କନ୍ଧମାଳ

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ରାତିରେ ଜଣେ ଯୁବତୀ ଅସଦାଚରଣର ଶିକାର ହୋଇଛନ୍ତି। ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଅନ୍ତେବାସୀଙ୍କୁ ଥାନାରେ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଉକ୍ତ ସେଣ୍ଟରରେ ଥିବା ଅନ୍ୟ…

ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ,୨୫ା୫-ମାଓବାଦୀ ସଙ୍ଗଠନରେ ଯୋଗଦେଇ ପରେ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା କ୍ୟାଡର ମାଓବାଦୀ ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିଜୁ କହଁର। ୨୦୧୯ ମାର୍ଚ୍ଚ ୨୯ ତାରିଖରେ ଆତ୍ମସମର୍ପଣ କରିଥିବା ସିଜୁ ପୋଲିସ ବାରାକ୍‌…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ମିଳିଲା ରାଶନକାର୍ଡ

ବାଲିଗୁଡା,୨୫ା୫(ଡି.ଏନ୍‌.ଏ.)- ବାଲିଗୁଡା ଏନ୍‌ଏସି ୬ନଂ. ଓ୍ବାର୍ଡର ଶିବ ପ୍ରସାଦ ପଟ୍ଟନାୟକ ରାଶନକାର୍ଡ ପାଇବାକୁ ଯୋଗ୍ୟ ଥାଇ ମଧ୍ୟ ପାଇ ନ ଥିଲେ। ଶିବପ୍ରସାଦ ବାଲିଗୁଡା ବଜାରରେ ଏକ ଛୋଟ ଘଣ୍ଟା ମରାମତି ଦୋକାନ କରି ପରିବାର ଚଳାନ୍ତି। ଘର ନ ଥିବାରୁ…

ଗଁ। ପୋଖରୀରେ ଗାଧୋଇଲେ ସୁରଟ ଫେରନ୍ତା: ରାସ୍ତା, ପୋଖରୀ ସାନିଟାଇଜ୍‌ କରିବାକୁ ଦାବି

ଖଜୁରିପଡା/ବଳସକୁମ୍ପା,୨୪ା୫(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ଖଜୁରିପଡା ବ୍ଲକ ସମ୍ବେପଦର ଗ୍ରାମ ନିକଟସ୍ଥ ସମ୍ବେପାଦର ଘାଇଠାରେ ଶନିବାର ସକାଳ ପ୍ରାୟ ୭ଟାରେ ଅଟକିଥିଲା। ଗାଡିରେ ଥିବା ବ୍ୟକ୍ତିମାନେ ରାସ୍ତା କଡ଼ରେ ସ୍ନାନ ଶୌଚ ଆଦି କରିଥିଲେ। ପରେ…

ଚଢ଼ା ଦରରେ କିରୋସିନ ବିକ୍ରି ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୩।୫(ଡି.ଏନ୍‌.ଏ.): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଚଢ଼ା ଦରରେ ପିଡିଏସ୍‌ କିରୋସିନ ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି। ପୂର୍ବରୁ କିରୋସିନ ୩୦ ଟଙ୍କାରେ ବିକ୍ରି କରାଯାଉଥିବାବେଳେ ଏବେ ଲକ୍‌ଡାଉନ ଯୋଗୁ ରାଶନ କାର୍ଡ଼ ହିତାଧିକାରୀଙ୍କୁ ୧୮ଟଙ୍କାରେ ଏହା ଦିଆଯିବାକୁ ନିର୍ଦ୍ଦେଶ ରହିଛି। ମାତ୍ର…

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କନ୍ଧମାଳ ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମ…

କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ କଟକଣା ସାମାନ୍ୟ କୋହଳ ପରେ ଲୋକେ ବିନା କାମରେ ଘରୁ ବାହାରି ଦୋକାନ…

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ ବିହାରୀ ଦାସ। ଶୁକ୍ରବାର ଭୋରରେ ପେଟ୍ରୋଲିଂ ଟିମ୍‌ ତେଲ ଟ୍ୟାଙ୍କରକୁ ଅଟକାଇ ଯାଞ୍ଚବେଳେ…

ସଙ୍ଗୀତ ମାଧ୍ୟମରେ କରୋନା ସଚେତନ କଲେ ଶିକ୍ଷକ

ଦାରିଙ୍ଗବାଡ଼ି,୨୨।୫(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ଏହି ସମୟରେ କନ୍ଧମାଳ ଜିଲା ଚକାପାଦ ବ୍ଲକ ଲାଇନପଡ଼ା ସରକାରୀ ବିଦ୍ୟାଳୟର ଶିକ୍ଷକ ଅସିତ କୁମାର ନନ୍ଦ ସଙ୍ଗୀତ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କରି…

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍‌ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ ସରପଞ୍ଚ…

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ…

କନ୍ଧମାଳରେ ଆଉ ଜଣେ କରୋନା ପଜିଟିଭ

ଫୁଲବାଣୀ ଅଫିସ, ୨୧ା୫- କନ୍ଧମାଳ ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବ କରୋନା ଆକ୍ରାନ୍ତଦ୍ୱୟଙ୍କ ପରି ତୃତୀୟ ଜଣକ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?