ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ
ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି’ ଉଦୟଗିରି ବିଧାୟକ…
କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡ଼ି ଏସ୍ଆଇ ସଂଗ୍ରାମ ଜେନା କାଟିଙ୍ଗିଆରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତ। ଲୁଟ ସାମଗ୍ରୀ…
ଜୋର ଧରୁଛି ମେଡିକାଲ କଲେଜ ଦାବି
ଫୁଲବାଣୀ ଅଫିସ, ୧୧ା୯- କନ୍ଧମାଳ ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଜୋର ଧରିବାରେ ଲାଗିଛି ା ମଙ୍ଗଳବାର ମିଳିତ ନାଗରିକ ମଞ୍ଚ ଏହି ଦାବିକୁ ଜୋରଦାର କରିଛି ା ବାର ଆସୋସିଏଶନ, ପ୍ରେସ କ୍ଲବ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ, ମହିଳା…
ଦିବ୍ୟାଙ୍ଗ ପ୍ରମାଣପତ୍ର ଥାଇ ମିଳୁନି ସୁବିଧା
ଫିରିଙ୍ଗିଆ,୧୧ା୯: ଫିରିଙ୍ଗିଆ ବ୍ଲକ ଡିମିରିଗୁଡା ପଞ୍ଚାୟତ ପିଡିଆଗୁଡା ଗ୍ରାମର ଶଙ୍କର ବଗାର (୩୫)ଙ୍କ ଗୋଡ ଅଚଳ ା ଏଥିପାଇଁ ତାଙ୍କୁ ମିଳିଛି ଦିବ୍ୟାଙ୍ଗ ପ୍ରମାଣପତ୍ର। ହେଲେ ସରକାରୀ ସୁବିଧା ମିଳୁନାହିଁ ା ଚାଉଳ, ଭତ୍ତା କି ଆବାସ ଯୋଜନାରେ ଘର ଖଣ୍ଡେ…
ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ, ତୁରନ୍ତ ମରାମତି ଦାବି
କୋଟଗଡ,୧୦ା୯(ଡି.ଏନ.ଏ.)- କୋଟଗଡ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣ ହୋଇଥିବା କନାଝୁରୁ ନାଳ ପୋଲ ଏବେ ବିପଦଶଙ୍କୁଳ ଅବସ୍ଥାରେ ରହିଛି। ଲଗାଣ ବର୍ଷାରେ ପୋଲର ଦୁଇପାର୍ଶ୍ୱ ଧୋଇଯାଇଛି। ପୋଲ ଉପରେ ସୁବର୍ଣ୍ଣଗିରି, ବାଣ୍ଡିଗୁଡା, ରଡା, ବାନ୍ଦାଗୁଡା, ସାରତୁଲର…
ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ: ମରାମତି ଲାଗି ଦାବି
କୋଟଗଡ଼,୧୦।୯( ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଥିବା କନାଝୁରୁ ନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ ହୋଇଥିବା ଏହି ପୋଲର ଦୁଇ ପାର୍ଶ୍ୱ ଲଗାଣ ବର୍ଷାରେ ଧୋଇଯାଇଥିବା ବେଳେ ମାଟି…
ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସି ଗର୍ଭବତୀ ହଟହଟା
ଦାରିଙ୍ଗବାଡ଼ି,୧୦।୯(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଚିକିତ୍ସାରେ ଅବହେଳା, ଅସ୍ବାସ୍ଥ୍ୟକର ପରିବେଶ ଓ ନିୟମିତ ଡାକ୍ତର ରହୁ ନ ଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି ା ତେବେ ସୋମବାର ପୁଣି ଏକ ଅବ୍ୟବସ୍ଥା ସାମ୍ନାକୁ ଆସିଛି। ସ୍ବାସ୍ଥ୍ୟ ପରୀକ୍ଷା…
ଲଗାଣ ବର୍ଷାରେ ଧୋଇଗଲା ପିସୁବାନ୍ଦା ନାଳ ପୋଲର ଦୁଇ ପାର୍ଶ୍ୱ ରାସ୍ତା: ଯାତାୟାତ ଠପ୍
କୋଟଗଡ଼, ୯।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଗତ ୪ଦିନଧରି ଲଗାଣ ବର୍ଷା ଲାଗିରହିଛି। ଏଥିରେ ପିସୁବାନ୍ଦା ନାଳ ଉପରେ ନୂତନଭାବେ ଏକ ପୋଲ ଠିକା କମ୍ପାନୀ ଦ୍ବାରା ନିର୍ମାଣ ହୋଇଥିବା ବେଳେ ବର୍ଷା ଯୋଗୁ ଉକ୍ତ ପୋଲର ଦୁଇ ପାର୍ଶ୍ୱ…
ବିପଦସଙ୍କୁଳ ଆପ୍ରାନାଳ ପୋଲ ରାସ୍ତା
ବାଲିଗୁଡା,୯ା୯(ଡି.ଏନ.ଏ.)-ବାଲିଗୁଡ଼ା ବ୍ଲକ ବାରଖମା ରାସ୍ତାରେ ଥିବା ଆପ୍ରାନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ଲଗାଣ ବର୍ଷାରେ ପୋଲ ସଂଯୋଗୀକରଣ ରାସ୍ତା ପାର୍ଶ୍ୱ ଧୋଇଯାଇଛି। ଏପରି କି ମାଟି ଧସି ମୁଖ୍ୟ ରାସ୍ତାର ଅଧା ଦବିଲାଣି। ଅଞ୍ଚଳରେ ବର୍ଷା ଲାଗି ରହିଥିବା…
କଲଭର୍ଟ ଦବିଲା: କରଡ଼ା-ବାଲାପାଙ୍କା ଯାତାୟାତ ବନ୍ଦ
ରାଇକିଆ,୮ା୯(ଡ଼ି.ଏନ.ଏ)-କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଲଗାଣ ବର୍ଷା ଜାରି ରହିଛି । ଶନିବାର ବର୍ଷାରେ କରଡ଼ାରୁ ବାଲାପାଙ୍କାକୁ ସଂଯୋଗ କରୁଥିବା ରାସ୍ତାରେ ଏକ କଲଭର୍ଟ ଦବିଯିବାରୁ ସୋରଡ଼ା ଅଞ୍ଚଳକୁ ଯାନବାହନ ଚଳାଚଳ ବନ୍ଦ ରହିଛି । କଲଭର୍ଟଟି ବିପଦପୂର୍ଣ୍ଣ ଅବସ୍ଥାରେ…
ଶ୍ରୀରାମପୁର ପୋଲ ଉପରେ ଆଣ୍ଠୁଏ ପାଣି ପ୍ରବାହିତ : ଗମନାଗମନ ବାଧାପ୍ରାପ୍ତ
କୋଟଗଡ଼,୮।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସଦରମହକୁମାଠାରୁ ଶ୍ରୀରାମପୁର ପଞ୍ଚାୟତ ୩୫ କି.ମି। ତେବେ କୋଟଗଡ଼ ଆସିବା ପାଇଁ ଏହି ପୋଲ ପାର ହେବାକୁ ପଡ଼େ। ଲଗାଣ ବର୍ଷା ଯୋଗୁ ପୋଲ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଥିବାରୁ ଅଞ୍ଚଳବାସୀଙ୍କ ଯାତାୟାତ…
ସ୍ବାମୀଙ୍କୁ ଟାଙ୍ଗିଆରେ ହାଣି ଜେଲ ଗଲେ ସ୍ତ୍ରୀ
ଶଙ୍କରାଖୋଲ/ଟିକାବାଲି, ୮ା୯(ଡି.ଏନ୍.ଏ.)-ଚକାପାଦ ଥାନା ପସରା ପଞ୍ଚାୟତର ଗୋଚ୍ଛାବାରି ଗ୍ରାମରେ ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଗୁରୁବାର ରାତିରେ ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଛନ୍ତି ସ୍ତ୍ରୀ। ରାତିସାରା ରକ୍ତ ଜୁଡୁବୁଡୁ ହୋଇ ପଡିଥିବା ରମାକାନ୍ତଙ୍କୁ ଶୁକ୍ରବାର ସକାଳେ ପୋଲିସ…
Archives


