କନ୍ଧମାଳ

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଦାବି

ଫୁଲବାଣୀ ଅଫିସ,୩୦ା୧୦- ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷା ମମତା ବେହେରାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୭ଜଣ ସଦସ୍ୟାସଦସ୍ୟ ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡିଙ୍କ ନିକଟରେ ଦାବି କରିଛନ୍ତି। ପରିଷଦର ସଦସ୍ୟ ବରଦା ପ୍ରସାଦ ମିଶ୍ର, ନାରାୟଣ ଡାକୁଆ,…

ଡକାୟତି କରିବାକୁ ଆସି ୩ ଜେଲ ଗଲେ

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.): ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲମି ଗ୍ରାମରେ ଡକାୟତି କରିବାକୁ ଆସିଥିବା ୩ ଦୁର୍ବୃତ୍ତଙ୍କୁ ଗ୍ରାମବାସୀ ସୋମବାର ରାତିରେ କାବୁ କରିଥିଲେ। ଏ ନେଇ ଥାନାକୁ ଜଣାଯିବା ପରେ ପୋଲିସ ମଙ୍ଗଳବାର ସକାଳେ ଗ୍ରାମରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ…

କନଷ୍ଟେବଳକୁ ହତ୍ୟା ଧମକ, ଯୁବକ ଗିରଫ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଟିକାବାଲି, ୩୦ା୧୦- ଚକାପାଦ ଥାନାର କନଷ୍ଟେବଳ ବସନ୍ତ କୁମାର ନାହକଙ୍କୁ ଚକାପାଦ ଶୈବ ପୀଠଠାରେ ହତ୍ୟା ଧମକ ଦେବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଜରେ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନୂଆସାହିର ଆଲୋକ ସେନାପତି। ନଂ.୫୬/୧୯ରେ ମାମଲା…

ଲାଞ୍ଚ ମାମଲା: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ,୩୦ା୧୦: ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଗୁଟିଙ୍ଗିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁଧୀନ୍ଦ୍ର ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ଜେଲ ଦଣ୍ଡାଦେଶ…

ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି

ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭ ତାରିଖ ସକାଳୁ ଘର ଆଗରେ ଚିଠି ପଡିଥିବା ଦେଖି ଭୟରେ ଗାଁ ଲୋକଙ୍କୁ ବୁଗିରା…

ଦମ୍ପତିଙ୍କୁ ଯବାନଙ୍କ ମାଡ଼ ଅଭିଯୋଗ

ଫୁଲବାଣୀ ଅଫିସ, ୨୮ା୧୦-କୌଣସି କାରଣ ନ ଜଣାଇ ସିଆର୍‌ପିଏଫର ଯବାନ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ପଞ୍ଚାୟତ ବଣ୍ଡିଗୁଡା ଗ୍ରାମର ଏକ ଦମ୍ପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ଆହତ ଦମ୍ପତି ତଥା ଗ୍ରାମର ଅମିତ ବଡସେଟ ଏବଂ ତାଙ୍କ ସ୍ତ୍ରୀ ହେମନ୍ତି…

୬୨ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ କୋର୍ଟଚାଲାଣ

ରାଇକିଆ,୨୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ରାଇକିଆ ପୋଲିସ ସୋମବାର ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣେ ଡ୍ରାଇଭରଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ନୟାଗଡ଼ର ରବିନ୍ଦ୍ର ଖୁଣ୍ଟିଆ, ଫିରିଙ୍ଗିଆ କେଳାପଡ଼ାର ଟୁକୁନା ଦିଗାଳ, ଆମ୍ବେଦକର…

ଜି.ଉଦୟଗିରିରେ ଶ୍ୟାମାକାଳୀ ପୂଜା

ଜି.ଉଦୟଗିରି, ୨୭।୧୦(ଡି.ଏନ୍‌.ଏ.)- ଜି. ଉଦୟଗିରି ବନ୍ଧ ଛକ କାଳୀ ପୂଜା ମଣ୍ଡପରେ ରବିବାର ମା’ କାଳୀଙ୍କ ପୂଜା ଆରମ୍ଭ ହୋଇଛି। ପୂଜା କମିଟି ସଭାପତି ଅଜିତ କୁମାର ସାହୁ କର୍ତ୍ତା ଭାବେ ପୂଜାରେ ବସି ଥିଲେ। ପ୍ରଥମେ ମା’ଙ୍କ ଘଟକୁ ଆବାହନ…

ଚାକିରି ଦେବା ନଁ।ରେ ଠକେଇ ଘଟଣା: ୨ ଦିନ ରିମାଣ୍ଡରେ ରୋହିତ

ଫୁଲବାଣୀ ଅଫିସ, ୨୬ା୧୦-ଚାକିରି କରାଇ ଦେବା ନାମରେ ଲକ୍ଷାଧିକ ଟଙ୍କା ଠକି ନେଇ ଗିରଫ ହୋଇଥିବା ରେହିତ ବେହେରାଙ୍କୁ ଶୁକ୍ରବାର ଫୁଲବାଣୀ ଟାଉନ ଥାନା ପୋଲିସ ୨ ଦିନିଆ ରିମାଣ୍ଡରେ ନେଇଛି। ସେ କାହାଠୁ କେତେ ଟଙ୍କା ଆଣିଛନ୍ତି, ଏହି ଘଟଣାରେ…

ମାଓବାଦୀଙ୍କ ଗଛ ପକାଇ ରାସ୍ତା ଅବରୋଧ ଘଟଣା: ପୋଲିସ ଦମନ ବିରୋଧରେ ୨୪ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରୁ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥରେ ଗୁରୁବାର ସନ୍ଧ୍ୟାରେ ମାଓବାଦୀଙ୍କ ପକ୍ଷରୁ ଗଛ କାଟି ରାସ୍ତା ଅବରୋଧ କରିବା ସହ ଲାଲ୍‌ ବ୍ୟାନର ଲଗାଇଥିଲେ। ଉକ୍ତ ବ୍ୟାନରରେ ସେମାନେ ବିଭିନ୍ନ ଦାବିନେଇ ଶୁକ୍ରବାର…

ରାସ୍ତାରେ ଗଛ ପକାଇ ଅବରୋଧ କଲେ ମାଓବାଦୀ, ଯାତାୟାତ ବନ୍ଦ

ତୁମୁଡ଼ିବନ୍ଧ,୨୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗୋପାଳପୁରଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର କୁର୍ତ୍ତୁମଗଡ଼ ପନ୍ଦରମାଇଲ ଛକ ନିକଟ ତଗାଗାଡ଼ା ନାଳଠାରେ ମାଓବାଦୀମାନେ ଗୁରୁବାର ରାତିରେ ଗଛ ପକାଇ ଅବରୋଧ କରିଥିବା ଜଣାପଡ଼ିଛି। ରାସ୍ତାରେ ୩ଟି ଗଛ ପକାଇଥିବା ବେଳେ…

ଗଞ୍ଜେଇ ଜବତ, ଜଣେ ଗିରଫ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- ଦାରିଙ୍ଗବାଡ଼ି ପୋଲିସ ଏକ ବାଇକ ସହ ୮କେଜି ୭ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡ଼ା ଥାନା ଗଟଙ୍ଗି ଅଞ୍ଚଳର ପ୍ରତାପ ଦିଗାଳ। ନଂ.୧୦୮/୧୯ରେ ମାମଲା ରୁଜୁ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri