ମିଶନ ଇନ୍ଦ୍ରଧନୁଷ୍ ଟାସ୍କ ଫୋର୍ସ ବୈଠକ
ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ଏଏନ୍ଏମ୍ମାନଙ୍କୁ ଡକାଇବାକୁ…
ବଡ଼ଦିନ ପାଇଁ ସବୁଠି କଡ଼ା ସୁରକ୍ଷା
ଫୁଲବାଣୀ ଅଫିସ,୨୫ା୧୨ : କନ୍ଧମାଳ ଜିଲାରେ ବୁଧବାର ବଡ଼ଦିନ ପାଳନ ବେଳେ ଯେପରି କିଛି ଅପ୍ରୀତିକର ପରିସ୍ଥିତି ନ ଉପୁଯିବ, ସେନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସବୁଠି କଡ଼ା ନଜର ରଖାଯାଇଥିବା ଏସ୍ପି ପ୍ରତୀକ ଗୀତା ସିଂ…
ବଡ଼ଦିନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା
ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ୍.ଏ.): ବଡ଼ଦିନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ପାଇଁ ଡିଏସ୍ପି ଆଲବିନାସ କେରେକେଟାଙ୍କ ନେତୃତ୍ୱରେ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀଙ୍କ ସମେତ ଜଣେ…
ସହରଠୁ ୩ କି.ମି. ଦୂର ଗୁମିକୁ ରାସ୍ତା ନାହିଁ
ଫୁଲବାଣୀ ଅଫିସ, ୨୪ା୧୨- ବିଶ୍ୱାସ ହେଉ ନ ଥିଲେ ବି ସତ୍ୟ। ଫୁଲବାଣୀ ସହରଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଗଁ। ଗୁମିକୁ ସବୁଦିନିଆ ପକ୍କା ରାସ୍ତା ନାହିଁ। ଲୋକେ ଯାତାୟତ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି।…
ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ
ଫୁଲବାଣୀ ଅଫିସ/ବାଲିଗୁଡ଼ା/କୋଟଗଡ଼(ଡି.ଏନ୍.ଏ.)୨୪ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ ଭିନିତ୍ ପ୍ରସାଦ ଶ୍ରୀବାସ୍ତବ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ପୁରୁଣା ବିଲ୍ ପାସ୍ କରାଇ ଦେବାପାଇଁ ଜଣେ ଠିକାଦାରଙ୍କଠାରୁ ସେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ କର୍ମଚାରୀ…
ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ଶୋଷଣ ଅଭିଯୋଗ : ପାର୍କିଂ ପାଇଁ ଶତାଧିକ ଟଙ୍କା ଆଦାୟକୁ ବିରୋଧ
ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟନକେନ୍ଦ୍ରଗୁଡ଼ିକରେ ଗାଡ଼ି ପାର୍କିଂ ପାଇଁ ଶହ ଶହ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏହାକୁ ନେଇ କେଉଁଠି ଯୁକ୍ତିତର୍କ ହେଉଛି ତ କେଉଁଠି ପର୍ଯ୍ୟଟନକେନ୍ଦ୍ରକୁ…
ଶୃଙ୍ଖଳା ଉତ୍ତମ ଭବିଷ୍ୟତ ଗଠନର ପ୍ରଥମ ପାହାଚ
ରାଇକିଆ,୨୩ା୧୨(ଡ଼ି.ଏନ.ଏ)-ଶଙ୍ଖଳିତ ଛାତ୍ର ଜୀବନ ଉତ୍ତମ ଭବିଷ୍ୟତ ଗଠନରେ ସହାୟକ ହୋଇଥାଏ। ଏହା ହିଁ ସଫଳତାର ପ୍ରଥମ ପାହାଚ ଏବଂ ମୂଳଦୂଆ ବୋଲି ଶନିବାର ରାଇକିଆ ସରସ୍ବତୀ ଶିଶୁ ମନ୍ଦିରର ୨୪ତମ ବାର୍ଷିକ ଉତ୍ସବରେ ଯୋଗଦେଇ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ପରିଚାଳନା କମିଟି…
ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୨୩।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ରବିବାର ଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବଡ଼ଦିନ ପାଇଁ ଛୁଟି ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକ ଭୋରରୁ ଦାରିଙ୍ଗବାଡ଼ିରେ ଭିଡ଼ ଜମାଇଛନ୍ତି। ପାହାନ୍ତିଆ ଶୀତର ମଜା ନେବାକୁ ପ୍ରାୟ…
ଲୋକଙ୍କୁ ହଇରାଣ କଲେ ସରକାରୀ ଆକାଉଣ୍ଟ ଉଠାଇ ନିଆଯିବ
ଫୁଲବାଣୀ ଅଫିସ, ୨୩ା୧୨-ଜିଲା ପରାମର୍ଶଦାତା କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା.ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ଜିଲାରେ ଗ୍ରାହକ ସେବା କେନ୍ଦ୍ର କିମ୍ବା ମିନି ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ସେବା ନୀତି…
ଖ୍ରୀଷ୍ଟଧର୍ମାବଲମ୍ବୀଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
ଜି.ଉଦୟଗିରି, ୨୩ା୧୨ (ଡି.ଏନ୍.ଏ: ଜି. ଉଦୟଗିରି ସହରରେ ରବିବାର ସନ୍ଧ୍ୟାରେ ନିକଟସ୍ଥ ମାଲିକପଡି ବାପଟିଷ୍ଟ ଚର୍ଚ୍ଚ ପକ୍ଷରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ହୋଇଥିଲା। ଚର୍ଚ୍ଚଠାରୁ ଖ୍ରୀଷ୍ଟୀୟମାନେ ହାତରେ କ୍ୟାଣ୍ଡେଲ ଧରି ଜି.ଉଦୟଗିରି ସହର ପରିକ୍ରମା କରି ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ମହତ ବାଣୀ…
ଛାତରୁ ଖସି ଜଣଙ୍କ ମୃତ୍ୟୁ: ପୋଲିସର ତଦନ୍ତ ଆରମ୍ଭ
ଦାରିଙ୍ଗବାଡ଼ି,୨୨।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ନୀଳକନ୍ଦର ସାହିରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଘର ମରାମତି ଚାଲିଥିବା ବେଳେ ଛାତ ଉପରେ ପାଣି ପକାଉଥିବା ସମୟରେ ଛାତରୁ ଖସି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିଶ୍ବନାଥ…
ଫୁଲବାଣୀ ବ୍ଲକ କଲୋନୀରେ ଜବରଦଖଲ ଉଚ୍ଛେଦ
ଫୁଲବାଣୀ ଅଫିସ, ୨୨ା୧୨- ଫୁଲବାଣୀ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କଲୋନୀରେ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ନିଜ ଜିନିଷପତ୍ର ନେଇ ଯିବା ପାଇଁ ବିଡିଓ ଜବରଦଖଲକାରୀଙ୍କୁ କହିବା ପରେ ସେମାନେ ଏଥିରେ ରାଜି ହୋଇଥିଲେ। ସୂଚନା ଅନୁଯାୟୀ, ବ୍ଲକ କଲୋନୀରେ…
Archives


