କନ୍ଧମାଳ

ସହଯୋଗର ହାତ ବଢାଉଛନ୍ତି ସ୍ବେଚ୍ଛାସେବୀ

ରାଇକିଆ,୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ ବାହାରୁ ଆସି ରାଇକିଆ ବ୍ଲକରେ ଅଟକି ଯାଇଥିବା ଶ୍ରମିକଙ୍କ ଚିନ୍ତା ବଢ଼ିଛି। କାମ ବନ୍ଦ ପରେ ଗଜପତିରୁ ଆସିଥିବା ଶ୍ରମିକ ଗଁାକୁ ଫେରି ପାରିନାହାନ୍ତି। ସେହିପରି ମଧ୍ୟ ପ୍ରଦେଶର କେତେଜଣ ଶ୍ରମିକ ମଧ୍ୟ ଫେରିପାରିନାହାନ୍ତି। ଏମାନଙ୍କୁ ସହଯୋଗର…

କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌ : ୩୬ ଜଣ ଯାତ୍ରୀ ନେଇ ଆସୁଥିବା ଗାଡ଼ି ଜବତ, ଚାଳକ, ହେଲ୍‌ପର ଗିରଫ

ଦାରିଙ୍ଗବାଡ଼ି,୧।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ କଡ଼ାକଡ଼ି ପାଳନ କରାଯାଇଛି। ମଙ୍ଗଳବାର ଠାରୁ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ସୀମାକୁ ସିଲ୍‌ କରିଦିଆଯାଇଛି। ସେଠାରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ କଡା…

କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌, ଗାଡ଼ି ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଛି। ଏନେଇ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ପୋଲିସ ପକ୍ଷରୁୂ ସିଲ୍‌ କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଟ୍ରାଭେଲର୍ସ ଗାଡ଼ିରେ…

କଳିଙ୍ଗାରେ ସୀମା ସିଲ୍‌

ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ ଓ ଜିଲା ବାହାରୁ ଆସୁଥିବା କାହାକୁ ମଧ୍ୟ ବିନା ଅନୁମତିପତ୍ରରେ ପ୍ରବେଶ କରିବାକୁ ଦିଆଯିବ…

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ ବଣ୍ଟନ ପାଇଁ ପଦକ୍ଷେପ ନିଆଯାଇଛି। ଲୋକେ ଯେପରି ଘର ପାଖରେ ସୁବିଧାରେ ପାଇ ପାରିବେ…

କରୋନା ପ୍ରତିହତ ପାଇଁ ଗାଁ ଗାଁରେ ଶପଥ ପାଠ କରାଇଲା ପୋଲିସ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ.): କରୋନା ସଂକ୍ରମିତକୁ ପ୍ରତିହତ କରିବା ପାଇଁ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଦିନରାତି ବିଭିନ୍ନ ଗାଁ, ଛକ ବଜାର ବ୍ଲକିଂ ସହ ପାଟ୍ରୋଲିଂ କରି ଅମାନିଆଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେଉଛି। ସୋମବାର ଆଇଆଇସି କୌଶିକ ମାଝି ପର୍ତ୍ତମାହା…

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି ୧୦ଲକ୍ଷ, ବୌଦ୍ଧକୁ ୭୦ ଲକ୍ଷ, ଗଞ୍ଜାମକୁ ୩୫ ଲକ୍ଷ ଓ ନୟାଗଡ଼ ଜିଲାକୁ ୩୫…

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ରାଇକିଆ,୨୯।୩(ଡି ଏନ ଏ)- କନ୍ଧମାଳ ଜିଲା ରାଇକିଆ ବ୍ଲକ ବଡ଼ବରବା ପଞ୍ଚାୟତର ଖଜୁରିଖମନ ଗ୍ରାମରେ ଶନିବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ୪ବଖରା ଘର ପୋଡ଼ି ଯାଇଛି। ରାଇକିଆ ଠାରୁ ପାଖାପାଖି ୩୫ କିମି ଦୂର ଏବଂ ଯୋଗାଯୋଗ ସୁବିଧା…

ଲକ୍‌ଡାଉନ୍‌ ନ ମାନି ୪ ଗିରଫ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ାକଡ଼ି ଭାବେ ପାଟ୍ରୋଲିଂ କରାଯିବା ସହ ଦୁଇ ଥାନାର ପୋଲିସ ଏବେ କଠୋର ହୋଇପଡ଼ିଛି।…

ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତିି। ସହର ଅପେକ୍ଷା ଦୁର୍ଗମ ଗ୍ରାମଗୁଡ଼ିକରେ ଅନୁସୂଚିତ ଜନଜାତି ଏବଂ ଜାତି ସଂପ୍ରଦାୟର…

ହିତାଧିକାରୀଙ୍କୁ ମିଳିଲା ୩ ମାସର ସାଧାରଣ ବଣ୍ଟନ ସାମଗ୍ରୀ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଚାରିଆଡ଼େ ଲକ୍‌ଡାଉନ୍‌ କରାଯାଇଥିବାବେଳେ ଗରିବ ଶ୍ରେଣୀର ଲୋକଙ୍କ ସୁବିଧା ପାଇଁ ସରକାର ସମସ୍ତ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ସାମଗ୍ରୀକୁ ଆଗୁଆ ୩ ମାସ ପାଇଁ ବଣ୍ଟନ କରୁଛନ୍ତି ା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ରବିବାର…

ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?