କନ୍ଧମାଳ

ହାଟରେ ସାମାଜିକ ଦୂରତ୍ୱ ଶିଖାଇଲେ ଏସ୍‌ପି

ଫୁଲବାଣୀ ଅଫିସ, ୨୭ା୩-ହାଟରେ କିଭଳି ସାମାଜିକ ଦୂରତ୍ୱ ବଜାୟ ରଖିହେବ ସେ ସମ୍ପର୍କରେ ଲୋକଙ୍କୁ କନ୍ଧମାଳ ଏସ୍‌ପି ପ୍ରତୀକ ଗୀତା ସିଂ ଶିଖାଇଛନ୍ତି। ହାଟପଦାରେ ପାଖାପାଖି ହୋଇ ବସୁଥିବା ବ୍ୟବସାୟୀଙ୍କୁ ଭାଗ ଭାଗ କରି ବସାଇ ହାଟର ପରିସୀମାକୁ ବୃଦ୍ଧି କରିଛନ୍ତି।…

ରାଜ୍ୟ ବାହାରୁ ଆସିଛନ୍ତି ପିଲା, ପ୍ରଶାସନକୁ ଲୁଚାଉଛନ୍ତି ଅଭିଭାବକ

ଫୁଲବାଣୀ ଅଫିସ, ୨୭ା୩-ଯଦି କେହି ଦେଶ କିମ୍ବା ରାଜ୍ୟ ବାହାରୁ ଫେରିଛନ୍ତି, ତାହାଲେ ତୁରନ୍ତ ସେମାନେ ପ୍ରଶାସନକୁ ଅବଗତ କରାଇବାକୁ ସରକାର ଏବଂ ଜିଲା ପ୍ରଶାସନର ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଯାଇଛି। ଟିକାବାଲି ବ୍ଲକ ଶଙ୍କରାଖୋଲ…

ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି ପଶ୍ଚିମବଙ୍ଗର ୧୫ ଶ୍ରମିକ

ଦାରିଙ୍ଗବାଡ଼ି,୨୭।୩(ଡି.ଏନ୍‌.ଏ.)- ପଶ୍ଚିମବଙ୍ଗରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସି ବିଭିନ୍ନ ଲଜ୍‌, ବିଲ୍ଡିଂରେ କାର୍ଯ୍ୟ କରୁଥିବା ୧୫ଜଣ ରାଜମିସ୍ତ୍ରୀ ଓ ଶ୍ରମିକ ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି। କାମ ବନ୍ଦ ଯୋଗୁ ସେମାନଙ୍କ ନିକଟରେ ଟଙ୍କା ସରିଗଲାଣି। କେତେକ ମାଲିକ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେଇଥିଲେ…

ବହିରାଗତଙ୍କ ଘର ବାହାରେ ଲାଗିଲା ପୋଷ୍ଟର

ରାଇକିଆ,୨୭।୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଥିଲେ ସେମାନେ ଏବେ ଗଁାକୁ ଫେରିଛନ୍ତି। ସେମାନଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା ବଜାୟ ରଖିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ପ୍ରଶାସନ…

ଶର୍ଟସର୍କିଟ ଯୋଗୁ ବାଇକରେ ଲାଗିଲା ନିଆଁ

ଦାରିଙ୍ଗବାଡି,୨୭ା୩(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା କୁମ୍ଭବଜାରଠାରେ ଏକ ବାଇକରେ ଅଚାନକ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ବାଇକ୍‌ ଚାଳକ ପାଟି କରବାରୁ ସାହିଲୋକେ ପହଞ୍ଚତ୍ ଲିଭାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି ଅଗ୍ନିଶମ…

ଲକ୍‌ ଡାଉନ୍‌ର ପ୍ରଭାବ: ପାଳନ ହେଲାନି ବିଶ୍ୱ ନାଟ୍ୟ ଦିବସ

ବ୍ରହ୍ମପୁର ଅଫିସ,୨୭ା୩-ସମାଜରେ ସଂସ୍କାର ଅଣିବାରେ ସର୍ବଦା ପ୍ରମୁଖ ଭୂମିକା ଗ୍ରହଣ କରିଆସିଥିବା ମଞ୍ଚନାଟକକୁ ପୁର୍ନଜୀବିତ କରିବା ନେଇ ମାର୍ଚ୍ଚ ୨୭କୁ ବିଶ୍ୱ ନାଟ୍ୟ ଦିବସ ଭାବେ ପାଳନ କରାଯାଇଆସୁଛନ୍ତି ମଞ୍ଚନାଟକ କଳାକାର ତଥା ଅଭିନେତା। ଚଳିତ ବର୍ଷ କରୋନାକୁ ନେଇ ସାରା…

କେରଳରୁ ଫେରି ପାରୁନାହାନ୍ତି କନ୍ଧମାଳ ଶ୍ରମିକ

ଫୁଲବାଣୀ ଅଫିସ, ୨୭ା୩- କରୋନା ପାଇଁ ସାରାଦେଶରେ ଏବେ ଲକ୍‌ଡାଉନ୍‌। ଏଭଳି ସ୍ଥିତିରେ କନ୍ଧମାଳ ଜିଲାର ଯୁବତୀ ଯୁବକ ଏବଂ ଦମ୍ପତ୍ତି ଏବେ କେରଳରେ ଫସି ଯାଇଛନ୍ତି। ଶ୍ରମିକ ଭାବେ କାମ କରିବାକୁ ଯାଇ ସେମାନେ ଏଭଳି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।…

ଘର ଘର ବୁଲି ବଣ୍ଟାଯାଉଛି ଭତ୍ତାଟଙ୍କା

ରାଇକିଆ,୨୮।୩(ଡି ଏନ ଏ)- ରାଇକିଆ ବ୍ଲକରେ ଭତ୍ତା ଟଙ୍କା ବଣ୍ଟନ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କରୋନା ସଂକ୍ରମଣ ଆଶଙ୍କାରେ ରାଇକିଆ ସହର ତିନିଦିନ ହେଲା ଲକ୍‌ ଡାଉନ ଅଛି। ରାସ୍ତାଘାଟ ଶୁନ୍‌ଶାନ ଏବଂ ଚଳପ୍ରଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ…

ପୋଲିସ କାର୍ଯ୍ୟାନୁଷ୍ଠାନ ଭୟ, ରାସ୍ତା ଶୁନ୍‌ଶାନ୍‌

ରାଇକିଆ ୨୬।୩(ଡି ଏ ନ ଏ)- ସମଗ୍ର ଦେଶରେ ଲକ୍‌ ଡାଉନ ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ନିରବତା ଦେଖା ଦେଇଛି। ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କିଛିମାତ୍ରାରେ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଘରୁ ବାହାରୁ ଥିବାବେଳେ ଦିନ…

ଘରଘର ବୁଲି ହିତାଧିକାରୀଙ୍କୁ ଭତ୍ତା ବାଣ୍ଟୁଛନ୍ତି ଅଧିକାରୀ, ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଦେଉଛନ୍ତି ପରାମର୍ଶ

ରାଇକିଆ,୨୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭତ୍ତା ଟଙ୍କା ବଣ୍ଟନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । କରୋନା ସଂକ୍ରମଣ ଆଶଙ୍କାରେ ରାଇକିଆ ସହର ତିନିଦିନ ହେଲା ଲକ୍‌ଡାଉନ୍‌ ଅଛି । ରାସ୍ତା ଘାଟ ଶୂନ୍‌ଶାନ ଏବଂ ଚଳପ୍ରଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।…

ଲକ୍‌ଡାଉନ୍‌ ବେଳେ ଗଞ୍ଜେଇ ଚାଲାଣ, ୪ ଗିରଫ

ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍‌ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ ପୋଲିସ ତାହାକୁ ପଣ୍ଡ କରିଛି। ଏକ କାର୍‌ରୁ ୨୧ କି.ଗ୍ରା. ଗଞ୍ଜେଇ ଜବତ କରିବା…

ଚାଷୀ ଚିନ୍ତା ବଢାଇଛି କରୋନା

ବାଲିଗୁଡା ୨୬ା୩(ଡି.ଏନ୍‌.ଏ.)- କରୋନା ପ୍ରଭାବରେ ଚାଷୀ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି। ଶ୍ରମିକ ମିଳୁ ନ ଥିବାରୁ ଚାଷୀ ଫସଲ ଅମଳ କରିପାରୁନାହିଁ। ବାଲିଗୁଡା ଅଞ୍ଚଳରେ ପନିପରିବା ସହିତ ବାଦାମ, ମୁଗ, ବିରି, ହରଡ଼ ଭଳି ଡାଲିଜାତୀୟ ଫସଲ ଅମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?