କନ୍ଧମାଳ

ସୂର୍ଯ୍ୟ ଚାରିପଟେ ବଳୟ ଦୃଶ୍ୟମାନ

ଜି.ଉଦୟଗିରି,୧୦ା୫(ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର ପୂବାହ୍ନ ପ୍ରାୟ ୧୧ଟା ୧୫ରୁ ଅଧ ଘଣ୍ଟା ଧରି ସୂର୍ଯ୍ୟଙ୍କ ଚାରିପଟେ ଏକ ବଳୟ ଦୃଶ୍ୟମାନ ମିଳିଥିଲା। ବହୁ ଲୋକ ବାହାରକୁ ଆସି ଏହି ଦୃଶ୍ୟ ଦେଖିଥିଲେ। ସୂର୍ଯ୍ୟ ଦେବତା ବଳୟ…

ଚିନ୍ତା ବଢ଼ାଉଛି ପଡୋଶୀ ଗଞ୍ଜାମ ଜିଲା:  କନ୍ଧମାଳର ସମସ୍ତ ପ୍ରବେଶ ପଥରେ ଯାଞ୍ଚ କଡାକଡି

ଫୁଲବାଣୀ ଅଫିସ, ୧୦ା୫- କରୋନା ସଂକ୍ରମଣରେ ଗଞ୍ଜାମ ଜିଲା ରେକର୍ଡ ଭାଙ୍ଗିଛି। ସୁରଟରେ ଥିବା ପ୍ରବାସୀ ଓଡିଆ ଫେରିବା ପରେ ସେମାନଙ୍କ ମଧ୍ୟରୁ ୮୯ଜଣ ସଂକ୍ରମିତ ଥିବା ଜଣାପଡିଥିଲା। ପଡୋଶୀ କନ୍ଧମାଳକୁ ଯେପରି ଗଞ୍ଜାମରୁ କେହି ନ ଆସି ପାରିବେ ସେଥିପାଇଁ…

ନିୟମ ମାନିଲେନି ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ: କ୍ୱାରାଣ୍ଟାଇନ୍‌ ସେଣ୍ଟର ଯାଇ କୋଟା ଫେରନ୍ତା ପୁଅଙ୍କୁ ଭେଟିଲେ

ଫୁଲବାଣୀ ଅଫିସ, ୮|୫- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବାହାର ରାଜ୍ୟରୁ ଫେରିଥିବା ଲୋକେ ପଞ୍ଜୀକରଣ କରିବା ଓ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। କ୍ୱାରାଣ୍ଟାଇନ୍‌…

ଲକ୍‌ଡାଉନରେ ରୋଜଗାର ଦେଉଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ଦାରିଙ୍ଗବାଡ଼ି,୮ା୫(ଡି.ଏନ.ଏ)- ଲକ୍‌ଡାଉନ ପରେ କାମଧନ୍ଦା ବନ୍ଦ ଯୋଗୁ ଗରିବ ଓ ଶ୍ରମିକ ଶ୍ରେଣୀର ଲୋକେ ବେଶି ପ୍ରଭାବିତ ହୋଇଛନ୍ତି। ମାତ୍ର ନିୟମ କୋହଳ କରି ଏବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ଆରମ୍ଭ ହୋଇଛି। ଯାହାକି ଶ୍ରମିକ ଓ ଦିନ ମଜୁରିଆଙ୍କୁ ଆଶ୍ୱସ୍ତ ଆଣିଦେଇଛି।…

ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ହାତରେ ରହିଗଲା ଛୁଞ୍ଚି

ବାଲିଗୁଡ଼ା,୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଥିବା ପ୍ରସୂତି ବିଭାଗ ସ୍ବାସ୍ଥ୍ୟକର୍ମୀ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ ହାତରେ ଛୁଞ୍ଚି ରହିଯାଇଥିବା ନେଇ ମହିଳାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ, ଗତ ୫ତାରିଖ…

ଗଛରେ ପିଟିହେଲା କଣ୍ଟେନର

ବାଲିଗୁଡ଼ା,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର କୁର୍ତ୍ତମଗଡ଼ ପନ୍ଦରମାଇଲ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ତୁମୁଡ଼ିବନ୍ଧ ଅଭିମୁଖେ ଯାଉଥିବାବେଳେ ଏକ ମିନି କଣ୍ଟେନର ଭାରସାମ୍ୟ ହରାଇ ପନ୍ଦରମାଇଲ ନିକଟରେ ରାସ୍ତାପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲା।…

ଜୀବନ ଜୀବିକା ଆଗରେ ହାର୍‌ ମାନିଛି ଲକ୍‌ଡାଉନ

ଖଜୁରିପଡା,୬ା୫(ଡି.ଏନ.ଏ.)- ଜଙ୍ଗଲ ସୀମାବର୍ତ୍ତୀ ଜନଜାତି ଗରିବ ପରିବାରର ମହିଳାମାନେ ଦିନ ମଜୁରୀ ଠାରୁ ଆରମ୍ଭ କରି ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ତେଣୁ ପ୍ରତିଦିନ ଜଙ୍ଗଲକୁ ଯାଇ ଜାଳେଣି କାଠ, ଶାଳପତ୍ର, ଶିଆଳିପତ୍ର ଆଣି…

କୋଭିଡ୍‌ ଫଣ୍ଡକୁ ଓଡିଆ ବାପ୍‌ଟିଷ୍ଟ ମଣ୍ଡଳୀ ଦେଲା ୧ଲକ୍ଷ

ଫୁଲବାଣୀ ଅଫିସ, ୫ା୫-କରୋନା ମୁକାବିଲା ଲାଗି ବହୁ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରି ଆସୁଛନ୍ତି। ଏହିକ୍ରମରେ ଫୁଲବାଣୀ ଅମଲାପଡା ଓଡ଼ିଆ ବାପ୍‌ଟିଷ୍ଟ ମଣ୍ଡଳୀ ପକ୍ଷରୁ ସୋମବାର ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି।…

ଚଢାଦରରେ ଖାଦ୍ୟ ସାମଗ୍ରୀ ବିକିଲେ କାର୍ଯ୍ୟାନୁଷ୍ଠାନ

ଶଙ୍କରାଖୋଲ,୫ା୨୦(ଡି.ଏନ୍‌.ଏ.)- ଲକ୍‌ଡାଉନର ସୁଯୋଗ ନେଇ ଚକାପାଦ ବ୍ଲକ ଶଙ୍କରାଖୋଲରେ ଥିବା ରାଶନ ଦୋକାନ ଗୁଡିକରେ ପ୍ରିଣ୍ଟ ଦାମ ଠାରୁ ଚଢା ଦରରେ ଖାଦ୍ୟ ସାମଗ୍ରୀ ବିକ୍ରି କରାଯାଉଛି। ଏନେଇ ସମିତିସଭ୍ୟ ବିଷ୍ଣୁ ଚରଣ ଦିଗାଳ, ମଣ୍ଟୁ ବେହେରା, ସୂର୍ଯ୍ୟକାନ୍ତ ପାତ୍ର, ସାମନ୍ତ…

ପୁଣି ୩୨ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନୋଟିସ

ଦାରିଙ୍ଗବାଡ,୪।୫(ଡି.ଏନ.ଏ)- ଲକ୍‌ଡାଉନ ପରେ ସମସ୍ତ ବିଦ୍ୟାଳୟ ସମେତ ଅଙ୍ଗନାୱାଡ଼ିକେନ୍ଦ୍ର, କଲେଜ ଆଦିକୁ ସରକାର ଛୁଟି ଘୋଷଣା କରିଥିଲେ। ମାତ୍ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ହେଡକ୍ୱାଟରରେ ରହିବାକୁ ନିର୍ଦ୍ଦେଶ ରହିଥିଲା। ଏହାକୁ ଅବମାନନା କରି ଦାରିଙ୍ଗବାଡିରେ ଚାକିରି କରିଥିବା ଗଞ୍ଜାମ, ଖୋର୍ଦ୍ଦା, ନୟାଗଡ ଆଦି…

ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା ପିଇବା ପାଣି କଥା ଶୁଣିଲାନି ପ୍ରଶାସନ

ଦାରିଙ୍ଗବାଡ଼ି,୪।୫(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଜ୍ୱର, ଝାଡା ଲାଗି ରହିଛି। କେତେକ ଲୋକଙ୍କ ଜ୍ୱର ଛାଡ଼ୁଥିବା ବେଳେ ଆଉ କେତେଜଣ ଆକ୍ରାନ୍ତ ହେଉଛନ୍ତିି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏମାନଙ୍କ ଚିକିତ୍ସା ଜାରି ରହିଛି ା ତେବେ ପିଇବା ପାଣି…

ମଦବନ୍ଦ ଦାବିରେ ରାସ୍ତାକୁ ଓହ୍ଲାଇଲେ ମହିଳା

ବାଲିଗୁଡା,୧ା୫(ଡି.ଏନ୍‌.ଏ.)- ବାଲିଗୁଡା ବ୍ଲକ ବରଖମା ଗ୍ରାମରେ ଦେଶୀ ମଦ ବନ୍ଦ କରିବା ପାଇଁ ମହିଳାସଂଘ ଶୋଭାଯାତ୍ରା କରିବା ସହ ବିକ୍ରି କରୁଥିବା ଲୋକଙ୍କ ଘରକୁ ଯାଇ ମଦକୁ ଫୋପାଡିବା ସହ ହାଣ୍ଡିହଣ୍ଡା ସବୁ ଭାଙ୍ଗିଛନ୍ତି। କରୋନା ମହାମାରୀକୁ ନେଇ ସାରା ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?