କନ୍ଧମାଳ

ୱାଲ ପେଣ୍ଟିଂରେ ସୁନୀଲଙ୍କ କରୋନା ସଚେତନତା

ବାଲିଗୁଡା,୧ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁର ସୁନୀଲ ନାୟକ ନିଆରା ଢଙ୍ଗରେ କରୋନା ନେଇ ଲୋକଙ୍କୁ ସଚେତନ କରୁଛନ୍ତି। ଆର୍ଥିକ ସହାୟତା ପାଇଁ ସମର୍ଥ ନ ଥିଲେ ମଧ୍ୟ ଅନ୍ତର୍ନିହିତ କଳାକୁ ପାଥେୟ କରି ସେ କରୋନା ମୁକାବିଲା ପାଇଁ ଆଗେଇ ଆସିଛନ୍ତି।…

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୧ା୫ (ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭…

ସମସ୍ତ ଶିକ୍ଷକଙ୍କୁ ଦରମା ଦେବାକୁ ଚିଠି ଲେଖିଲେ ବିଧାୟକ

ଦାରିଙ୍ଗବାଡ଼ି,୩୦।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ ଆବଶ୍ୟକ ଠାରୁ କମ୍‌ କର୍ମଚାରୀଙ୍କୁ ନେଇ ବିଭିନ୍ନ ସରକାରୀ ଏବଂ ବେସରକାରୀ କାର୍ଯ୍ୟ ହେଉଛି। କେତେଜଣ ଶିକ୍ଷକ ଲକ୍‌ଡାଉନ ଯୋଗୁ ବିଦ୍ୟାଳୟ ଛୁଟି ପରେ ଗ୍ରାମକୁ ଚାଲିଯାଇଛନ୍ତି। ଏଭଳି କ୍ଷେତ୍ରରେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ୮୭…

ପିତାବଳୀଙ୍କ ବାର୍ଷିକ ଯାତ୍ରା ବନ୍ଦ

ଶଙ୍କରାଖୋଲ,୩୦ା୪(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲସ୍ଥିତ ଗ୍ରାମଦେବତୀ ମା’ ପିତାବଳୀଙ୍କର ବାର୍ଷିକ ଯାତ୍ରା ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ଗୁରୁବାର ଅନୁଷ୍ଠିତ ହୋଇଥାଏ। କରୋନା ପାଇଁ ଚଳିତ ବର୍ଷ ଏହା ବନ୍ଦ କରାଯାଇଛି। ଏହିଦିନ ଗ୍ରାମବାସୀ ନୂଆବସ୍ତ୍ର ପରିଧାନ କରିବାସହ ଘରେ ଘରେ ପିଠାପଣାର…

ଶ୍ରମିକଙ୍କ ପାଇଁ ମାସ୍କ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ରାଇକିଆ,୩୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସତ୍ତ୍ବେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଶ୍ରମିକମାନେ କାମ କରିବା ପାଇଁ କଟକଣା କୋହଳ କରାଯାଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାମ ମଧ୍ୟ ଆରମ୍ଭ ହୋଇଛି। ଏହିସବୁ କାମରେ ନିୟୋଜିତ ଶ୍ରମିକଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି ଏସ୍‌ଏଚଜି…

ଫୁଲବାଣୀ ପୂର୍ବତନ ବିଧାୟକଙ୍କ ଗାଡ଼ିକୁ ଗୁଳିମାଡ଼

ଫୁଲବାଣୀ ଅଫିସ, ୩୦ା୪- କନ୍ଧମାଳ ଜିଲା ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଏକ ବୋଲେରୋ ଗାଡିକୁ କେହି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଗାଡିରେ କେହି ନ ଥିବା ବେଳେ ଏଭଳି କାଣ୍ଡ ଦୁର୍ବୃତ୍ତ ଜଣକ ଭିଆଇଛନ୍ତି। ପୂର୍ବ ଶତ୍ରୁତା…

ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି। ଡାକ୍ତରୀ ଦଳ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ ସମସ୍ତ ରୋଗୀଙ୍କ ଘରେ ପହଞ୍ଚି…

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୩୦।୪(ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣଙ୍କୁ…

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଦୁଇଦିନ ହେଲା ଝାଡ଼ା ମଧ୍ୟ ହେଉଛି। ଡାକ୍ତରୀଦଳ ସୋମବାର ଉକ୍ତ ଗ୍ରାମକୁ ଯାଇ ଚିକିତ୍ସା…

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ କରିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ ଚକାପାଦ ତହସିଲଦାର ତଥା ମାଜିଷ୍ଟ୍ରେଟ ପ୍ରଣତୀ ପ୍ରିୟଦର୍ଶିନୀ ରାଉତ,…

ବ୍ଲକ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୨୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦକୁ କୋର୍ଟ ରଦ୍ଦ କରିବା ପରେ ବୁଧବାର ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ା ସେ କନ୍ଧମାଳ ଜିଲାପାଳ ବୃନ୍ଦା ଡିଙ୍କ…

କୋଭିଡ୍‌ ଫଣ୍ଡକୁ ୧୦ହଜାର ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡ଼ା/ବଲସକୁମ୍ପା,୨୮ା୪(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲା ପାଇଁ ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷ ବିରେନ୍ଦ୍ର କୁମାର କହଁର ୧୦ ହଜାର ଟଙ୍କା କୋଭିଡ୍‌ ଫଣ୍ଡକୁ ଦାନ କରିଛନ୍ତି। ସେ ସୋମବାର କନ୍ଧମାଳ ଜିଲାପାଳ ଡ଼. ବୃନ୍ଦା ଡ଼ିଙ୍କୁ ସାକ୍ଷାତ କରି ଏହା ପ୍ରଦାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?