କନ୍ଧମାଳ

ସଫେଇ କର୍ମଚାରୀଙ୍କୁ ବି ଛାଡ଼ିଲାନି ପୋଲିସ: ମାଡ଼ ପ୍ରତିବାଦରେ କାର୍ଯ୍ୟବନ୍ଦ, ମିଳିଲା କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି

ଫୁଲବାଣୀ ଅଫିସ, ୧୮ା୪- ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱ ରକ୍ଷା କରିବା ନିମନ୍ତେ ପୋଲିସ ବିଭାଗର କେତେଜଣ ତଳିଆ କର୍ମଚାରୀ କିଛି ନ ବୁଝି ଲୋକଙ୍କୁ ମାଡ଼ ମାରୁଛନ୍ତି। ଶୁକ୍ରବାର ଫୁଲବାଣୀ ପୌର ପରିଷଦର ଜଣେ କର୍ମଚାରୀଙ୍କୁ ମାଡ଼ ମରାଯାଇଛି। ଏହା ପ୍ରତିବାଦରେ…

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଆରମ୍ଭ ହେଲା କାମ

ଦାରିଙ୍ଗବାଡ଼ି,୧୮।୪(ଡି.ଏନ.ଏ)- କରୋନା ଯୋଗୁ ଶ୍ରମିକମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କୁ ରୋଜଗାରକ୍ଷମ ଏବଂ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ସହ ଜିଲାପ୍ରଶାସନର ସହଭାଗିତାରେ ଅନ୍ତରଙ୍ଗ ଯୁବ ସଂଘ…

ଜି.ଉଦୟଗିରିରେ ବର୍ଷା, କୁଆପଥର ବୃଷ୍ଟି

ଜି.ଉଦୟଗିରି,୧୭ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଘଣ୍ଟାଏ ଧରି ବର୍ଷାପବନ ଓ କୁଆପଥର ମାଡରେ ଜନଜୀବସ ଅସ୍ତବ୍ୟସ୍ତ ହୋଇପଡିଥିଲା। ୮ଟି ସ୍ଥାନରେ ବଡ଼ବଡ଼ ଗଛ ଭାଙ୍ଗି ପଡିଛି। ବର୍ଷାପବନ ପରେ…

ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୧୭ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ କରିବା ସହ ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଘରେ ରହୁଛନ୍ତି। ଆବଶ୍ୟକ ନ ଥିଲେ କେହି…

ପ୍ରବଳ ଖରାରେ ସାମାଜିକ ଦୁରତ୍ୱ ରକ୍ଷା

ରାଇକିଆ,୧୭।୪(ଡି.ଏନ୍‌.ଏ.): କରନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱକୁ ବିଶେଷଭାବେ ଗୁରୁତ୍ୱ ଦିଆଯାଉଛି । ବିଭିନ୍ନ ସ୍ଥାନରେ ଅନ୍ୟ ଲୋକଙ୍କଠାରୁ ଦୂରେଇ ରହିବାକୁ କୁହାଯାଉଛି। ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ଲୋକଙ୍କୁ ପ୍ରବଳ ଖରାରେ ଛିଡ଼ା ହେବାକୁ ପଡୁଛି। କନ୍ଧମାଳ…

କରୋନା ସଚେତନତା: ଏହେଡ ତରଫରୁ ମାସ୍କ ଓ ସାବୁନ ବିତରଣ

ଜି.ଉଦୟଗିରି, ୧୭।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ନାଣ୍ଡାସ୍ଥିତ ଏହେଡ ସଂସ୍ଥା ତରଫରୁ ବ୍ଲକର ଦୁର୍ଗମ ଅଞ୍ଚଳ ସିରିକି, କଟାବାଲି, ମୁକୁଲିଙ୍ଗିଆ ଏବଂ ଜି .ଉଦୟଗିରି ଏନ୍‌ଏସି ଅଧୀନ ବୁଲୁନସୁଗାଠାରେ ଅସହାୟଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରାଯାଉଛି। ଏଥିସହ ସାମାଜିକ…

କରୋନା ସଚେତନତାରେ ଶିଶୁକ୍ଲବ ସାମିଲ

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି। ଏଥିରେ ପୋଲିସ ଠାରୁ ପ୍ରଶାସନ, ସ୍ବେଚ୍ଛାସେବୀ ସମନ୍ତେ ଲାଗି ପଡିଛନ୍ତି। ଶିଶୁମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଦାରିଙ୍ଗବାଡ଼ି ବ୍ଲକ ଅନ୍ତରଙ୍ଗ ଶିଶୁ କ୍ଲବ ଏବଂ ଯୁବ ସଂଘ…

ଜି.ଉଦୟଗିରି ବ୍ଲକରେ ୪୦୦ ଅସହାୟଙ୍କୁ ରନ୍ଧା ଖାଦ୍ୟ, ୧୬୫ ପ୍ରବାସୀ ଶ୍ରମିକଙ୍କୁ ସାମଗ୍ରୀ ଯୋଗାଉଛି ପ୍ରଶାସନ

ଜି.ଉଦୟଗିରି, ୧୬।୪ (ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏଥିଯୋଗୁ ଗରୀବ, ଅସହାୟ, ଓ ଫସି ରହିଥିବା ବାହାର ରାଜ୍ୟର ଶ୍ରମିକ ମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏସବୁକୁ…

ଜରୁରୀ ରୋଗୀ ସେବା ପାଇଁ ୧୦ଅଟୋକୁ ଅନୁମତି

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଏବେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିପାଇଁ ଜରୁରୀକାଳିନ ସେବା ମିଳିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ତେବେ ଲୋକଙ୍କ ସୁବିଧା ପାଇଁ ଦାରିଙ୍ଗବାଡ଼ି ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

କୋଭିଡ ତଦାରଖ କାର୍ଯ୍ୟରେ ନିୟୋଜିତ ହେଲେ ୬୨ ଶିକ୍ଷକ

ଜି. ଉଦୟଗିରି, ୧୫।୪(ଡି.ଏନ୍‌.ଏ.): ଜି.ଉଦୟଗିରି ବ୍ଲକରେ କୋଭିଡ୍‌ ନିୟନ୍ତ୍ରଣ ତଦାରଖ କାର୍ଯ୍ୟରେ ୬୨ ଜଣ ଶିକ୍ଷକଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ନିୟୋଜିତ କରାଯାଇଛି ବୋଲି ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକ କହିଛନ୍ତି। ୪୨ ଜଣ ଶିକ୍ଷକଙ୍କୁ ଶ୍ରମିକମାନଙ୍କୁ ୧୫୦୦ ଟଙ୍କା…

ବ୍ୟାଙ୍କ ସମ୍ମୁଖରେ ଲୋକଙ୍କ ଭିଡ଼: ରହୁନି ସାମାଜିକ ଦୂରତ୍ୱ, ଦାରିଙ୍ଗବାଡି ପୋଲିସର ମୃଦୁ ଲାଠିଚାଳନା

ଦାରିଙ୍ଗବାଡ଼ି,୧୫।୪(ଡି.ଏନ୍‌.ଏ): ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଅବଧିକୁ ମେ’ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ବ୍ୟାକୁଳତା ବଢ଼ିଯାଇଛି। ସରକାରଙ୍କ ବିଭିନ୍ନ ସହାୟତାରାଶି ବ୍ୟାଙ୍କ ଆକାଉଣ୍ଟକୁ ଆସିଥିବା ବେଳେ ଏହାକୁ ନେବା ପାଇଁ ବ୍ୟାଙ୍କ ସମ୍ମୁଖରେ ଲୋକଙ୍କ…

ମାସ୍କ ନ ପିନ୍ଧିବାରୁ ଜରିମାନା

ଫିରିଙ୍ଗିଆ, ୧୫ା୪- କରୋନା ପ୍ରତିହତ ପାଇଁ ମାକ୍ସ ପିନ୍ଧିବା ଜରୁରୀ ବୋଲି କିଛି ଦିନ ତଳେ ରାଜ୍ୟ ସରକାର ଘୋଷଣା କରିଥିଲେ ା ଏହାର ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବୋଲି ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ା ମଙ୍ଗଳବାର ଫିରିଙ୍ଗିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?