କନ୍ଧମାଳ

ସାମାଜିକ ଦୂରତ୍ୱ ରହୁନି: ଅର୍ନିଦ୍ଦିଷ୍ଟ କାଳ ପାଇଁ ରାଇକିଆ ହାଟ ବନ୍ଦ

ରାଇକିଆ,୭।୬(ଡି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟ ସୋମବାର ବନ୍ଦ ରହିବ। ଏ ନେଇ ରବିବାର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି। ପ୍ରକାଶ ଯେ, ଉକ୍ତ ହାଟରେ ବ୍ୟାପକ ଜନସମାଗମ ହେଉଥିବାବେଳେ ସାମାଜିକ ଦୂରତ୍ୱ ରହୁନାହିଁ। ଗତ ୧…

୨ଦିନ ଜଙ୍ଗଲରେ ରହିଲେ ପ୍ରବାସୀ: ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ପଳାଇଥିଲେ 

ଭଞ୍ଜନଗର,୬।୬(ଡି.ଏନ.ଏ)- ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ଗଁାକୁ ଚାଲିଗଲେ। ଗ୍ରାମବାସୀ ବିରୋଧ କରିବାରୁ ୨ଦିନ ଗଁା ପାଖ ଜଙ୍ଗଲରେ ରହିଲେ। ଶନିବାର ସକାଳେ ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି…

କନ୍ଧମାଳରେ ଆକ୍ରାନ୍ତ ସଂଖ୍ୟା ୨୫ ଛୁଇଁଲା

ଫୁଲବାଣୀ ଅଫିସ, ୬|୬ – କନ୍ଧମାଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗୁରୁବାର ସୁଦ୍ଧା ଜିଲାରେ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶୁକ୍ରବାର ଆଉ ୩ ଜଣଙ୍କ ସ୍ବାବ୍‌ ନମୁନା ପଜିଟିଭ୍‌ ଆସିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।…

ଅଙ୍ଗନୱାଡି କେନ୍ଦ୍ରରୁ ଚୋରି

ଶଙ୍କରାଖୋଲ,୫ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ଅଡାବାଡି ଗ୍ରାମରେ ଥିବା ଅଙ୍ଗନୱାଡି କେନ୍ଦ୍ରରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଙ୍ଗନୱାଡି କର୍ମୀ ପ୍ରେମୀ ନାଏକ ଟିକାବାଲି ଥାନାରେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଶୁକ୍ରବାର ସକାଳେ ସେ କେନ୍ଦ୍ର…

ବିନା ଭକ୍ତରେ ପାଳନ ହେଲା ସ୍ନାନଯାତ୍ରା

ଜି.ଉଦୟଗିରି,୫ା୬(ଡି.ଏନ.ଏ.)- ଜି.ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶୁକ୍ରବାର ସ୍ନାନପୂର୍ଣ୍ଣିମା ପାଳିତ ହୋଇଛି। ମନ୍ଦିର ପରିଚାଳନା କମିଟି ସଭାପତି ରାଜେନ୍ଦ୍ର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଓ ପୂଜକ ଅଚ୍ୟୁତ ପଣ୍ଡାଙ୍କ ସହଯୋଗରେ ଯାତ୍ରା ସମ୍ପନ୍ନ ହୋଇଥିଲା। ସ୍ନାନଯାତ୍ରା ପରେ ଠାକୁରଙ୍କୁ ହାତୀ ବେଶରେ ସଜ୍ଜିତ କରାଯାଇଥିଲା।…

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ୧୭୮ ପ୍ରବାସୀ

ଦାରିଙ୍ଗବାଡ଼ି,୫ା୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସଙ୍ଗରୋଧ କେନ୍ଦ୍ରରୁ ଅଦ୍ୟାବଧି ୧୭୮ ପ୍ରବାସୀ ଘରକୁ ଫେରିଛନ୍ତି। ଏବେ ଆହୁରୀ ୫୬୫ ଜଣ ୯ଟି ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି। ସରକାରୀ ତାଲିକା ପ୍ରକାରେ ସେମାନଙ୍କୁ ଖାଦ୍ୟ ଦିଆଯାଉଛି। ନିୟମିତ ସ୍ବାସ୍ଥ୍ୟପରୀକ୍ଷା କରାଯାଉଥିବା ଭ୍ରାମ୍ୟମାଣ…

ତାମିଲନାଡୁ, କେରଳରୁ ଫେରିଲେ ୧୩୬

ଶଙ୍କରାଖୋଲ,୪ା୬(ଡି.ଏନ୍‌.ଏ.)- ତାମିଲନାଡୁ, କେରଳରୁ ୧୩୬ ପ୍ରବାସୀ ଓଡ଼ିଆ ଗୁରୁବାର କନ୍ଧମାଳ ଫେରିଛନ୍ତି। ବ୍ରହ୍ମପୁରରେ ଟ୍ରେନରୁ ଓହ୍ଲାଇ ବସ୍‌ ଯୋଗେ ଜିଲାକୁ ଆସିଛନ୍ତି। ଏମାନେ ଦାରିଙ୍ଗବାଡି, ଟିକାବାଲି, ଜି.ଉଦୟଗିରି, ରାଇକିଆ, ଚକାପାଦ ଆଦି ଅଞ୍ଚଳର ବୋଲି ଜଣାପଡିଛି। ଚକାପାଦ ବ୍ଲକ ଶଙ୍କରାଖୋଲ ହାଇସ୍କୁଲ…

ଦାରିଙ୍ଗବାଡ଼ି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଛନ୍ତି ୫୬୫ ପ୍ରବାସୀ: ଡାକ୍ତରଙ୍କ ଦ୍ୱାରା ନିୟମିତ କରାଯାଉଛି ସ୍ବାସ୍ଥ୍ୟ ପରୀକ୍ଷା

ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରରେ ମୋଟ ୭୪୩ ପ୍ରବାସୀ ରହିଥିଲେ। ସେମାନଙ୍କ ମଧ୍ୟରୁ ଅଦ୍ୟାବଧି ୧୭୮ ପ୍ରବାସୀ ନିଜ ଘରକୁ ଫେରିଥିବା ଜଣାପଡ଼ିଛି। ଏହି ସମସ୍ତ ପ୍ରବାସୀ ଦାରିଙ୍ଗବାଡ଼ି ବ୍ଲକ ସମେତ ଜିଲାର ବିଭିନ୍ନ…

ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ

ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଗୁରୁବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୭ ମିନିଟ୍‌ରେ ଶବ୍ଦ ହେବା ସହ ଭୂମି ଥରି ଉଠିଥିଲା। ଫଳରେ ଲୋକେ ଭୟଭୀତ ହୋଇ ଘରୁ ପଦାକୁ ବାହାରି ଆସିଥିଲେ। ଲକ୍‌ଡାଉନ ଯୋଗୁ…

ନୟାଗଡ ସୀମା ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ, ୪ା୬- କନ୍ଧମାଳ ଜିଲାରେ ଏସ୍‌ଓଜି ଏବଂ ଡିଭିଏଫ୍‌ ଯବାନଙ୍କ ଦ୍ୱାରା ମିଳିତ କୋମ୍ବିଂ ବେଳେ ନୟାଗଡ ଜଙ୍ଗଲ ସୀମାରେ ଏକ ମାଓବାଦୀ କ୍ୟାମ୍ପ ବୁଧବାର ଠାବ ହୋଇଛି। ଏହି ଘଟଣାରେ ଗୁଳି ବିନିମୟ ହୋଇ ନ ଥିବାବେଳେ ସେଠାରୁ…

ବଜ୍ରପାତରେ ଗଲା ୭ ଗୋରୁଙ୍କ ଜୀବନ

ଶଙ୍କରାଖୋଲ,୩ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବସ୍ତିଙ୍ଗିଆ ପଞ୍ଚାୟତ ନିକଟ ଗୁଡିରିଗଁାରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୭ଗୋରୁଙ୍କ ମୃତ୍ୟୁ ହୋଇଛି। ଅପରାହ୍ନରେର ଗୋରୁଗୁଡିକ ଚରୁଥିବାବେଳେ ବର୍ଷା ହେବାରୁ ଆମ୍ବଗଛ ତଳକୁ ପଳାଇଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଯଦୁମଣି…

ବଜ୍ରପାତରେ ୨ ଜୀବନ ଗଲା

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଫିରିଙ୍ଗିଆ,୨ା୬- କନ୍ଧମାଳ ଜିଲାରେ ସୋମବାର ଅପରାହ୍ନରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଚକାପାଦ ଥାନା ଚକାପାଦ ଗ୍ରାମ ନୂଆସାହିର ସୁମନ୍ତ ବିଷୋୟୀ (୨୮) ଓ ଫିରିଙ୍ଗିଆ ବ୍ଲକ ରବଙ୍ଗିଆ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?