ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଅଟକ
ଦାରିଙ୍ଗବାଡ଼ି,୨୩।୯(ଡି.ଏନ.ଏ)- ଦାରିଙ୍ଗବାଡି ଅଞ୍ଚଳର ଜଣେ ଟ୍ୟୁଶନ ଶିକ୍ଷକ ଜଣେ ନାବାଳିକା ଛାତ୍ରୀ (ସପ୍ତମ ଶ୍ରେଣୀ)ଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଭୟରେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଅଜଣା…
ଡିକି ଭାଙ୍ଗି ୨୫ ହଜାର ଲୁଟ୍
ଫୁଲବାଣୀ ଅଫିସ, ୨୩ା୯- ଫୁଲବାଣୀ ସହରରେ ଲୁଟେରା ମାତିଛନ୍ତି। ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହେଉନାହିଁ। ସୋମବାର ଏକ ବାଇକ୍ର ଡିକି ଭାଙ୍ଗି ୨୫ ହଜାର ଟଙ୍କା, ବିଭିନ୍ନ ବ୍ୟାଙ୍କର ପାସବୁକ୍, ଏଟିଏମ କାର୍ଡ, ଚେକ ବୁକ୍ ସମେତ ପେନଡ୍ରାଭଇ ଲୁଟି…
ପକ୍କାଘର ଯୋଗାଇଦେବାକୁ ନିର୍ମାଣ ସଂଘ ଏବଂ ଅନ୍ୟାନ୍ୟ ସଂଘର ଦାବି
ଦାରିଙ୍ଗବାଡ଼ି,୨୩।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁ ସମେତ ଝିଞ୍ଜିରିଗୁଡ଼ା, ହାତିମୁଣ୍ଡା, କୁମ୍ଭାରିଗାଁ ଏବଂ ତାଜୁଙ୍ଗିଆ ପଞ୍ଚାୟତର କୋଠାବାଡ଼ି ନିର୍ମାଣ ଏବଂ ଅନ୍ୟାନ୍ୟ ସଂଘ ପକ୍ଷରୁ ସୋମବାର ଆବାସ ଯୋଜନାରେ ପକ୍କାଘର ଯୋଗାଇଦେବାକୁ ସ୍ଥାନୀୟ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କ ନିକଟରେ…
ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ବିକ୍ଷୋଭ
ଦାରିଙ୍ଗବାଡ଼ି,୨୩।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ନାଗରିକ ମଞ୍ଚ ଏବଂ କନ୍ଧମାଳ ମିଳିତ ନାଗରିକ କମିଟି ପକ୍ଷରୁ ଜିଲାରେ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ପଥପ୍ରାନ୍ତ ସଭା,ଶୋଭାଯାତ୍ରା ସହ ବ୍ଳକ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି । ଏହାସହ…
ସମସ୍ୟା ଘେରରେ ଧାଡ଼ିଆମ୍ବ ପ୍ରାଥମିକ ବିଦ୍ୟାଳୟ: ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ଶୂନ
ଚନ୍ଦ୍ରଗିରି,୨୩ା୯(ଡି.ଏନ.ଏ.)-ସରକାର ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟର ଭିତ୍ତିଭୂମି ସଜାଡିବା ସହ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବହି, ଡ୍ରେସ, ଜୋତା ଓ ସାଇକେଲ ବଣ୍ଟନ ଆଦି କେତେକଣ ଯୋଜନା କରୁଛନ୍ତି। କିନ୍ତୁ ଆଜି ବି…
ମଧ୍ୟାହ୍ନ ଭୋଜନରେ ଝିଟିପିଟି ବିସ୍କୁଟ ଖାଇଲେ ଛାତ୍ରୀଛାତ୍ର
ତୁମୁଡ଼ିବନ୍ଧ,୨୨ା୯(ଡ଼ି.ଏନ.ଏ.)-ତୁମୁଡିବନ୍ଧ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ବେଳେ ତରକାରୀରେ ଏକ ମଲା ଝିଟିପିଟି ପଡ଼ିଥିବା ପାଚିକା ଦେଖିଥିଲେ ା ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଦେଶିନାୟକ ଏହା ଜାଣିବା ପରେ ଛାତ୍ରୀଛାତ୍ରମାନଙ୍କୁ ଉକ୍ତ…
ଶିଳାନ୍ୟାସରେ ଅଟକିଛି ରାସ୍ତା : ଯାନବାହନ ଚଳାଚଳ ବ୍ୟାହତ
ରାଇକିଆ,୨୧ା୯(ଡ଼ି.ଏନ.ଏ): କନ୍ଧମାଳ ଜିଲା ରାଇକିଆ ବ୍ଲକର ସବୁଠାରୁ ଦୁର୍ଗମ କରଡ଼ା, ରଣବା, ଇନ୍ଦ୍ରଗଡ଼, ବଡ଼ବାରବା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘଦିନ ହେଲା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଘାଟି ରାସ୍ତା ଧୋଇ ଯାଇଥିବା ଏବଂ ବିଭିନ୍ନ ସ୍ଥାନରେ ମେଟାଲ ଉଠି ଯାଇଥିବାରୁ କୌଣସି…
ଶାଖା ପରିଚାଳକଙ୍କ ନାମରେ ଗ୍ରାହକଙ୍କ ଅଭିଯୋଗ
ଫୁଲବାଣୀ ଅଫିସ, ୨୧ା୯-କନ୍ଧମାଳ ଜିଲା ୟୁନାଇଟେଡ ବ୍ୟାଙ୍କ ଶାଖା ପରିଚାଳକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଛନ୍ତି ଗ୍ରାହକ ା ଚାଷୀଙ୍କୁ ଋଣ (କେସିସି) ଦେବାରେ ସେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଗ୍ରାହକମାନଙ୍କୁ ଋଣ କରାଇ ଦେବାପାଇଁ ବ୍ୟାପକ ପରିମାଣର ଟଙ୍କା…
ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ
ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ ରଖିବାକୁ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ
ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ ସମ୍ପୃକ୍ତ ନ ଥିବା ପୋଲିସ ସ୍ପଷ୍ଟ କରିଛି ା ତେବେ ଏହି ଘଟଣାରେ…
ବିଲରେ ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୦ା୯- ଫିରଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁରଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କଟେଡମାହାର ବରୁଣ କହଁର…
ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: ପ୍ରଧାନ ଶିକ୍ଷକ ଗିରଫ
କ.ନୂଆଗାଁ,୨୦ା୯(ଡ଼ି.ଏନ.ଏ.): କ.ନୂଆଗାଁ ଥାନା କୁଡୁତୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପ୍ରଧାନଙ୍କୁ ନିର୍ଯାତନା ଦେବା ଘଟଣାରେ ଗୁରୁବାର କ.ନୂଆଗାଁ ପୋଲିସ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗତ ମାସ ୨୫ ତାରିଖରେ ଶିକ୍ଷୟିତ୍ରୀଙ୍କ…
Archives


