କନ୍ଧମାଳ

କାର୍‌ରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଶଙ୍କରାଖୋଲ,୨୦ା୫(ଡି.ଏନ୍‌.ଏ.)- ଚକାପାଦ ଥାନା ଘୁଡକାପଦର ପୋଲଠାରେ ମଙ୍ଗଳବାର ଚକାପାଦ ପୋଲିସ ଏକ ଓଲା କାର୍‌ (ନଂ.ଓଡି-୦୨ଏ ଆର-୦୨୮୮)ରୁ ୧୫ କେଜି ଗଞ୍ଜେଇ ଜବତ କରି ଚାଳକଙ୍କୁ ଗିରଫ କରିଛି। ସେ ହେଲେ ଟିକାବାଲି ଥାନା ଡିମୁଣ୍ଡା ଗ୍ରାମର ଟଙ୍କଧର ଦିଗାଳ। ମଙ୍ଗଳବାର…

ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ ସେଣ୍ଟର

ଫୁଲବାଣୀ ଅଫିସ, ୧୯ା୫-ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌ କୋଭିଡ…

ଗ୍ରୀନଜୋନ୍‌ କନ୍ଧମାଳରେ ୨ ପଜିଟିଭ: ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଫୁଲବାଣୀ ଅଫିସ, ୧୮ା୫- ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌…

କନ୍ଧମାଳକୁ ଡେଇଁଲା କରୋନା: ୨ ପଜିଟିଭ୍‌ ଚିହ୍ନଟ

କନ୍ଧମାଳ,୧୮ା୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କନ୍ଧମାଳ ଜିଲାରେ ୨ ଆକ୍ରାନ୍ତ ରହିଥିବା ବେଳେ କନ୍ଧମାଳ ନୂଆ କରୋନା ଆକ୍ରାନ୍ତ ଜିଲା ଭାବେ ଚିହ୍ନଟ ହୋଇଛି। ଏହାକୁ ମିଶାଇ ମୋଟ୍‌ ୨୩ ଜିଲାକୁ କରୋନା…

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଯୁବକ

ତୁମୁଡିବନ୍ଧ,୧୭ା୫(ଡି.ଏନ୍‌.ଏ.)- ଅସରାଏ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି, ଗଁାରୁ ବାହାରି ହୁଏନି। ଏନେଇ ତୁମୁଡିବନ୍ଧ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପଯର୍‌ୟନ୍ତ ଅଭିଯୋଗ କରି ସୁଫଳ ନ ମିଳିବାରୁ ଶେଷରେ ବାଧ୍ୟ ହୋଇ ରାସ୍ତା ମରାମତି କରିଛି ଗ୍ରାମର ଯୁବକସଂଘ। ତୁମୁଡିବନ୍ଧ…

ବାତ୍ୟା ଆଶଙ୍କା, ସଚେତନ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭।୫(ଡି.ଏନ.ଏ)- ବାତ୍ୟା ଅମ୍ଫନ୍‌କୁ ନେଇ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଇଛି। ବହୁ ଲୋକ ଦୁର୍ଗମ ଗ୍ରାମରେ ରହୁଥିବାବେଳେ ଚାରିଆଡ଼େ ପାହାଡ଼,ଜଙ୍ଗଲ ଏବଂ ନଦୀନାଳ ପ୍ରବାହିତ ହେଉଛି। ଯଦି ବାତ୍ୟା ହୁଏ କିଭଳି ସୁରକ୍ଷିତ…

ଖଜୁରିପଡାରେ କାଳବୈଶାଖୀ ତାଣ୍ଡବ

ଖଜୁରିପଡ଼ା/ବଲସକୁମ୍ପା,୧୬ା୫(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୂତିପଡା ଓ ବଲସକୁମ୍ପା ପଞ୍ଚାୟତରେ ବାରପୁଲିୟା ଠାରୁ ପାକନା ଗାଁ କୁ ସଂଯୋଗ କରୁଥିବା ପ୍ରଧାନ ମନ୍ତ୍ରୀ ରାସ୍ତାର ବିଭିନ୍ନ ସ୍ଥାନରେ ଡାଳ ଭାଙ୍ଗି…

୩ ଲକ୍ଷ ଟଙ୍କାରେ ଭଡା କରି ଆଣିଥିଲେ : ଅଧାବାଟରେ ୫୦ ପ୍ରବାସୀଙ୍କୁ ଛାଡି ଚାଲିଗଲା ବସ୍‌

ବାଲିଗୁଡା/କୋଟଗଡ,୧୬ା୫(ଡି.ଏନ୍‌.ଏ.)- ପୁଣି ସାମ୍ନାକୁ ଆସିଲା ପ୍ରବାସୀ ଓଡ଼ିଆଙ୍କ ଦୁଃଖ। ତାମିଲନାଡୁରୁ ବସ୍‌ ଭଡା କରି ୫୧ଜଣ ପ୍ରବାସୀ ଓଡ଼ିଆ କଳାହାଣ୍ଡି ଜିଲା ଏମ୍‌.ରାମପୁର ଫେରୁଥିବାବେଳେ ଶନିବାର କୋଟଗଡରେ ଓହ୍ଲାଇ ପଳାଇଛି ବସ୍‌। କୋଟଗଡ ବିଡିଓ ଓ ପୋଲିସ ପ୍ରବାସୀମାନଙ୍କ ଖାଇବା ବ୍ୟବସ୍ଥା…

ଋଣ, ଚାରା ଦେବା ନଁ।ରେ ଠକେଇ, ଜଣେ ଗିରଫ

ବାଲିଗୁଡା,୧୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ପୋଲିସ ଜଣେ ଠକକୁ ଗିରଫ କରିଛି । ଠକ ଜଣକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ଗ୍ରାମର ଭିମରାଜ ନାୟକ। ଭିମରାଜ ନିଜକୁ ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା)ର କର୍ମଚାରୀ କହି ଦୀର୍ଘଦିନ ହେଲା କୋଟଗଡ଼…

ଓଆରଏସ୍‌ ପାଇବାରେ ଜାଲିଆତି: ୨ ଶିକ୍ଷକଙ୍କ ବିରୋଧରେ ଅଭିଯୋଗ ଆଣିଲା ଅମଲା ସଂଘ

ଫୁଲବାଣୀ ଅଫିସ, ୧୬ା୫- ରାଜ୍ୟ ସରକାର ଓଡିଶା ରାଜସ୍ବ ସେବା (ଓଆର୍‌ଏସ୍‌)ରେ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ଏଥିରେ କନ୍ଧମାଳ ଜିଲାର ଦୁଇ ଶିକ୍ଷକ ଅଛନ୍ତି। ତେବେ ସେମାନେ ଜାଲିଆତି କରି ଏହି ପଦବୀ ହାସଲ କରିଥିବା ଅଭିଯୋଗ ହୋଇଛି।…

କୋଭିଡ୍‌ ନିୟମ ଉଲ୍ଲଂଘନ: ୨ ଚା’ ଦୋକାନ ସିଲ୍‌, ପରିବାରବର୍ଗଙ୍କୁ ୨୮ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଠାରେ ୨ଟି ଚା’ଦୋକାନ ଖୋଲାଯିବା ଏବଂ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରାଯିବା ଅଭିଯୋଗରେ ଦାରିଙ୍ଗବାଡ଼ି ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ନିତୀଶ କୁମାର ତ୍ରିପାଠୀ ସିଲ୍‌ କରିଦେଇଛନ୍ତି। ପ୍ରକାଶଯେ, ଉକ୍ତ ୨ ଚା’…

ଅନ୍‌ଲାଇନ ପାଠପଢ଼ାରେ ନେଟ୍‌ୱର୍କ ବାଧକ: ହ୍ବାଟ୍‌ସଆପ୍‌ ଗ୍ରୁପରେ ୧୦ମ ଶ୍ରେଣୀର ମାତ୍ର ୧୦.୫୭ ପ୍ରତିଶତ ପିଲା

ଫୁଲବାଣୀ ଅଫିସ,୧୫ା୫- ମହାମାରୀ କରୋନା ସଂକ୍ରମଣର ଭୟାବହତାକୁ ଦେଖି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପଟେ ରାଜ୍ୟ ସରକାର ଓଡ଼ିଶାର ସମସ୍ତ ସ୍କୁଲକୁ ଜୁନ୍‌ ୧୭ ଯାଏ ଛୁଟି ଘୋଷଣା କରିଛନ୍ତି। ହ୍ବାଟ୍‌ସଆପ୍‌ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଅନଲାଇନ୍‌ରେ ପାଠ ପଢାଇବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?