କନ୍ଧମାଳ

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ ନୂତନ ନଳକୂପ ଖନନ କରାଯାଇଛି। ଏହାକୁ ନେଇ ଡବେରୀରେ ଖୁସିର ଲହରୀ ଖେଳିଯାଇଛି।…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ। ଏହି ପରିପ୍ରେକ୍ଷୀରେ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ…

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର କଲେ ଏମିତି କାମ: ସାଧୁବାଦ ଜଣାଇଲେ ଯାତ୍ରୀ

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ ):ଆଜି ହନୁମାନ ଜୟନ୍ତୀ ଏବଂ ବିଷୁବ ସଂକ୍ରାନ୍ତି ଏଥିପାଇଁ ଚଳ ଚଞ୍ଚଳ ହୋଇପଡିଛି ଦାରିଙ୍ଗବାଡି। ଗୋଟିଏ ପଟେ ଗ୍ରୀଷ୍ମର ପ୍ରଭାବ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏହି ସଂକ୍ରାନ୍ତିକୁ ପଣା ସଂକ୍ରାନ୍ତି ଭାବେ ମଧ୍ୟ ପାଳନ…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ବ୍ଲକ୍‌ ଅଞ୍ଚଳର ଏକାଧିକ ସ୍ବୟଂ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ ନିକଟ ବାଲୁବାଙ୍ଗା ଗ୍ରାମର ପୁଷର ପ୍ରଧାନ(୪୧) ବୋଲି ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନ…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ଅଭିଯୋଗ ଚର୍ଚ୍ଚ କମିଟିର ସମ୍ପାଦକ…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିବା ବେଳେ ଗାଡ଼ିଚାଳକଙ୍କୁ ମଧ୍ୟ ପୋଲିସ ଗିରଫ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ ଦିନରୁ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଏହି ରାସ୍ତାର ମରାମତି କାର୍ଯ୍ୟ ଶେଷ ହୋଇଥିବା…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍‌ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍‌…

ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି ଭାବେ ପତିତପାବନ ରାଉତ ଏବଂ ସମ୍ପାଦକ ଭାବେ ପ୍ରଶାନ୍ତ ସାହୁଙ୍କୁ ଚୟନ କରାଯାଇଛି।…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସନ୍ଧ୍ୟାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ ଦତ୍ତାତ୍ରେୟ ବାହିନୀପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସରପଞ୍ଚ ଦାଶରଥି…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ଟେକଲା ମିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?