କିରାମାହାରେ ୫ ଦିନ ହେଲା ଜଳଯୋଗାଣ ବନ୍ଦ
ଦାରିଙ୍ଗବାଡ଼ି,୩୧।୫(ଡି.ଏନ୍.ଏ.)- ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ୫ଦିନ ହେଲା ପାଇପରେ ପାଣି ଆସୁନାହିଁ। ଏଭଳି ସମସ୍ୟାରେ ଘାଣ୍ଟି ହେଉଛନ୍ତି ବ୍ରାହ୍ମଣୀଗଁ। ଥାନା ଝିଞ୍ଜିରିଗୁଡା ପଞ୍ଚାୟତ କିରାମାହା ଗ୍ରାମବାସୀ। ବିଦ୍ୟୁତ୍ ଲୋ ଭୋଲ୍ଟେଜ ଆଳ ଦେଖାଇ ୫ଦିନ ହେଲା ପାଇପ ଯୋଗେ ପାଣି ଯୋଗାଣ…
କାର-ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ
ଫୁଲବାଣୀ ଅଫିସ, ୩୦ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପଲାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର ଶନିବାର ବେପରୁଆ ଗାଡି ଚାଳନା କାଳ ହୋଇଛି ା ଏକ କାର ସହ ବାଇକ୍ ଧକ୍କା ହେବାରୁ ବାଇକ୍ରେ ଥିବା ୨ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି…
କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ
ବାଲିଗୁଡା,୨୯ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଘର ଉପରେ ଏକ ବଡଗଛ ଉପୁଡି ପଡି ଯିବାରୁ ଘରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।…
ତାମିଲନାଡୁରୁ ସାଇକେଲରେ ଫେରୁଥିବା ୬ଜଣଙ୍କୁ ଘରକୁ ପଠାଇଲା ପୋଲିସ
ଦାରିଙ୍ଗବାଡି,୨୯ା୫(ଡି.ଏନ୍.ଏ.)- ଦାରିଙ୍ଗବାଡି ଥାନା ଦେଇ ବଲାଙ୍ଗିର ଜିଲାକୁ ୬ ପ୍ରବାସୀ ଶୁକ୍ରବାର ତାମିଲନାଡୁ ଫେରୁଥିଲେ। ଦାରିଙ୍ଗବାଡି ପୋଲିସ ସେମାନଙ୍କୁ ଉଦ୍ଧାର କରି ରନ୍ଧା ଖାଦ୍ୟ, ପାଣି ବିସ୍କୁଟ ଦେବାସହ ବିଶ୍ରାମ ପାଇଁ ବ୍ୟବସ୍ଥା କରିଥିଲା। ପରେ ଏକ ଗାଡି କରି ସାଇକଲ…
ବାଲିଗୁଡା ଏନ୍ଏସି: ୪ଦିନ ହେଲା ଜଳଯୋଗାଣ ବନ୍ଦ
ବାଲିଗୁଡ଼ା,୨୯ା୫(ଡି.ଏନ୍.ଏ.)- ଦୀର୍ଘ ସପ୍ତାହେ ହେଲାଣି ଲୋ ଭୋଲଟେଜ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବାଲିଗୁଡ଼ା ଅଞ୍ଚଳବାସୀ। ଦିନକୁ ଦିନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଲୋ ଭୋଲଟେଜ ଯୋଗୁ ସହରରେ ଜଳ ଯୋଗାଣ ମଧ୍ୟ ହୋଇପାରୁନାହିଁ। ଦୀର୍ଘ ଚାରିଦିନ…
ଅଟୋ-ବାଇକ ମୁହଁାମୁହିଁ, ଜଣେ ମୃତ
ବାଲିଗୁଡା/ତୁମୁଡିବନ୍ଧ,୨୯ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ଡ଼ଡ଼ଙ୍ଗ ନିକଟ ଏନ୍ଏଚ୍.୫୯ରେ ଅଟୋ-ବାଇକ ମୁହଁାମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଗୁଡା ବ୍ଲକ ବାରଖମା ଗ୍ରାମର ଦୀନବନ୍ଧୁ ପାତ୍ର। ଦୀନବନ୍ଧୁ ଏକ ବାଇକ ଯୋଗେ ଜଲେଶପଟ୍ଟା ସ୍ଥିତ…
ଲକ୍ଡାଉନ୍ରେ ଚିତ୍ରଶିଳ୍ପୀଙ୍କୁ କାମ ଯୋଗାଇଲା ଏନ୍ଏସି
ବାଲିଗୁଡ଼ା,୨୮ା୫(ଡି.ଏନ୍.ଏ.)- ଲକ୍ଡାଉନ୍ ପରେ କାମ ନ ପାଇ ହାତବାନ୍ଧି ବସିଥିବା ବାଲିଗୁଡା ଟାଉନର ୪୦ରୁ ଉର୍ଦ୍ଧ୍ୱ ଚିତ୍ରଶିଳ୍ପୀଙ୍କୁ ସହାୟତାର ହାତ ବଢ଼ାଇଛି ଏନ୍ଏସି। ଏନ୍ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ ଅଞ୍ଚଳର ସମସ୍ତ ଚିତ୍ରଶିଳ୍ପୀଙ୍କୁ ଏକାଠି କରି ସହରକୁ ସରସ ସୁନ୍ଦର କରିବା…
ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି
ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ ହିତାଧିକାରୀଙ୍କୁ ୩ ମାସ ପାଇଁ ମାଗଣାରେ ମୁଣ୍ଡପିଛା ୧୫ କିଲୋଗ୍ରାମ ଚାଉଳ ଓ କାର୍ଡ…
କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ
ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକରଖି ପଚରାଉଚରା କରୁଥିଲା ା ଘଟଣାରେ ସତ୍ୟତା ରହିଥିବା…
ଗଞ୍ଜାମ ସୀମା ସିଲ୍ ସ୍ଥିତି ପରିଖିଲେ ବାଲିଗୁଡ଼ା ଏସ୍ଡିପିଓ
ବାଲିଗୁଡ଼ା,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳକୁ ବୁଧବାର ସକାଳେ ବାଲିଗୁଡ଼ା ଏସ୍ଡିପିଓ ମାନସ ରଞ୍ଜନ ବାରିକ ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ସୀମା ସିଲ୍ ସ୍ଥାନ ଡବରିରେ ପହଞ୍ଚି ସ୍ଥିତି…
କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩: ଦିନକରେ ୭ ଚିହ୍ନଟ, ଜଣଙ୍କୁ ନେଇ ଚିନ୍ତା
ଫୁଲବାଣୀ ଅଫିସ, ୨୭ା୫-କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୋଟିଏ ଦିନରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ୭ଜଣଙ୍କ ମଧ୍ୟରୁ ୬ ଜଣ ତାମିଲନାଡୁ ଫେରନ୍ତା। ସେମାନେ ଫିରିଙ୍ଗିଆ…
ଟ୍ରକ୍ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍ ମୁହାଁମୁହିଁ: ୧୦ ଆହତ, ୩ ଗୁରୁତର
ବାଲିଗୁଡା/ତୁମୁଡିବନ୍ଧ,୨୬ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ କିନରପଡା ଗ୍ରାମ ନିକଟରେ ସୋମବାର ରାତି ପ୍ରାୟ ୧୧ଟାରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଘରୋଇ ବସ୍ ସହ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ଜଣ ଆହତ ହୋଇଥିବାବେଳେ…

