ନବୋଦୟ ବିଦ୍ୟାଳୟ ପ୍ରଥମ ବ୍ୟାଚର ବନ୍ଧୁ ମିଳନ
ଫୁଲବାଣୀ ଅଫିସ, ୩୧ା୧୨-ଫୁଲବାଣୀ ତୁଡିପାଜୁସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ପ୍ରଥମ ବ୍ୟାଚ (୧୯୮୬-୧୯୯୩)ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଏହି ବ୍ୟାଚର ଅଧ୍ୟକ୍ଷ ସ୍ବର୍ଗତ ସରୋଜ ରଥ, ଛାତ୍ର ପ୍ରବୋଧ ରଣଜିତ, ନାରାୟଣ ବେହେରା, ଯଶୋବନ୍ତ କହଁରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ଜି.ଉଦୟଗିରିି,୩୧ା୧୨(ଡି.ଏନ.ଏ.): ଜି.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି. ଯୁଗ୍ମ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ସମୁଦାୟ ୧୬୩ ଅଭିଯୋଗ ଶୁଣାଣି ହୋଇଥିଲା। ସେଥିମଧ୍ୟରୁ ୧୪୫ ବ୍ୟକ୍ତିଗତ ଥିବା ବେଳେ ୧୮ ଗୋଷ୍ଠୀଗତ ଅଭିଯୋଗ…
ବନ ବିଭାଗ ନୀରବ,ପଦା ହେଲାଣି ଜଙ୍ଗଲ
ଫୁଲବାଣୀ ଅଫିସ, ୩୧ା୧୨-କନ୍ଧମାଳ ଜିଲା ଫୁଲବାଣୀ ବନଖଣ୍ଡରେ କାର୍ଯ୍ୟରତ କର୍ମଚାରୀଙ୍କ ମନମୁଖି କାର୍ଯ୍ୟ ପଦାକୁ ଆସିଛି। ଜଙ୍ଗଲ ଜଗିବା ଦାୟିତ୍ୱରେ ଥିବା କର୍ମଚାରୀ ଏବଂ କାଠ ଚୋରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଥିବା ଫୁଲବାଣୀ ସହର ନାରାୟଣୀ ପାହାଡ ପଦା ହେବା ଘଟଣାରେ…
ଫୁଲବାଣୀରେ ୫, ଦାରିଙ୍ଗବାଡ଼ିରେ ୫.୫ ଡିଗ୍ରୀ ତାପମାତ୍ରା
ଫୁଲବାଣୀ ଅଫିସ, ୩୦ା୧୨-କନ୍ଧମାଳ ଜିଲାରେ ଅଥୟ ହେଲାଣି ଶୀତ। ସକାଳଠୁ ରାତି ପର୍ଯ୍ୟନ୍ତ ଶୀତ ପ୍ରକୋପରେ ଲୋକେ ନାହିଁ ନ ଥିବା ଯନ୍ତ୍ରଣା ଭୋଗୁଛନ୍ତି। ଗତ ଦୁଇଦିନ ଧରି ଶୀତ ପ୍ରକୋପ ଏତେ ବଢ଼ିଛି ଯେ, ରାସ୍ତାରେ ଗଲେ ମୁହଁ, ଗୋଡ,…
ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ
ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା ହିଁ ହତ୍ୟାକାଣ୍ଡରେ ମୁଖ୍ୟ କାରଣ ବୋଲି ରବିବାର ଏସ୍ପି ପ୍ରତୀକ ଗୀତା ସିଂ ବାଲିଗୁଡାରେ…
ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ
କୋଟଗଡ଼,୨୯।୧୨ (ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ ମୁଖ୍ୟ…
ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ
ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ ବଢ଼ିବାରେ ଲାଗିଛି। ଫଳରେ ଜନଜୀବନ ପ୍ରଭାବିତ ହେବା ସହ ଶୀତବସ୍ତ୍ର ନ ଥିବା ନେଇ…
ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ
ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରନ୍ତି। ବାଲି ଆଣିବା…
ଦାରିଙ୍ଗବାଡ଼ିରେ ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ
ଦାରିଙ୍ଗବାଡି,୨୯ା୧୨(ଡି.ଏନ୍.ଏ.)- ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଜଣେ ପଶ୍ଚିମବଙ୍ଗର ମହିଳା ପର୍ଯ୍ୟଟକଙ୍କ ଶୁକ୍ରବାର ପାହାନ୍ତାରେ ମୃତ୍ୟୁ ହୋଇଛି। ସେ ହେଲେ ବାସୁନଗର ଅଞ୍ଚଳର ରୀନା ଘୋଷ (୬୦) ବୋଲି ଚିକିତ୍ସା କରୁଥିବା ଡାକ୍ତର ସୁମନ୍ତ କୁମାର ପଣ୍ଡା କହିଛନ୍ତି। ତାଙ୍କର ହୃଦଘାତରେ ମୃତ୍ୟୁ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: କୋଟିପତି ଫରେଷ୍ଟର ଅଟକ
ବ୍ରହ୍ମପୁର ଅଫିସ,୨୯ା୧୨: ବ୍ରହ୍ମପୁର ଭିଜିଲାନ୍ସ ବିଭାଗ କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ବ୍ରାହ୍ମଣୀଗଁା ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ଶନିବାର ଅଟକ ରଖିଛି। ଶୁକ୍ରବାର ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର…
ଟ୍ରାକ୍ଟର ଚକାତଳେ ଶ୍ରମିକଙ୍କ ଜୀବନଗଲା
ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ସୂଚନାଯୋଗ୍ୟ, ମସେସ ଏକ ଟ୍ରାକ୍ଟରରେ ଶ୍ରମିକ…
୧୪୫ ଲିଟର ମଦ ଜବତ, ୫ କୋର୍ଟ ଚାଲାଣ
ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଅବକାରୀ ଚଢ଼ାଉ କରାଯାଇଛି। ୧୪୫ ଲିଟର ଦେଶୀ ଚୋରାମଦ ପୋଲିସ ଜବତ କରିବା ସହ ଶତାଧିକ ଲିଟର ମହୁଲ ପୋଚକୁ ନଷ୍ଟ କରିଛି। ସେହିପରି ମଦରନ୍ଧାରେ ବ୍ୟବହାର…
Archives


