କନ୍ଧମାଳ

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର

ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ହୋଇଛି। ଏହିକ୍ରମରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବୈଠକ…

ମହୁଲପଡ଼ା-ରଏନପଡ଼ା ଯୋର ପୁଲିଆ କାମ୍‌: ୮ ବଛର ହେଲା ଦରଖଁଡ଼ିଆ ହେଇ ପଡ଼ିଛେ

  କେସିଙ୍ଗା, ୭।୩ (ଡି.ଏନ.ଏ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପରଲସିଙ୍ଗା ପଁଚେତ୍‌ ମହୁଲପଡ଼ାରୁ ରଏନପଡ଼ା ମଝିରେ ଗୁଟେ ଯୋର ରହିଛେ। ଯେନ୍‌ଥିରଲାଗି ଗଁାବାସୀ ଇ ରାସ୍‌ତାରେ ଗଲାଆଏଲା ବେଲେ ବଡ଼ଭାରି ସମସିଆର ସାମନା କରୁଛନ୍‌। ଆଏଜ୍‌ ବି ରଏନପଡ଼ାବାସୀ…

ପୋଖରୀରୁ ଅଖାରେ ବନ୍ଧା ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ଯୋଜନାବଦ୍ଧ ଭାବେ ହତ୍ୟା ସନ୍ଦେହ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଖଡ଼ଗ ନଦୀସେତୁ ନିକଟ ଏକ ପୋଖରୀରୁ ଶୁକ୍ରବାର ଅଖାରେ ବନ୍ଧା ହୋଇଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତକ କିଲୁପଡ଼ା ଗ୍ରାମର ଯୁଧିଷ୍ଠିର ମଲ୍ଲିକ। ଯୁଧିଷ୍ଠିରଙ୍କ ସ୍ତ୍ରୀ ମୃତଦେହ ଚିହ୍ନଟ କରିବା ପରେ…

ଦୁର୍ଦ୍ଦିନରେ ବାଉଁଶ କାରିଗର

ଫୁଲବାଣୀ ଅଫିସ, ୬ା୩- ଜେଜେ ବାପାଙ୍କ ସମୟରୁ କାମ କରି ଆସୁଛୁ। ଆଉ ବୟସ ନାହିଁ ମୂଳ ପେସାକୁ ଛାଡି ଅନ୍ୟ କୌଣସି କାର୍ଯ୍ୟ କରିବୁ। ମନ ଭିତରେ ଆଶା ଭରି ରହିଛି ଆମର ଉତ୍ପାଦିତ ସାମଗ୍ରୀକୁ ଲୋକେ ଆଦରରେ କିଣିବେ।…

ପୂର୍ବତନ ଏସ୍‌ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ (ଏସ୍‌ଇଓ) ନବକେଶି ଦେଶୀନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ତାଙ୍କୁ…

ଦାରିଙ୍ଗବାଡ଼ିରୁ ଝାରସୁଗୁଡ଼ାକୁ ଗଡ଼ିଲା ସରକାରୀ ବସ୍‌

ଦାରିଙ୍ଗବାଡ଼ି,୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଏବେ ଯାତ୍ରୀ ପରିବହନ ଦିଗରେ ସୁଧାର ଆସିଛି ା ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ପଶ୍ଚିମ ଓଡ଼ିଶାକୁ ଯୋଗାଯୋଗ ପାଇଁ ଏକ ଯାତ୍ରୀବାହୀ ବସ୍‌ ଚଳାଚଳର ସୁବିଧା କରାଯାଇଛି।…

ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା

ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ବାଲିଗୁଡା ବ୍ଲକରେ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଘଟଣା ପଦାକୁ ଆସିବା…

ଯେଉଁଠି ଚାକିରି ସେଇଠି ଅବସର: ଜୋର୍‌ ଧରିଲା ବଦଳି ଦାବି

ବାଲିଗୁଡ଼ା,୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ଚାକିରିଆମାନେ ଗୋଟିଏ ସ୍ଥାନରେ…

ବଢ଼ି ଚାଲିଛି କନ୍ଧମାଳ ପରିବାଚାଷୀଙ୍କ ଦୁଃଖ

ଫୁଲବାଣୀ ଅଫିସ, ୪ା୩ – ପନିପରିବା ଉତ୍ପାଦନ ଏବଂ ଏହାର ଗୁଣବତ୍ତା ପାଇଁ କନ୍ଧମାଳ ଜିଲା ରାଜ୍ୟରେ ପ୍ରସିଦ୍ଧ। ଏଠାରେ ଉତ୍ପାଦିତ ପନିପରିବାର ବେଶ୍‌ ଚାହିଦା ରହିଛି। ଏଠାରୁ ଉତ୍ପାଦିତ କୋବି ଏବଂ ବିନ୍ସର ଚାହିଦା ସବୁଠୁ ଅଧିକ। ଉତ୍ପାଦନ ଓ…

କେନ୍ଦୁପତ୍ର କର୍ମଚାରୀ ସଂଘର ଧାରଣା

ଫୁଲବାଣୀ ଅଫିସ/ ଫିରିଙ୍ଗିଆ,୩ା୩ କେନ୍ଦୁପତ୍ର ତୋଳାଳି, ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ୭ ଦଫା ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ସୋମବାରଠାରୁ ୨ଦିନିଆ ଧାରଣା ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ କେନ୍ଦୁପତ୍ର ରେଞ୍ଜ ସମ୍ମୁଖରେ ଏହି ଧାରଣା ଦିଆଯାଇଛି।…

ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗଁ।,୧ା୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତକ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ ଥାନା…

ଦାରିଙ୍ଗବାଡି ଯୁବକ ବିହାରରେ ଆଞ୍ଚଳିକ ଲେବର କମିଶନର

ଦାରିଙ୍ଗବାଡି,୧।୩(ଡି.ଏନ.ଏ) – କଠିନ ପରିଶ୍ରମ ଏବଂ ଇଚ୍ଛାଶକ୍ତି ଆଣିଦେଇଛି ସଫଳତା। ଭଲ ପଥ ପ୍ରଦର୍ଶକ ଓ ଅର୍ଥ ନ ଥାଇ ମଧ୍ୟ ଜଣେ ଯୁବକ ସଫଳତା ପାଇ ଦାରିଙ୍ଗବାଡି ପାଇଁ ଗୌରବ ଆଣିଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡିର କୁନିଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?