ଫୁଲବାଣୀରେ ୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ତୁଷାରପାତ
ଫୁଲବାଣୀ ଅଫିସ/ ଦାରିଙ୍ଗବାଡି, ୧୩ା୧(ଡି.ଏନ୍.ଏ.)-କନ୍ଧମାଳ ଜିଲାରେ ହାଡଭଙ୍ଗା ଶୀତ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ ୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ତୁମୁଡିବନ୍ଧ, କୋଟଗଡ, ରାଇକିଆ, ଚକାପାଦ ଆଦି ଅଞ୍ଚଳରେ…
ଦାରିଙ୍ଗବାଡ଼ିରେ ପୁଣି ତୁଷାରପାତ, ତାପମାତ୍ରା ୭ ଡିଗ୍ରୀ
ଦାରିଙ୍ଗବାଡ଼ି,୧୨।୧(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ରବିବାର ପୁଣି ତୁଷାରପାତ ହୋଇଛି। ଶନିବାର ତାପମାତ୍ରା ୯ ଡିଗ୍ରୀ ତଳେ ରହିଥିବା ବେଳେ ରବିବାର ସକାଳେ ୭ ଡିଗ୍ରୀ ହୋଇଛି। ଦାରିଙ୍ଗବାଡ଼ି ସମେତ ଦାସିଂବାଡ଼ି,କାଣ୍ଡାପା,ସିମନବାଡ଼ି, କିଲାବାଡି,ଲଦପଙ୍କା,ଗ୍ରୀନବାଡ଼ି,ଦାସିକେତା,ପ୍ଳିହେରୀ ଆଦି ଅଞ୍ଚଳରେ…
ଧରିତ୍ରୀ ଖବରଦାତାଙ୍କୁ ହତ୍ୟା ଧମକ
ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀ ନାୟକ ଏବଂ ଶିକ୍ଷକ ସ୍ବାମୀ ବିନୋଦ କୁମାର ନାୟକ…
ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା
ବାଲିଗୁଡ଼ା,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅନୁଷ୍ଠାନ ଦ୍ୱାରା ପରିଚାଳିତ ବିଭିନ୍ନ ବିଭାଗର ସୁବିଧା ଆସୁବିଧା…
ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର
ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…
ପାଗଳ ପୁଅଙ୍କ ଆକ୍ରମଣରେ ବାପା ମୃତ, ମା’ ଗୁରୁତର
ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅଗାଧୁ ନାୟକ(୫୦)। ସେହିଭଳି ଲକ୍ଷ୍ମୀ ନାୟକଙ୍କୁ ଗୁରୁତର…
ଜିଲା ଶିକ୍ଷାଧିକାରୀଙ୍କ ଉପରେ ବର୍ଷିଲେ ୩ ବିଧାୟକ
ଫୁଲବାଣୀ ଅଫିସ,୧୧ା୧ -ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମଥର ପାଇଁ ପ୍ରଶାସନିକ ଅଧିକାରୀଙ୍କ ଉପରେ ବିଧାୟକ ଏବଂ ଏମ୍ପି ବର୍ଷିଛନ୍ତି। ବିଶେଷ କରି ଶିକ୍ଷା…
ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍, ଇନ୍ଚାର୍ଜଙ୍କ ତଦନ୍ତ ଆରମ୍ଭ
ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ ପରାମର୍ଶକୁ ବେଖାତିର କରୁଥିବା ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି ।…
ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ
ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ ଫୁଲବାଣୀ ଭବାନୀ କ୍ଲବ ଓ ଆର.ନୂଆଗାଁ କ୍ଲବ ସହିତ ହୋଇଥିବା ବେଳେ ଭବାନୀ କ୍ଲବ…
ଶୀତ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା : ମନ ମୋହିଲା ଘୁମୁରା, ଛଉ, ଗୋଟିପୁଅ ନୃତ୍ୟ
ଦାରିଙ୍ଗବାଡ଼ି,୧୦।୧(ଡି.ଏନ.ଏ.)- ଦାରିଙ୍ଗବାଡିରେ ଅନୁଷ୍ଠିତ ଶୀତ ଉତ୍ସବର ଦ୍ୱିତୀୟ ଅର୍ଥାତ ଗୁରୁବାର ସନ୍ଧ୍ୟାର କାର୍ଯ୍ୟକ୍ରମକୁ କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟ ଅତିଥିଙ୍କ…
ମାଛ ମାରିବାକୁ ଯାଇ ହାତରେ ଫୁଟିଲା ବୋମା
ଫୁଲବାଣୀ ଅଫିସ, ୯ା୧-ନଦୀରେ ବୋମା ଫୁଟାଇ ମାଛ ଧରିବା ଯୁବକଙ୍କ ପାଇଁ କାଳ ହୋଇଛି। ହାତରେ ବୋମା ଫୁଟିଯିବାରୁ ପାପୁଲି ଉଡିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିି କରାଯାଇଛି। ଗୁରୁତର ଯୁବକ ଜଣକ ହେଲେ ସଦର ଥାନା…
ଦାରିଙ୍ଗବାଡ଼ିରେ ଶୀତ ଉତ୍ସବ
ଦାରିଙ୍ଗବାଡ଼ି,୯ା୧(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଉତ୍ସବର ଆବାହକ ତଥା ଅଧ୍ୟକ୍ଷ ଜି.ଉଦୟଗିରି…
Archives


