ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍
ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ସମେତ କନ୍ଧମାଳ ଜିଲାର ଅନ୍ୟ…
ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ ସ୍ଥାନରେ ଭୂସ୍ଖଳନ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି । ତେବେ ବଡ଼…
ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ କାମୁଡ଼ାରେ ଆଇଟିଆଇ ପ୍ରଥମବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ବଡ଼ ମେଡିକାଲରେ…
୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା ପ୍ରଶାସନ । ଗୁରୁବାର ଅପରାହ୍ନ ଠାରୁ ସିଲ୍ କରାଯାଇଥିବା ବେଳେ ଉକ୍ତ ରାଜପଥର…
କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ
ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ୧୫୭ ନମ୍ବର ଜାତୀୟ ରାଜପଥର କଳିଙ୍ଗା ଘାଟିର ଅନ୍ଧାରୀକୋଟି ନିକଟରେ ମାଟି ଅତଡ଼ା…
ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍
ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି ରହିବାରୁ ଯାତାୟାତ ଠପ୍ ହୋଇଯାଇଛି। ଘାଟିର ଏକ ବୁଲାଣି ରାସ୍ତାରେ ଟ୍ରକ୍ଟି ଅଟକି…
ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ
ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନୋଡାଲ ଅଫିସର ଥା ବିଡ଼ିଓ ପ୍ରୀତିରଞ୍ଜନ ରଥ ଅଧ୍ୟକ୍ଷତା କରିଥିବା ବେଳେ…
ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ
ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି ସେଲ ସଦସ୍ୟ ଭାବେ ଗୁରୁଦାୟିତ୍ୱ ମିଳିଛି। ଛାତ୍ର ରାଜନୀତିରୁ ଯାତ୍ରା ଆରମ୍ଭ କରିଥିବା…
ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ ମୃତଦେହ ନିଜ ଜନ୍ମ ମାଟିରେ ଶ୍ରାନିକେତାରେ ପହଞ୍ଚିଥିଲା। ପ୍ରକାଶ ଯେ, ଶ୍ରାନିକେତା ଗ୍ରାମର…
ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ ସେ ନିଜ ପଞ୍ଚାୟତର ବିଦ୍ୟାଳୟଗୁଡିକୁ ପରିଦର୍ଶନ କରିଥିଲେ। ସେ ଉକ୍ତ ପଞ୍ଚାୟତ ଟେପାରି…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଲଘୁଚାପଜନିତ ଲଗାଣ ବର୍ଷା ବର୍ଷା ହେଉ କିମ୍ବା ବାତ୍ୟା…
ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ
ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଏବଂ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ…

