ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: ପ୍ରଧାନ ଶିକ୍ଷକ ଗିରଫ
କ.ନୂଆଗାଁ,୨୦ା୯(ଡ଼ି.ଏନ.ଏ.): କ.ନୂଆଗାଁ ଥାନା କୁଡୁତୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପ୍ରଧାନଙ୍କୁ ନିର୍ଯାତନା ଦେବା ଘଟଣାରେ ଗୁରୁବାର କ.ନୂଆଗାଁ ପୋଲିସ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗତ ମାସ ୨୫ ତାରିଖରେ...
ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ
ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର ମୁଣ୍ଡିଗଡ଼ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟକୁ ଦୁଇଘଣ୍ଟା ଯାଏ ତାଲା ପକାଇ ରଖିଥିଲେ। ଖବର...
ଧରିତ୍ରୀ ପ୍ରଭାବ: ତାରରେ ନଦୀ ପାର ହେବା ଘଟଣା; ଗଦାପୁର ନଦୀ କୂଳରେ ପହଞ୍ଚିଲେ ବିଡିଓ, ସହକାରୀ ଯନ୍ତ୍ରୀ
ଚନ୍ଦ୍ରଗିରି,୧୯ା୯(ଡି.ଏନ.ଏ.)-ମୋହନା ବ୍ଲକର ଅତି ଦୁର୍ଗମ ଇଲାକାରେ ଅବସ୍ଥିତ ଗରଡମା ପଞ୍ଚାୟତର ରାଜଖମା ଗ୍ରାମ ନିକଟସ୍ଥ ଗଦାପୁର ନଦୀ। ଏହି ନଦୀରେ ପୋଲ ନାହିଁ। ଖରାଦିନେ ଏହା ଶୁଖିଲା ଥିବାରୁ ଲୋକେ ଚାଲି ଯାଇଥାନ୍ତି। ମାତ୍ର ବର୍ଷାଦିନ ଜଳସ୍ତର ବୃଦ୍ଧି ପାଏ।...
ସ୍କୁଲରେ ପଢ଼ାଇଲେ ଜିଲାପାଳ
ଫିରିଙ୍ଗିଆ, ୧୯ା୯-ଫିରିଙ୍ଗିିଆ ବ୍ଲକର ଦୁର୍ଗମ ଅଞ୍ଚଳ ପାଙ୍ଗା ଉପରସାହି ଏବଂ ସାଡିଙ୍ଗିଆ ପଞ୍ଚାୟତକୁ କନ୍ଧମାଳ ଜିଲାପାଳ ଡା.ବୃନ୍ଦା ଡି. ପରିଦର୍ଶନରେ ଯାଇ ସେଠାର ବିଭିନ୍ନ ସମସ୍ୟା ଉପରେ ଅବଗତ ହୋଇଛନ୍ତି। ସେଠାରେ ଥିବା ଉପ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ବେଳେ କେହି...
ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ
ଫୁଲବାଣୀ ଅଫିସ, ୧୯ା୯-କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ୨୦୧୫ରେ ହୋଇଥିବା ଏକ ଗଣବଳାତ୍କାର ମାମଲାର ରାୟ ବୁଧବାର ପ୍ରକାଶ ପାଇଛି ା ଫୁଲବାଣୀ ଅତିରିକ୍ତ ଦୌରାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ସମରବିଳାସ ବେହେରା ଜଣେ ଅଭିଯୁକ୍ତଙ୍କୁ ୨୦...
ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ
ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟ୍ର ଶିକାର ହୋଇଛନ୍ତି ସିମନବାଡ଼ି ଓ ବୁଡ଼ାଗୁଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ...
୨ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ରାଇକିଆ,୧୮ା୯(ଡ଼ି.ଏନ.ଏ)- ବିଭିନ୍ନ ପ୍ରଲୋଭନ ଦେଖାଇ ଦୁଇ ନାବାଳିକାଙ୍କୁ ପୃଥକ ସମୟରେ ବଳାତ୍କାର କରିଥିବା ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ଅଞ୍ଚଳର ସୁନୀଲ...
ସ୍କୁଲ ବନ୍ଦ କରିଦେଲେ, ପାଠ ଛାଡ଼ିଲେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୧୮ା୯ -ବଣ ପାହାଡଘେରା କନ୍ଧମାଳ ଜିଲାର ଅନେକ ସ୍ଥାନକୁ ଏବେ ବି ଯାତାୟାତ ସୁବିଧା ନାହିଁ। ରାସ୍ତା ଘାଟ ଅଭାବରୁ ସର୍ବଦା ଶିକ୍ଷା, ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଛି। ଏଭଳି ସ୍ଥିତିରେ ଶିକ୍ଷାର ଆଲୋକ ଦେଖି ନ...
ବ୍ରାହ୍ମଣୀଗାଁରେ ଅବକାରୀ ଧରପଗଡ଼, ୧୨ଶହ ଲିଟର ପୋଚ ନଷ୍ଟ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୭।୯(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ମଙ୍ଗଳବାର ଅବକାରୀ ଧରପଗଡ କରାଯାଇଥିଲା। ମାତ୍ର ଆଗୁଆ ସୂଚନା ପାଇ ବ୍ୟବସାୟୀମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବାବେଳେ ପୋଲିସକୁ ସେଭଳି ସଫଳତା ମିଳିନାହିଁ । କେବଳ ୧୨ଶହ ଲିଟର ମହୁଲ ପୋଚ...
ଛାତ୍ରୀଙ୍କୁ କମେଣ୍ଟ କରି ଜଣେ ଗିରଫ
ଦାରିଙ୍ଗବାଡ଼ି,୧୭।୯(ଡି.ଏନ.ଏ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ କରିିବା ଅଭିଯୋଗରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ କିଡ୍ରାମାଲା ଗ୍ରାମର କରନ ଦିଗାଲ୍। ଘଟଣାଟି ଗତ କିଛିଦିନ ତଳେ ଘଟିଥିଲେ ମଧ୍ୟ ଏହାକୁ...
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ...
ଶିଶୁ ରେଳଗାଡ଼ି ଉଦ୍ଘାଟନ କଲେ ବିଧାୟକ
ଦାରିଙ୍ଗବାଡ଼ି,୧୬।୯(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ହିଲଭିୟୁ ପାର୍କ ପରିସରରେ ଥିବା ଶିଶୁ ରେଳଗାଡ଼ିକୁ ସୋମବାର ସନ୍ଧ୍ୟାରେ ଉଦ୍ଘାଟନ କରାଯାଇଛି ା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି...
Archives


