ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି
ଦାରିଙ୍ଗବାଡି,୧୭ା୧୨(ଡି.ଏନ୍.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ ପ୍ରକାର…
୬ ଘଣ୍ଟା ରାଇକିଆ-ଜି.ଉଦୟଗିରି ରାସ୍ତା ଅବରୋଧ
ରାଇକିଆ,୧୭ା୧୨(ଡ଼ି.ଏନ.ଏ.)-ରାଇକିଆ ସାପ୍ତାହିକ ହାଟକୁ ନେଇ ୨ ପଞ୍ଚାୟତ ମଧ୍ୟରେ ଳାଗି ରହିଥିବା ବିବାଦ ଥମୁନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସୋମବାର ହାଟରେ ବାଧା ସୃଷ୍ଟି ହୋଇଛି। ଉଭୟ ପଞ୍ଚାୟତରେ ହାଟ ପାଇଁ ରାସ୍ତାରୋକୋ ଯୋଗୁ ରାଇକିଆ-ଜି.ଉଦୟଗିରି ରାସ୍ତା ୬ଘଣ୍ଟା ଧରି…
ନାବାଳିକା ଅପହରଣ, ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ବର୍ଷ ସଶ୍ରମ ଜେଲ୍
ଫୁଲବାଣୀ ଅଫିସ,୧୬ା୧୨-ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ସୋମବାର ଫୁଲବାଣୀ ଅତିରିକ୍ତ ଦୌରାଜଜ୍ ତଥା ସ୍ବତନ୍ତ୍ର ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା…
ଅଚାନକ ସେବାଶ୍ରମରେ ପହଞ୍ଚିଲେ ମନ୍ତ୍ରୀ: ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଲେ
ଦାରିଙ୍ଗବାଡ଼ି,୧୬।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସ୍ଥାନୀୟ କନ୍ୟାଶ୍ରମରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରଧାନ ସେବକ ଅନୁପସ୍ଥିତିକୁ ନେଇ ଉଦ୍ବେଗ ପ୍ରକାଶ କରିବା ସହ…
କ୍ରୀଡ଼ାମନ୍ତ୍ରୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ
ଫୁଲବାଣୀ ଅଫିସ,୧୬ା୧୨-ଆଇଟି ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ରବିବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତି। ମନ୍ତ୍ରୀ ପ୍ରଥମ ଦିନ ବିଭିନ୍ନ ଷ୍ଟାଡିୟମ ବୁଲି ଦେଖିବା ସହ ସ୍ଥିତି ପରଖିଛନ୍ତି। କନ୍ଧମାଳ ଷ୍ଟାଡ଼ିୟମ ଯାଇ…
ପାନୀୟ ଜଳ ସଙ୍କଟରେ ଜାମ୍ବୁ ସାହି
ଖଜୁରିପଡ଼ା (ଡି.ଏନ.ଏ.)/ ବଲସକୁମ୍ପା,୧୬ା୧୨-ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ମାଧ୍ୟମରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ଏଥିସହ କେତେକ ଅଞ୍ଚଳରେ ଉଠା ଜଳସେଚନ ବ୍ୟବସ୍ଥା କରି ଲୋକଙ୍କ ପାଖରେ ପାନୀୟ ଜଳ ଯୋଗାଉଛନ୍ତି। ହେଲେ ଏବେ…
ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍ଘାଟିତ
ଫୁଲବାଣୀ ଅଫିସ,୧୬ା୧୨-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଏମ୍ପି ଡା. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ବିଭିନ୍ନ ଉଦ୍ଘାଟନ ଏବଂ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଜାତୀୟ ସ୍ବାସ୍ଥ୍ୟ ମିଶନ ସହାୟତାରେ ନିର୍ମିତ ସମନ୍ବିତ ପରୀକ୍ଷାଗାର, ଯାନ୍ତ୍ରିକ ଲୁଗାସଫା ଗୃହ, କର୍କଟ…
କନ୍ଧମାଳ ସାହିତ୍ୟ ମହୋତ୍ସବ ଉଦ୍ଘାଟିତ: କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ
ଫୁଲବାଣୀ ଅଫିସ, ୧୫ା୧୨-ଫୁଲବାଣୀ ଗାନ୍ଧୀ ସ୍ମୃତିଭବନ ପରିସରରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଶନିବାର ଉଦ୍ଘାଟିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ କାର୍ଯ୍ୟ ନିର୍ବାହୀ ସଦସ୍ୟ ତଥା କବି ଅମରେଶ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି…
ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ବାଲିଗୁଡା,୧୫ା୧୨(ଡି.ଏନ୍.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ ବି…
ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ଦୋଷୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ
ବାଲିଗୁଡ଼ା,୧୪।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ପାତ୍ରସାହି ନିକଟରେ ଗତ ୧୦ ତାରିଖରେ ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁପଣ୍ଡାଙ୍କୁ ଦୁଇ ଦୁର୍ବୃତ୍ତ ଘରୁଡାକି ଗୁଳି କରି ହତ୍ୟା କରିଥିଲେ। ତେବେ ଗୁଳିକାଣ୍ଡ ଓ ହତ୍ୟା ଘଟଣାକୁ ଚାରିଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଅପରାଧୀକୁ…
ସମସ୍ୟା ଘେରରେ ମୁଣ୍ଡାପଙ୍ଗା ଗାଁ
କୋଟଗଡ,୧୪ା୧୨(ଡି.ଏନ.ଏ)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଏବେ ମଧ୍ୟ କେତେକ କ୍ଷେତ୍ରରେ ଏହା କାର୍ଯ୍ୟକାରୀ ହେଉନାହିଁ। ଏହା ଦେଖିବାକୁ ମିଳିଛି କୋଟଗଡ ବ୍ଲକ ସୁବର୍ଣ୍ଣଗିରି ଗ୍ରାମପଞ୍ଚାୟତ ମୁଣ୍ଡାପଙ୍ଗା ଗ୍ରାମରେ। ଉକ୍ତ ଗାଁରେ ୩୦ ପରିବାର ବସବାସ…
ଅପରାଧର ସ୍ଥିତି, ପୋଲିସ ଭୂମିକା ନେଇ କର୍ମଶାଳା: ବଢ଼ୁଛି ବଳାତ୍କାର, ମହିଳା, ଶିଶୁ ଆପରାଧିକ ମାମଲା
ଫୁଲବାଣୀ ଅଫିସ, ୧୪ା୧୨-କନ୍ଧମାଳ ଜିଲାରେ ଅପରାଧର ସ୍ଥିତି ଓ ପୋଲିସ ବ୍ୟବସ୍ଥାକୁ ନେଇ ଏକ କର୍ମଶାଳା ସ୍ଥାନୀୟ ପ୍ରେସ୍ କ୍ଲବରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛିା ଜିଲାରେ କେତେ ଆପରାଧିକ ମାମଲା ରୁଜୁ ହୋଇଛି ତାହା ଉପରେ ଏହି କର୍ମଶାଳାରେ ଆଲୋଚନା କରାଯାଇଥିଲା…
Archives


