କନ୍ଧମାଳରେ ଲାଗୁ ହେଲା ୧୪୪ ଧାରା
ଫୁଲବାଣୀ ଅଫିସ, ୧୮ା୩ – ପ୍ରାଣଘାତୀ କରୋନା ଭୂତାଣୁ ଚାରିଆଡ଼େ ଆତଙ୍କ ଖେଳାଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମଙ୍ଗଳବାର ଜିଲାପାଳ…
କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା
ଦାରିଙ୍ଗବାଡି,୧୭।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଜିଲାରେ ୧୪୪ ଧାରା ଘୋଷଣା କରିଛନ୍ତି । କୌଣସି ସ୍ଥାନରେ ଭିଡ…
ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍ ସହ ୨୦ କେଜି ଗଞ୍ଜେଇ ଜବତ
ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝୀ ସୁଚନା ଦେଇଛନ୍ତି ।…
କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍.ଏ.) ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ନିର୍ଦ୍ଦେଶ ପ୍ରକାରେ ଦାରିଙ୍ଗବାଡ଼ିର ସମସ୍ତ ପାର୍କ ବନ୍ଦ କରିଦିଆଯାଇଥିଛି।…
କରୋନା ମୁକାବିଲା ଲାଗି ପ୍ରସ୍ତୁତି ବୈଠକ : ପ୍ରତି ପଞ୍ଚାୟତରେ ଖୋଲିବ ଆଇସୋଲେଶନ କେନ୍ଦ୍ର
ରାଇକିଆ,୧୬।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ସୋମବାର କରୋନା ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରାମାଞ୍ଚଳ ଲୋକେ ସଚେତନ ରହିବା ସହ ବାହାର ରାଜ୍ୟ ବିଶେଷକରି କେରଳ ଓ ତାମିଲନାଡୁରୁ ଆସୁଥିବା ଲୋକଙ୍କ ଉପରେ ନଜର…
ହର୍ବାଲ ଜୁସ୍ ବ୍ୟବସାୟ ଦେଉଛି ଆତ୍ମସନ୍ତୋଷ
ରାକେଶ କୁମାର ରାଉତ ଫୁଲବାଣୀ ଅଫିସ, ୧୫ା୩ – ଫୁଲବାଣୀ ସହରର ଉଚ୍ଚ ଶିକ୍ଷିତ ଯୁବକ ରତନ ଚୌଧୁରୀ। ସାମାଜିକ ବିଜ୍ଞାନରେ ସ୍ନାତୋକତ୍ତର ଡିଗ୍ରୀ। ଚାକିରି ପାଇଁ ସୁଯୋଗ ମିଳିଥିଲା। ମାତ୍ର କିଛି ଅଲଗା ନିଶା ତାଙ୍କର। ନିଜେ ଫିଟ୍ ରହି…
ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ
ଦାରିଙ୍ଗବାଡ଼ି,୧୪।୩(ଡି.ଏନ.ଏ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ସନ୍ଦିଗ୍ଧ କରୋନା ଆକ୍ରାନ୍ତ ଯୁବତୀଙ୍କୁ ଶୁକ୍ରବାର ଚିକିତ୍ସା କରାଯାଇଛି। ଯୁବତୀ ଜଣକ ତାମିଲନାଡୁରୁ ଫେରିବା ପରେ ତାଙ୍କୁ ଥଣ୍ଡା ଓ କାଶ ହୋଇଥିଲା। ଶନିବାର ସେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ପହଞ୍ଚତ୍ଥିଲେ।…
କରୋନା ଭୟ: ସଭା, ପାର୍କ ବନ୍ଦ କଲା ପ୍ରଶାସନ
ଫୁଲବାଣୀ ଅଫିସ/ଦାରିଙ୍ଗିବାଡି, ୧୪। ୩ କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ମଧ୍ୟ ଏଦିଗରେ ପଦକ୍ଷେପ ନିଆଯିବା…
ଚର୍ଚ୍ଚରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
ରାଇକିଆ,୧୩ା୩(ଡି.ଏନ.ଏ): ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର ବୁଡାମାହା ବିଲିଭର୍ସ ଚର୍ଚ୍ଚରୁ ଗୁରବାର ରାତିରେ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛନ୍ତି। ଏନେଇ ଶୁକ୍ରବାର ରାଇକିଆ ଥାନାରେ ଅଭିଯାଗ ହୋଇଛି। ଚର୍ଚ୍ଚରେ ଥିବା ଅଡିଓ ପ୍ଲେୟାର, କ୍ୟାସିଓ ମ୍ୟୁଜିକ୍ କିବୋର୍ଡ,…
ନିଶା ପାଇଁ ଟଙ୍କା ନଦେବାରୁ ଭଉଣୀ ତଣ୍ଟିଚିପି ହତ୍ୟା ଉଦ୍ୟମ
ଫୁଲବାଣୀ ଅଫିସ, ୧୩ା୩: ନିଶା ଖାଲି ମଣିଷକୁ ବିପଥଗାମୀ କରେନାହିଁ, ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ଛାଡେନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଫୁଲବାଣୀ ସହର ପେଞ୍ଜିସାହିରେ ଦେଖିବାକୁ ମିଳିଛି। ମଦ ପାଇଁ ଟଙ୍କା ନଦେବାରୁ ଶୁକ୍ରବାର ଭଉଣୀ ତଣ୍ଟି ଚିପି ମାରିବାକୁ ଉଦ୍ୟମ…
ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ
ଦାରିଙ୍ଗବାଡ଼ି,୧୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଇଛି। ସନ୍ଦିଗ୍ଧ ରୋଗୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ ବ୍ଲକର ହଜାର ହଜାର ସଂଖ୍ୟକ ଲୋକ…
ଶ୍ମଶାନ ସ୍ଥାନ, ନାଳରେ ଆବର୍ଜନାକୁ ନେଇ ଅସନ୍ତୋଷ
ଫୁଲବାଣୀ ଅଫିସ, ୧୩ା୩-ଫୁଲବାଣୀ ପୌର ପରିଷଦ ଅଧୀନ ପେଞ୍ଜିସାହିର ଶ୍ମଶାନ ସ୍ଥାନକୁ ଏବେ ପୌର ପରିଷଦ ନିଜ ଦଖଲକୁ ନେଇଛି। ଶ୍ମଶାନ ପାଇଁ ପୌର ପରିଷଦ ଅନ୍ୟତ୍ର ସ୍ଥାନ ଯୋଗାଇ ଦେବ ବୋଲି ପୂର୍ବରୁ କହି ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

