କନ୍ଧମାଳ

କରୋନା ନିୟମ ମାନିବାକୁ ଶପଥ ପାଠ

ରାଇକିଆ୨୬ା୩(ଡି.ଏନ୍‌.ଏ.)- କରୋନା କୁ ନେଇ ସବୁଠି ସଚେତନତାକୁ ପ୍ରାଥମିକତା ଦିଆ ଯାଉଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି। ଗ୍ରାମାଞ୍ଚଳରେ ଯେପରି ବାହାର ରାଜ୍ୟରୁ ଫେରୁଥିବା ଲୋକେ ସଚେତନ ହୋଇ ପାରିବେ ସେନେଇ ଦୃଷ୍ଟି ଦିଆ…

ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ଣ୍ଣାଟକ ଆଦି ରାଜ୍ୟରୁ…

ସାମାଜିକ ଦୂରତା ରକ୍ଷା କରୁଛନ୍ତି ବ୍ୟବସାୟୀ

ରାଇକିଆ,୨୬।୩(ଡି.ଏନ୍‌.ଏ.)- ସାରା ଦେଶରେ କରୋନା ପାଇଁ ଲକ୍‌ଡାଉନ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୁର୍ଣ୍ଣ ବନ୍ଦ ରହିଛି। କେବଳ ନିତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି। ପ୍ରତ୍ୟେକ ଦିନ ସକାଳ ୭ରୁ ୧୧ଟା ପର୍ଯ୍ୟନ୍ତ ରାଶନ…

ପ୍ରଶାସନ ନିର୍ଦ୍ଦେଶ ମାନୁନାହାନ୍ତି ରାଜ୍ୟ ବାହାରୁ ଫେରିଥିବା ଲୋକେ, ଜିଲାପାଳଙ୍କୁ ଚିଠି

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗଁା ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ ଗତ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ନାଟକ ଆଦିରୁ…

ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ

ରାଇକିଆ,୨୬।୩(ଡି.ଏନ୍‌.ଏ.): ସାରା ଦେଶ କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି । ପ୍ରତ୍ୟେକ ଦିନ ସକାଳ ୭ଟାରୁ ୧୧ଟା…

ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ…

ପିଏମ୍‌ଜିଏସ୍‌ୱାଇ ମହୁ

ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନ ଅସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ଆରମ୍ଭ କରିଥିଲେ। ଲୋକେ କିପରି ଭଲରେ ଯାତାୟାତ କରିବେ ଏବଂ ଯୋଗାଯୋଗ ଭଲ ହେବ ଏହାର ମୂଳ ଲକ୍ଷ୍ୟ…

କରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକ

ଦାରିଙ୍ଗବାଡି,୨୫ା୩(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବୁଧବାର ୨୦୨୦-୨୧ ଆର୍ଥିକ ବର୍ଷର ଏମଏଲଏ ଲ୍ୟାଡ ଜିଲା ପ୍ରଶାସନକୁ ଦେଇଛନ୍ତି। ଜିଲା ପ୍ରଶାସନ ନିଜ କ୍ଷମତାରେ ଏହାକୁ ଖର୍ଚ୍ଚ କରିବାକୁ ଜିଲାପାଳ ଡ.ବୃନ୍ଦା ଡି.ଙ୍କୁ ବିଧାୟକ ଚିଠି ମାଧ୍ୟମରେ…

ଲକ୍‌ଡାଉନ୍‌କୁ ସମସ୍ତେ ମାନିଲେ

ଫୁଲବାଣୀ ଅଫିସ, ୨୫ା୩: ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। କନ୍ଧମାଳ ଜିଲାରେ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି ଧାର୍ଯ୍ୟ ହୋଇଥିବା…

ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ): ଦେଶ ପାଇଁ ଏହା ଆମର ଏକ ବଡ଼ ବଳିଦାନ। ଦେଶ ସେବା ଲାଗି ଏହା ଏକ ବଡ଼ ସୁଯୋଗ। ଏଭଳି ଅନେକ ବାର୍ତ୍ତା ଦେଇ ବୁଧବାର ବାଲିଗୁଡ଼ା ଏସ୍‌ଡିପିଓ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଦାରିଙ୍ଗବାଡ଼ି ସମେତ ସିମନବାଡ଼ି ଅଞ୍ଚଳରେ ଲୋକଙ୍କୁ…

ଲକ୍‌ଡାଉନ୍‌ ପରେ ହଷ୍ଟେଲ୍‌ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ

ରାଇକିଆ,୨୫।୩(ଡି.ଏନ୍‌.ଏ.): ସାରା ଦେଶରେ ଲକ୍‌ଡାଉନ୍‌ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଦୁଇ ଚକିଆ ଯାନକୁ ମଧ୍ୟ…

ଲକ୍‌ଡାଉନ୍‌ ପରେ କଳାବଜାର ଉପରେ କଡ଼ା ନଜର

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସଂକ୍ରମଣ ପ୍ରତିହତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ବଳବତ୍ତର ରହିଥିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଫାଇଦା ଉଠାଉଛନ୍ତି କେତେକ ଅସାଧୁ ବ୍ୟବସାୟୀ। ଅତ୍ୟାବଶ୍ୟକୀୟ ସାମଗ୍ରୀର ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?