)- କନ୍ଧମାଳ ଜିଲା କେ.ନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଫାର୍ମାସିଷ୍ଟ ଦୁର୍ବ୍ୟବହାର କରିଥିବା ସାରଙ୍ଗଗଡ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସମ୍ପୃକ୍ତ ଫାର୍ମାସିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ପ୍ରଭାତ ଚନ୍ଦ୍ର…
କନ୍ଧମାଳର ଗୌରବ: ପ୍ରଥମ ଫ୍ଲାଇଂ ଅଫିସର ହେଲେ ସାଇପ୍ରଣିତା
ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଭଳି ପଛୁଆ ଜିଲାକୁ ସାରା ଦେଶରେ ପରିଚିତ କରାଇଛନ୍ତି ଅଞ୍ଚଳର ଜଣେ ଝିଅ। ଏହି ଜିଲାର ଝିଅ କୌଣସି ଗୁଣରେ କମ୍ ନୁହନ୍ତି ବୋଲି ସେ ପ୍ରମାଣ କରି ଦେଖାଇଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଜିଲାରୁ ପ୍ରଥମ…
କୋଭିଡ୍ କେୟାର ସେଣ୍ଟରରେ ଜୀବନ ହାରିଲେ ଯୁବକ
ବାଲିଗୁଡା,୨୧ା୬(ଡି.ଏନ୍.ଏ.)-କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବଡଗାଁସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଅସ୍ଥାୟୀ କୋଭିଡ୍ କେୟାର ସେଣ୍ଟରରେ ଜଣେ ହାଇଦ୍ରାବାଦ ଫେରନ୍ତା ପ୍ରବାସୀ ଓଡ଼ିଆ ଶନିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁମୁଡିବନ୍ଧ ଥାନା ବୁଦୁଲିପଦର ଗାଁର ସମ୍ପୂର୍ଣ୍ଣ ମାଝି…
ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍ ଆୱାର୍ଡ
ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ। ଫାଇନାଲ ରାଉଣ୍ଡରେ ଦେଶର ବିଭିନ୍ନ ରାଜ୍ୟରୁ ୩୪ ପ୍ରକଳ୍ପ ସ୍ଥାନିତ ହୋଇଥିଲା। ପ୍ଲାଟିନମ୍, ଗୋଲ୍ଡ…

