କନ୍ଧମାଳ

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି…

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼ ବଡ଼ ଗଛ ଉପୁଡ଼ି ବିଦ୍ୟୁତ ଖୁଣ୍ଟ ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ ତାର…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ ଟଙ୍କା ରୋଜଗାର କରିଥିଲେ। ଏହି ଟଙ୍କାରେ ବିଳାସବେସନ ସାମଗ୍ରୀ କିଣିବା ଠାରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଶନିବାର ସକାଳୁ ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି। ଭୁବନେଶ୍ବରରେ ୪ଟି…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା ବିଧାୟକଙ୍କୁ ସ୍ବାଗତ କରିଥିବା ୨ ନେତାଙ୍କ ନିଲମ୍ବନକୁ ତୀବ୍ର…

ପ୍ଲାଷ୍ଟିକ୍‌ମୁକ୍ତ ହେବ ଦାରିଙ୍ଗବାଡ଼ି, ସ୍ବଚ୍ଛତା ପାଇଁ ଆଗେଇ ଆସିଲେ…

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ରକୁ ଏବେ ରାଜ୍ୟ ସରକାର ବିଶ୍ୱସ୍ତରୀୟ କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ସାଂଜାସରୁ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷା ତଥା ବାଲିଗୁଡ଼ା ଉପଜିଲାପାଳ ଆଇଏଏସ୍‌ ଅଧିକାରୀ ପ୍ରଣୀତା ଦାସଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା ଯୋଗୁ ମାଟି ଉର୍ବର ହେବା ସହ ଲଙ୍ଗଳ ମାଟି କାଟିବା ଯୋଗୁ ଚାଷୀଙ୍କ…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ ବଡ଼ ଭାଇଙ୍କ ଟାଙ୍ଗିଆରେ ଚାଲିଗଲା ସାନ ଭାଇର ଜୀବନ। ସୂଚନା ପ୍ରକାରେ କଦମ…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ସହକାରୀ ଏଡିଇଓ ବିମଳ ମଲିକ, ପଞ୍ଚାୟତ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର ଜୀବନ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି । ମୃତ ଶିଶୁ ହେଲେ ଭ୍ରମରବାଡ଼ି…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ ଜନ ସଚେତନ କଲେ ଭାଜପାର ବରିଷ୍ଠ କର୍ମକର୍ତ୍ତା ଓ କିଛି ଯୁବପିଢ଼ି…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ନେଇ ଜିଲାରେ ତୀବ୍ର ଅସନ୍ତୋଷ ଦେଖାଯାଇଛ। ଶନିବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?