ଅପରାଧର ସ୍ଥିତି, ପୋଲିସ ଭୂମିକା ନେଇ କର୍ମଶାଳା: ବଢ଼ୁଛି ବଳାତ୍କାର, ମହିଳା, ଶିଶୁ ଆପରାଧିକ ମାମଲା
ଫୁଲବାଣୀ ଅଫିସ, ୧୪ା୧୨-କନ୍ଧମାଳ ଜିଲାରେ ଅପରାଧର ସ୍ଥିତି ଓ ପୋଲିସ ବ୍ୟବସ୍ଥାକୁ ନେଇ ଏକ କର୍ମଶାଳା ସ୍ଥାନୀୟ ପ୍ରେସ୍ କ୍ଲବରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛିା ଜିଲାରେ କେତେ ଆପରାଧିକ ମାମଲା ରୁଜୁ ହୋଇଛି ତାହା ଉପରେ ଏହି କର୍ମଶାଳାରେ ଆଲୋଚନା କରାଯାଇଥିଲା…
ପର୍ଯ୍ୟଟନକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ: ବଣଭୋଜି ପରେ ଉଠାଯାଉନି ଖଲିପତ୍ର
ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ.)-ଦାରିଙ୍ଗବାଡ଼ିରବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଏବେ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଦୈନିକ ଶତାଧିକ ପର୍ଯ୍ୟଟକ ଆସି ବଣଭୋଜି କରି ଭରପୁର ମଜା ଉଠାନ୍ତି। ଶନିବାର ଏବଂ ରବିବାର ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସନ୍ତି। ହେଲେ ଯେଉଁଠି ବଣଭୋଜି ହେଉଛି, ସେଠି ଅଇଁଠା ଖଲିପତ୍ର…
ଛାତ୍ରଙ୍କୁ ମିଳିଲା ଶ୍ରବଣଯନ୍ତ୍ର
ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନଙ୍କ ଗୋଟିଏ କାନକୁ ଆଦୌ ଶୁଣାଯାଉ ନ ଥିବାବେଳେ ଅନ୍ୟ କାନରେ ସେ ଅଳ୍ପ ଶୁଣିପାରୁଥିଲେ। ୭ ବର୍ଷ ହେଲା ଏଭଳି ସମସ୍ୟା…
ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା ଘଟଣା: ବାଲିଗୁଡ଼ାରେ ସୂଚନା ଅଧିକାର ଅଭିଯାନ ଟିମ୍
ବାଲିଗୁଡା,୧୨ା୧୨(ଡି.ଏନ୍.ଏ.)-ବାଲିଗୁଡ଼ାର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ମଙ୍ଗଳବାର ସକାଳେ ତାଙ୍କ ଘର ଆଗରେ ଗୁଳି କରି ହତ୍ୟା କରାଯାଇଥିଲା। ୨ ଜଣ ଦୁର୍ବୃତ୍ତ ତାଙ୍କୁ ଘରୁ ଡାକି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ ା ଏହି ଘଟଣାର ୨ ଦିନ…
ରାସ୍ତା ସଂପ୍ରସାରଣ ପାଇଁ ବେଆଇନ ବ୍ଲାଷ୍ଟିଂ: ପଥର ପଡ଼ି ଘର ଆଜବେଷ୍ଟସ ଭାଙ୍ଗିଲା
ଦାରିଙ୍ଗବାଡି,୧୧ା୧୨(ଡି.ଏନ୍.ଏ.)-ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି । ତେବେ ଉକ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ପାଇଁ ପୂର୍ବରୁ ସୂଚନା ନ ଦେଇ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି…
ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍ବେଷ୍ଟସ
ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା ସଂପ୍ରସାରଣ ବେଳେ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି। ଗ୍ରାମର ପୀତାମ୍ବର ମଲିକଙ୍କ ଘର…
ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ: ଉଦ୍ଘାଟନ କଲେ ବିଭିନ୍ନ ପ୍ରକଳ୍ପ
ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍.ଏ.):କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବୁଧବାର ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଗସ୍ତକରି ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ ଦାରିଙ୍ଗବାଡ଼ିରେ ପହଞ୍ଚିବା ପରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ…
ଲୋକଙ୍କ ସମସ୍ୟା ବୁଝିଲେ ଗୃହ ବିଭାଗ ପ୍ରମୁଖ ସଚିବ
ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଅପରାହ୍ନରେ ପ୍ରଥମେ ଜି.ଉଦୟଗିରି ବ୍ଲକ ଜବେଡି ଗ୍ରାମ ପରିଦର୍ଶନ କରି…
ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା
ବାଲିଗୁଡ଼ା(ଡି.ଏନ୍.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର ଅଭିମନ୍ୟୁ ପଣ୍ଡା ା ଦୁଇ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ ଘର…
ଓଲଟିଲା ଟାଟା ମ୍ୟାଜିକ୍: ୨୩ ଆହତ
କୋଟଗଡ, ୧୦।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ବ୍ଲକ ମଦାଙ୍ଗି ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯.୩୦ରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍(ନଂ-ଓଡି୧୨ସି୩୦୭୨) ଗାଡି ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୨୩ ଜଣ ଯାତ୍ରୀ ଆହତ ହୋଇଛନ୍ତି।…
ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା
ଫୁଲବାଣୀ ଅଫିସ୍, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ ବାଇକରେ…
ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର
ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ ଥିବାବେଳେ ଡାହାଣ କାନକୁ ଅଳ୍ପ ଶୁଭୁଛି। ଫଳରେ ପାଠ ପଢାରେ ସମସ୍ୟା ହେଉଛି।…
Archives


