କନ୍ଧମାଳ

ଦେଶୀ ପିସ୍ତଲ ସହ ନମ୍ବରବିହୀନ କାର ଜବତ, ଜଣେ ଗିରଫ

କ.ନୂଆଗଁ।,୧୩ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗଁ। ଥାନା ଓଆଇସି ପ୍ରକାଶ ଚନ୍ଦ୍ର ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ କୁଡୁତୁଲି ପଞ୍ଚାୟତ ନିକଟରେ ଏକ ନମ୍ବରବିହୀନ କାର ଦେଖି ଅଟକାଇଥିଲେ। ଯାଞ୍ଚବେଳେ ସେଥିରୁ ଏକ ଦେଶୀ ପିସ୍ତଲ ସହ ୫ ଗୁଳି ମିଳିଥିଲା। ଏଥିସହ କାର…

ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ…

ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା

ଦାରିଙ୍ଗବାଡ଼ି/ ରାଇକିଆ,୧୨୩(ଡି.ଏନ.ଏ) ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଘୋଷଣା ସହ ମହାନଦୀର ଜଳ ଆବଣ୍ଟନ ସମସ୍ୟା ସମାଧାନ ଏବଂ ପୋଲାଭରମ୍‌ ପ୍ରକଳ୍ପ ବନ୍ଦ କରିବା ଦାବିରେ ଜଗତ୍‌ସିଂହପୁର ଜିଲା ବାଲିକୁଦା ଅଞ୍ଚଳର ସତ୍ୟବ୍ରତ ଦାସ (୨୯) ପଦଯାତ୍ରା ଆରମ୍ଭ କରିଛନ୍ତି। ବିଭିନ୍ନ ବ୍ଲକରେ…

୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ

ଫୁଲବାଣୀ ଅଫିସ, ୧୨ା୩: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଅଛନ୍ତି। ରାସ୍ତା ନ ଥିବାରୁ ଗାଁକୁ ବିଜୁଳି, ସ୍ବାସ୍ଥ୍ୟ ସେବା ପହଞ୍ଚି ପାରୁନାହିଁ।…

ମାଛରୁ ପୋକ ବାହାରିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଦାରିଙ୍ଗବାଡି ମାର୍କେଟରୁ ମାଛ କିଣିନେବା ପରେ ତାକୁ ମସଲା ଆଦି ଦେଇ ମ୍ୟାରିନେଟ କରି ରଖିଥିଲେ। କିଛି ସମୟ ପରେ ଏକ ଲମ୍ବା ଜିଆ ଭଳି ପୋକ ମାଛ ଭିତରୁ ବାହାରୁଥିବା ସେ…

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଫିରିଙ୍ଗିଆ ଥାନା ଜଜେଶପଙ୍ଗା ଗ୍ରାମ ଓଡ଼ିଆ ସାହିର…

କରୋନା ଭୟ, ଫିକା ପଡ଼ିଲା ହୋଲି: ଶୁଭେଚ୍ଛା ବାର୍ତ୍ତାରେ ଅଟକିଲା

ଦାରିଙ୍ଗବାଡ଼ି,୧୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ହୋଲିପର୍ବ କେବଳ ଶୁଭେଚ୍ଛା ବାର୍ତ୍ତାରେ ଅଟକି ରହିଛି । ଜଣେ ଜଣକୁ ଶୁଭେଚ୍ଛା ବାର୍ତ୍ତାକୁ ସୋସିଆଲ ମିଡିଆରେ ଦେଇ ଘରେ ଚୁପ୍‌ ବସିଛନ୍ତି । ସାରା ବିଶ୍ୱରେ କରୋନା ଭୂତାଣୁକୁ ନେଇ…

ଶାଳଗଣ୍ଡି ସହ ମିନି ଟ୍ରକ୍‌ ଜବତ, ୪ ଗିରଫ

ଦାରିଙ୍ଗବାଡ଼ି,୯।୩(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ସୋମବାର ଚୋରାଚାଲାଣ ହେଉଥିବା ୧୫ ଖଣ୍ଡ ଶାଳକାଠ ସହ ଏକ ମିନିଟ୍ରକକୁ ବନ ବିଭାଗ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ୪ଜଣ କାଠମାଫିଆଙ୍କୁ ମାମଲା ନଂ.୮୦/୧୯-୨୦ ଅନୁଯାୟୀ ବନ ବିଭାଗ କୋର୍ଟଚାଲାଣ କରିଛି।…

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ। ଦୁଇ ଦୁର୍ବୃତ୍ତ ତାଙ୍କୁ କୌଣସି ନିଶାଦ୍ରବ୍ୟ ଦ୍ୱାରା ଅଚେତ କରାଇ ୨୦ ହଜାର…

୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ – ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନିଯୁକ୍ତି କରୁ ନାହାନ୍ତି। ଏଭଳି ଘଟଣା…

ରାସ୍ତାରେ ଗଦାଗଦା ପଲିଥିନ ପଡ଼ିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପଞ୍ଚାୟତର ତତ୍ପରତା

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ବର୍ଷା ପରେ ଅବସ୍ଥା ବେହାଲ ହୋଇପଡ଼ିଥିଲା। ବିଶେଷକରି ପଞ୍ଚାୟତ ଅଧୀନରେ ରହିଥିବା ସମସ୍ତ ଡ୍ରେନ ଜାମ୍‌ ଯୋଗୁ ବର୍ଷାଜଳ ନିଷ୍କାସିତ ହୋଇ ନ ପାରି ରାସ୍ତା ଉପରେ ପ୍ରବାହିତ ହେଉଥିଲା। ଡ୍ରେନରେ ରହିଥିବା…

ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.) ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ୫୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଗୁରୁବାର ୩୪ ମିମି ବର୍ଷା ରେକର୍ଡ଼ କରାଯାଇଥିଲା। ବର୍ଷା ଯୋଗୁ ହଳଦୀ ଅମଳରେ ବାଧାସୃଷ୍ଟି ହୋଇଥିବାବେଳେ ପନିପରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?