କନ୍ଧମାଳ

ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ

ବାଲିଗୁଡ଼ା,୮।୧(ଡି.ଏନ୍‌.ଏ.) : କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…

୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି

ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।…

ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି ମୋଟରରୁ…

ପଥର କ୍ୱାରି କଲେ ଆତ୍ମହତ୍ୟା କରିବୁ

ଚନ୍ଦ୍ରଗିର,୮ା୧ -ପଥର କ୍ୱାରୀ କଲେ ଆତ୍ମହତ୍ୟା କରିବୁ। ଏଭଳି ଚେତାବନୀ ଦେଇଛନ୍ତି ମୋହନା ତହସିଲ ବାଘମାରୀ ପଞ୍ଚାୟତର ପେଜପାଣୀ, ଫଟାଚାଞ୍ଚଡା ଓ ସର୍ଗୀସାହି ଗ୍ରାମବାସୀ। ସୂଚନାଯୋଗ୍ୟ ଯେ, ଫଟାଚାଞ୍ଚଡା ମୌଜା ଖାତା ନଂ.୧୮ ପ୍ଲଟ ନମ୍ବର ୧୭୨ରେ ୧.୮୦୦ହେକ୍ଟର ପର୍ବତ କିସମ…

ଡ୍ୟାମ୍‌ରେ ଡଙ୍ଗା ବୁଡ଼ି ଯୁବତୀ ନିଖୋଜ ଘଟଣା ୪ ଦିନ ପରେ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ/ବଲସକୁମ୍ପା, ୭ା୧-ନୂଆବର୍ଷ ଉପଲକ୍ଷେ ଗତ ୨ ତାରିଖରେ ପିଲା ସାଲୁଙ୍କି ଡ୍ୟାମକୁ ଭୋଜି କରିବାକୁ ଯାଇଥିବା ବେଳେ ଡଙ୍ଗା ବୁଡ଼ି ନିଖୋଜ ହୋଇଥିବା ସୁନୀତା ଝାଙ୍କରଙ୍କ ଗଳିତ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ଯେଉଁ ସ୍ଥାନରେ ଡଙ୍ଗା ବୁଡ଼ିଥିଲା ଅଗ୍ନିଶମ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ

ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ ତାହା ଭାଙ୍ଗି ଯାଉଛି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ସରକାର ଯେଉଁ…

୧୩ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ବାଲିଗୁଡା,୬।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ୧୩୫ ଏକର ଜମିରେ ଚାଷ କରାଯାଇଥିବା ବେଆଇନ ଗଞ୍ଜେଇ ଗଛକୁ ସୋମବାର ପୋଲିସ କାଟି ନଷ୍ଟ କରିଛି। କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର…

କନ୍ଧମାଳରେ ଗଣଶିକ୍ଷା ମନ୍ତ୍ରୀ: ମାଟ୍ରିକ ପରୀକ୍ଷା ଠିକ୍‌ରେ କରିବାକୁ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୬ା୧-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସମୀକ୍ଷା କରିଛନ୍ତି। ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନପତ୍ରର ଢାଞ୍ଚା ବଦଳିବ। ଛାତ୍ରୀଛାତ୍ରଙ୍କୁ ଏଥିପାଇଁ ଅଭ୍ୟସ୍ତ କରିବାକୁ…

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି

ଫୁଲବାଣୀ ଅଫିସ, ୬ା୧-ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି ଲାଗି ସଚେତନ କରାଯାଉଛି। କନ୍ଧମାଳ ଜିଲାରେ ସିଜରିଆନ ଡେଲିଭରି କହିଲେ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ ଓ ଅଜାଙ୍କ ମଧ୍ୟରେ ପ୍ରଥମେ ବଚସା ହେଲା। ଏପରିକି ଜଣେ ଅନ୍ୟ ଜଣଙ୍କ…

ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରୀ ନିଖୋଜ: ଅପହରଣ ସନ୍ଦେହ, ଥାନାରେ ଏତଲା

ଦାରିଙ୍ଗବାଡି,୬।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡିଠାରେ ଥିବା ରାପଡା ବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତରାତି ଠାରୁ ନିଖୋଜ ହୋଇଯାଇଛନ୍ତି। ଘଟଣାଟି ଘଟିବାର ୩୬ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ହୋଇଥିଲେ ମଧ୍ୟ…

ପୁରାତନ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ

ଶଙ୍କରାଖୋଲ,୫ା୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ଶାଳବଣଠାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରିଥିବା ୧୯୯୦ ମାଟ୍ରିକ ବ୍ୟାଚର ଛାତ୍ରୀଛତ୍ରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ, ଜିଲା ତଥା ରାଜ୍ୟ ବାହାରେ ରହୁଥିବା ପୁରାତନ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri