କନ୍ଧମାଳ

ପୃଥକ୍‌ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଦାରିଙ୍ଗବାଡ଼ି,୫।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦାରିଙ୍ଗବାଡ଼ି ଥାନା କାଜୁରିପାଙ୍ଗା ଅଞ୍ଚଳର ଅନନ୍ତ ନାୟକ। ଅନନ୍ତ ପୁଅ ଯୋଶେଫଙ୍କ ସହ ଶୁକ୍ରବାର ଏକ ଲୁନା ଯୋଗେ…

ମାଓବାଦୀଙ୍କ ବର୍ବରକାଣ୍ଡ:  ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ଗୁଳିକରି ହତ୍ୟା

ଦାରିଙ୍ଗବାଡ଼ି/କ.ନୂଆଗଁ।,୪।୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହାରେ ଗୁରୁବାର ରାତିରେ ମାଓବାଦୀମାନେ ଜଣକୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗୁଳିକରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଛନ୍ତି ବାଲିଗୁଡା ଥାନା ରେବିଙ୍ଗିଆ ପଞ୍ଚାୟତ ମାର୍ଦ୍ଦୋଳ ଗ୍ରାମର ରଞ୍ଜନ ଦିଗାଳ…

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ଦାରିଙ୍ଗବାଡ଼ି,୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା କୋହଲା ପାଗ ସାଙ୍ଗକୁ ଶୀତ ଲାଗି ରହିଛି। ଶୁକ୍ରବାର ଦିନ ତମାମ୍‌ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ମଧ୍ୟ ଲାଗି ରହିଛି। ସେପଟେ ଦିନରେ କୁହୁଡ଼ି…

ପୋଲିସ ଇନ୍‌ଫର୍ମର ସନ୍ଦେହ: ଜଣକୁ ହତ୍ୟାକଲେ ମାଓବାଦୀ

ଦାରିଙ୍ଗବାଡି,୩।୧(ଡି.ଏନ.ଏ.)-କନ୍ଧମାଳ ଜିଲା କ.ନୂଆଗାଁ ଥାନା ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ ରେବିଙ୍ଗିିଆ ପଞ୍ଚାୟତ ମାର୍ଦୋଲ ଗ୍ରାମର ରଞ୍ଜନ ଦିଗାଳ। ଘଟଣାସ୍ଥଳରେ ମାଓବାଦୀ…

ଶହୀଦ ମେମୋରିଆଲ କ୍ରିକେଟ: ଫିରିଙ୍ଗିଆ, ରାଇକିଆ ବିଜୟୀ

ଫୁଲବାଣୀ ଅଫିସ,୩ା୧- ଫୁଲବାଣୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପୋଲିସ ପଡିଆରେ ଶହୀଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏସ୍‌ପି ପ୍ରତୀକ ଗୀତା ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ପ୍ରଥମ ମ୍ୟାଚରେ ଫିରିଙ୍ଗିଆ ଟିମ୍‌ ବିପକ୍ଷ ଆର୍‌. ନୂଆଗାଁ…

ଲୁଦୁ ଜଳପ୍ରପାତ: ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଦାବି

କୋଟଗଡ଼,୩ା୧(ଡି.ଏନ୍‌.ଏ.)- ସରକାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଲାଗି ବହୁ ଟଙ୍କା ଖର୍ଚ୍ଚ କରୁଛନ୍ତି। କନ୍ଧମାଳ ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ବିକାଶ ଲାଗି ବହୁ ଟଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଖର୍ଚ୍ଚ କରାଯାଉଛି। କିନ୍ତୁ ଆହୁରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି,…

ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍‌ ଜବତ

ଦାରିଙ୍ଗବାଡ଼ି,୩ା୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଜି.ଉଦୟଗିରି ଥାନା ଗ୍ରେସିଙ୍ଗିଆ ଗ୍ରାମର ସୌମ୍ୟରଞ୍ଜନ…

କୋଟଗଡ଼ ବ୍ଲକ: ନୂଆବର୍ଷ ପାଇଁ ପ୍ରତିଷେଧକ ଟକା କାର୍ଯ୍ୟକ୍ରମ ବନ୍ଦ

କୋଟଗଡ,୩ା୧(ଡି.ଏନ.ଏ.) – କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍‌ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର ପ୍ରଥମ ବୁଧବାର ପ୍ରତିଷେଧକ ଟିକା ଦେବା ପାଇଁ ନିୟମ ରହିଛି। ମାତ୍ର ଏଠାରେ…

କାର ସହ ଗଞ୍ଜେଇ ଜବତ, ଜଣେ ଗିରଫ

ଫିରିଙ୍ଗିଆ, ୧ା୧- ଫିରିଙ୍ଗିଆ ଥାନା ପୋଲିସ ସ୍ଥାନୀୟ ସିମିଳି ସାହିରେ ଚଢ଼ାଉ କରି ଏକ କାର ସହ ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅଞ୍ଚଳର ଦେବୀଦତ୍ତ ବରାଳ…

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୧ା୧ -ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି ପଲ୍ଲିଶ୍ରୀ…

ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ

ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ ଧରି ଅପେକ୍ଷା କରିଥିଲେ ମଧ୍ୟ ଚାବି ନ ଥିବାରୁ କେନ୍ଦ୍ର ଖୋଲି ନ ଥିଲା।…

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୩୧ା୧୨- ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ ତାରିଖରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri