ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କୋହଲା…
ଦୁର୍ଘଟଣାଗ୍ରସ୍ତଙ୍କୁ ମେଡିକାଲ ନେଲେ ଯନ୍ତ୍ରୀ
ଫିରଙ୍ଗିଆ,୨୮ା୧୨(ଡି.ଏନ.ଏ.): ଫିରିଙ୍ଗିଆ ବ୍ଲକର ଆରଡବ୍ଲ୍ୟୁଏସ୍ଏସ୍ ଯନ୍ତ୍ରୀ ଦୁର୍ଘଟଣାର ଶୀକାର ହୋଇ ରାସ୍ତାରେ ପଡ଼ିଥିବା ୨ଜଣ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଇ ମାନବିକତାର ପରିଚୟ ଦେଇଛନ୍ତି। ପ୍ରକାଶଯେ, ଆରଡବ୍ଲ୍ୟୁଏସ୍ଏସ୍ ବିଭାଗ କନିଷ୍ଠ ଯନ୍ତ୍ରୀ ସାମ୍ବାରିଆ ବେହେରା, ସହକାରୀ ଯନ୍ତ୍ରୀ ଜି.ଦେବହରୀ ପ୍ରଧାନ ଗୋଛପଡା…
ମାଓବାଦୀ ପ୍ରବଣ ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ଆସୁଛନ୍ତି। ମଝିରେ ମଝିରେ ବିଦେଶୀ ପର୍ଯ୍ୟଟକ ମଧ୍ୟ ଏଠାକୁ ଆସୁଛନ୍ତି। ଶୁକ୍ରବାର କାନାଡାର ୬ଜଣ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବଜାର ସମେତ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ :ବ୍ରାହ୍ମଣୀଗାଁ ଫରେଷ୍ଟରଙ୍କ ୧କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ
ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି/ବାଲିଗୁଡ଼ା(ଡି.ଏନ୍.ଏ.)୨୮ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁ ା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଲିଗୁଡା ବଜାର ସାହିରେ ଥିବା କୈଳାସଙ୍କ ଘର,…
ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର
ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବ୍ରାହ୍ମଣୀ ଗାଁ ବନାଞ୍ଚଳରେ କାର୍ଯ୍ୟରତ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କ ବାଲିଗୁଡ଼ା…
ହୋଟେଲରୁ ବନ୍ଧୁକଧାରୀ ଯୁବକ ଅଟକ
ଫୁଲବାଣୀ ଅଫିସ, ୨୭ା୧୨: ଶାନ୍ତିପୂର୍ଣ୍ଣ ସହର ଫୁଲବାଣୀ ଧୀରେ ଧୀରେ କ୍ରାଇମ ସିଟି ହେବାରେ ଲାଗିଛି। କିଛି ଦିନ ହେବ ଲୁଟତ୍ରାଜକୁ ନେଇ ପୋଲିସ ଚାପରେ ଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଏକ ନାମୀ ହୋଟେଲରୁ ୨ଜଣ ବନ୍ଧୁକଧାରୀ ଯୁବକଙ୍କୁ ପୋଲିସ…
ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ହତ୍ୟାକାରୀଙ୍କ ନିକଟତର ପୋଲିସ
ଫୁଲବାଣୀ ଅଫିସ, ୨୭ା୧୨: କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳିକରି ହତ୍ୟା କରିବା ଘଟଣାରେ ପୋଲିସ ହତ୍ୟାକାରୀଙ୍କ ନିକଟତର ହେଲାଣି ା ଖୁବ୍ କମ ସମୟ ମଧ୍ୟରେ ଘଟଣାର ଫର୍ଦ୍ଦାଫାଶ…
କୀଟନାଶକ ପିଇ ପ୍ରାଣ ହରାଇଲେ ମହିଳା
ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ଣଣୀଗାଁ ଥାନା ଅଞ୍ଚଳରେ ପାରିବାରିକ କଳହକୁ ନେଇ ଜଣେ ମହିଳା କୀଟନାଶକ ପିଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ମୃତା ମହିଳା ହେଲେ ହାତୀମୁଣ୍ଡା ପଞ୍ଚାୟତ ଦାଦାରାଡ଼ି ଗାଁର ଶୁକଦେବ ପ୍ରଧାନଙ୍କ ସ୍ତ୍ରୀ ଚଞ୍ଚଳା। ସୂଚନାଯୋଗ୍ୟ,…
ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା
ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ ଆଶ୍ରମରେ ଶିଶୁମାନଙ୍କ ସହ ସମୟ ବିତାଇବା ସହ କେକ୍କାଟି ବଡ଼ଦିନ ପାଳନ କରିଥିଲେ…
ଜି. ଉଦୟଗିରିର ବିଭିନ୍ନ ଚର୍ଚ୍ଚରେ ବଡ଼ଦିନ ପାଳନ
ଜି. ଉଦୟଗିରି ୨୫।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଅଞ୍ଚଳର ବିଭିନ୍ନ ଚର୍ଚ୍ଚରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଉତ୍ସବ ତଥା ବଡ଼ଦିନ ପର୍ବ ପାଳନ କରାଯାଇଛି। ସହରର ନୂଆସାହି ବାପ୍ଟିଷ୍ଟ ଚର୍ଚ୍ଚରେ ବୁଧବାର ପୂର୍ବାହ୍ନରେ ସମୂହ ପ୍ରାର୍ଥନା କରାଯାଇଥିଲା। ଚର୍ଚ୍ଚର…
ପାଳନ ହେଲା ବଡ଼ଦିନ: ବାଇବେଲ୍ ପାଠ ସହ ପ୍ରାର୍ଥନାରେ ପ୍ରକମ୍ପିତ ଚର୍ଚ୍ଚ ଗୃହ
ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା ସହ ମଙ୍ଗଳବାର ମଧ୍ୟରାତ୍ରରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଦିବସ ପାଳନ କରାଯାଇଥିଲା। ନବଯାତ…
ନାବାଳିକାଙ୍କୁ ଗଣବଳାତ୍କାର: ୩ କୋର୍ଟଚାଲାଣ, ସୁଧାର ଗୃହ ଗଲେ ନାବାଳକ
ଫୁଲବାଣୀ ଅଫିସ, ୨୫ା୧୨- ଖଜୁରିପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ଏହି ଘଟଣାରେ ଅଟକ ଥିବା ୩ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି।…
Archives


