କନ୍ଧମାଳ

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ। ପ୍ରକାଶ ଯେ, ଦାରିଙ୍ଗବାଡ଼ି ଆଇଆଇଆସି ସଂଗ୍ରାମ କେଶରୀ ଜେନା କହିଛନ୍ତି, ଗତ କିଛି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ୧୦ରୁ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦ ମିନିଟ ସମୟରେ ହଠାତ୍ ଅତି ପ୍ରବଳ ବେଗରେ ଆସିଥିବା ଏହି ଝଡ଼-ପବନ ଯୋଗୁଁ…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ସାରା ଦେଶରେ ଏହି ସଂଶୋଧନ…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ ଉଗ୍ରରୂପ ନେବା ଆଶଙ୍କାରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆଗୁଆ ସତର୍କ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ ବାହାରକୁ ବାହାରିବା ପାଇଁ ଇଚ୍ଛା ପ୍ରକାଶ କରୁନାହାନ୍ତି। କିନ୍ତୁ ଏହି ପ୍ରଚଣ୍ଡ ରୌଦ୍ର…

ସରକାରୀ ଆଇଟିଆଇରେ ସିଟ ସଂଖ୍ୟା ସୀମିତ:ବହୁ ଛାତ୍ରୀଛାତ୍ର ହେଉଛନ୍ତି ଶିକ୍ଷାରୁ ବଞ୍ଚିତ

ଦାରିଙ୍ଗବାଡି, ୨୯।୫ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଶିଳ୍ପ ନ ଥିଲେ ମଧ୍ୟ ବହୁ ଛାତ୍ରୀଛାତ୍ର ଏବେ ନିଜ ଦକ୍ଷତା ବୃଦ୍ଧି ଓ ସ୍ବରୋଜଗାର ପାଇଁ ସରକାରୀ ଆଇଟିଆଇରେ ପାଠ ପଢିବାକୁ ପସନ୍ଦ କରୁଛନ୍ତି। ଏହି ଶିକ୍ଷା ମାଧ୍ୟମରେ ଛାତ୍ରୀଛାତ୍ର ଶୀଘ୍ର ସ୍ବାବଲମ୍ବୀ…

ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରୋଗୀ: ସେବା ପାଇଁ ଆଗେଇ ଆସିଲେ ୩ ଯୁବକ, ସାଉଁଟୁଛନ୍ତି ପ୍ରଶଂସା

ଦାରିଙ୍ଗବାଡି,୨୯।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏବେ ପ୍ରଚଣ୍ଡ ଖରା ସାଙ୍ଗକୁ ଗରମ ଗୁଳୁଗୁଳି ଜାରି ରହିଛି। ଗତ ୨ ଦିନ ହେଲା କାଳ ବୈଶାଖୀର ପ୍ରଭାବରେ ଅଞ୍ଚଳରେ ବିଦ୍ୟୁତ ବାରମ୍ବାର ଅଚଳ ହୋଇପଡୁଛି। ଫଳରେ ସାଧାରଣ ରେ ଜନଜୀବନ…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ ଅଞ୍ଚଳରେ ଶିଶୁଶ୍ରମିକଙ୍କ ସଂଖ୍ୟା କମିବାରେ ନାମ ଧରୁନି। ଏଭଳି ଘଟଣା ଦେଖିବାକୁ ମିଳିଛି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା ବେଳେ ଗୋଟିଏ ମହଲା ଛାତରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬ ଶିବିର ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଦାରିଙ୍ଗବାଡି ବ୍ଲକ ପ୍ରତିନିଧି ପ୍ରମୋଦ ଦିଗାଲ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?