କନ୍ଧମାଳ

ଅସହାୟଙ୍କୁ ନିଜ ଖାଦ୍ୟ ଦେଲେ କନେଷ୍ଟବଳ

ବାଲିଗୁଡା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଘରେ ରହିଥିବାବେଳେ ପୋଲିସ କର୍ମଚାରୀ ସେମାନଙ୍କ କାର୍ଯ୍ୟ ଜାରି ରଖି କୋଭିଡ୍‌ ଯୋଦ୍ଧା ପାଲଟିଛନ୍ତି। କର୍ତ୍ତବ୍ୟରତ କନେଷ୍ଟବଳ ଏପରି ସମୟରେ ଜଣେ…

ମାସ୍କ ବ୍ୟବସାୟୀ ଦେଲେ ଜରିମାନା

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମାସ୍କ ପିନ୍ଧି ନ ଥିବା ମୋଟ ୧୧ ଜଣଙ୍କ ଠାରୁ ୨୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କ ମଧ୍ୟରେ ବଜାରରେ ମାସ୍କ ବିକ୍ରି କରୁଥିବା ଜଣେ ବ୍ୟବସାୟୀ ରହିଛନ୍ତି। ସେ ମାସ୍କ ବିକ୍ରି…

ବୁଡାଗୁଡାରେ ଆଉ ୯ ଝାଡାବାନ୍ତିରେ ଆକ୍ରାନ୍ତ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳର କଡ଼ଗାବାଲି ଏବଂ ପଡ଼ିକିଆରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୨ଜଣଙ୍କୁ ବୁଡାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ସେମାନେ ହେଲେ…

ଦାରିଙ୍ଗବାଡି ବ୍ଲକ: ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ, ଦାୟିତ୍ୱରେ ଉପାଧ୍ୟକ୍ଷ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦ୍ଦକୁ କୋର୍ଟ ଅସିଦ୍ଧ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ତାଙ୍କ ସଭ୍ୟପଦ୍ଦକୁ ରଦ୍ଦ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କୁ ନିର୍ବାଚନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟୀତ୍ୱରେ ରହିବାକୁ…

ବି.ଡକେବାଡ଼ିରେ ଜ୍ୱର ଆତଙ୍କ: ପହଞ୍ଚତ୍ଲେ ଡାକ୍ତରୀ ଦଳ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରମାରେ କିଛିଦିନ ହେଲା ଜ୍ୱର ଆତଙ୍କ ଦେଖାଦେଇଛି। ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଜ୍ୱରରେ ଆକ୍ରାନ୍ତ ହେବାପରେ ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଡାକ୍ତରୀ ଟିମ୍‌ ଗଁାରେ ପହଞ୍ଚତ୍ଛି। ଜ୍ୱରରେ ପୀଡିତ ବ୍ୟକ୍ତିଙ୍କ ରକ୍ତ ନମୂନା…

ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍‌, ମାସକରେ ୨ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ଦାରିଙ୍ଗବାଡ଼ି ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା ପ୍ରସାଦ…

ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ

ରାଇକିଆ,୨୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ରାଇକିଆରେ କିଛି ଅମାନିଆ ଘରୁ ବାହାରୁଥିବା ବେଳେ ମାସ୍କ ନ…

ସୀମା ପାର ହୋଇ ଚାଉଳ, ବହି ନେବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫେରାଇଲା ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲାର ସବୁ ସୀମାକୁ ସିଲ୍‌ କରାଯାଇଛି। କନ୍ଧମାଳ-ଗଜପତି ଜିଲାର ସୀମା ବ୍ରାହ୍ମଣୀଗଁା ଥାନା ଝିଞ୍ଜିରିଗୁଡାଠାରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛଡ଼୍‌ତି। ଗଜପତି ଜିଲା ଦମଦୁଆ ପଞ୍ଚାୟତ ଘାସପଦା ଗ୍ରାମର ୮ଜଣ ଛାତ୍ରୀଛାତ୍ର ଶନିବାର ଗୋଟିଏ ଅଟୋରେ…

ମାଓବାଦୀଙ୍କଠାରୁ ସାମାଜିକ ଦୂରତା ରକ୍ଷା ପାଇଁ ନିବେଦନ

ବାଲିଗୁଡା,୨୬ା୪(ଡି.ଏନ୍‌.ଏ.)- ବିଶ୍ୱରେ ମହାମାରୀ କରୋନାର ଭୟାବହତା ଜାରି ରହିଛି। ଏପରି ସ୍ଥଳେ ସାମାଜିକ ଦୂରତ୍ୱକୁ ବିଶେଷ ପ୍ରାଧାନ୍ୟ ଦିଆଯାଉଛି। ଏନେଇ ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ବାଲିଗୁଡା, ନୂଆଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ ମାଓବାଦୀମାନଙ୍କଠାରୁ ଜନସାଧାରଣ ସାମାଜିକ…

ଜି.ଉଦୟଗିରି କଂଗ୍ରେସ ତରଫରୁ ଥାନାରେ ଏତଲା

ଜି.ଉଦୟଗିରି,୨୫ା୪(ଡି.ଏନ.ଏ.)- ଜି.ଉଦୟଗିରି କଂଗ୍ରେସ ଦଳ ତରଫରୁ ଶୁକ୍ରବାର ସୋନିଆ ଗାନ୍ଧୀଙ୍କ ବିରୋଧରେ ନିମ୍ନମାନର ଓ ମାନହାନି ହେବାଭଳି ଖବର ପରିବେଷଣ କରିଥିବା ଅଭିଯୋଗ କରି ରିପବ୍ଲିକ ଟିଭିର ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜି.ଉଦୟଗିରି…

କୋଭିଡ୍‌ ଡ୍ୟୁଟି ଲେଖି କାରରେ ଗଞ୍ଜେଇ ଚାଲାଣ, ଜଣେ ଗିରଫ

ରାଇକିଆ,୨୫ା୪(ଡି.ଏନ୍‌.ଏ.)- ରାଇକିଆ ପୋଲିସ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣକୁ ଗିରଫ କରିଛି । ଶନିବାର ଭୋରରୁ ପେଟ୍ରୋଲିଂବେଳେ ସନ୍ଦେହରେ କୋଭିଡ ଡ୍ୟୁଟି ଲେଖାଥିବା ଏକ କାର୍‌କୁ ଅଟକାଇଥିଲା। ମାତ୍ର ତାହା ନ ଅଟକି ରାଇକିଆ- କରଡା ଦିଗରେ ପଳାଇଥିଲା। ପୋଲିସ…

ଖୁଣ୍ଟରୁ ପଡ଼ି ବିଦ୍ୟୁତ୍‌ କର୍ମଚାରୀ ଗୁରୁତର, ଭୁବନେଶ୍ୱର ସ୍ଥାନାନ୍ତର

ଦାରିଙ୍ଗବାଡ଼ି,୨୫।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ସିମନବାଡ଼ି ଘାଟିରେ ବିଦ୍ୟୁତ୍‌ ମରାମତିବେଳେ ଶୁକ୍ରବାର ଅପରାହ୍ନରେ ଜଣେ କର୍ମଚାରୀ ଖୁଣ୍ଟରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ସେହେଲେ କବିଚନ୍ଦ୍ର ଦଳବେହେରା। ତାଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ଗୁରୁତର ହେବାରୁ ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?