କନ୍ଧମାଳ

ଆହାର ନ ପାଇ ଫେରୁଛନ୍ତି ଲୋକେ

ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ ଜିଲା ଫୁଲବାଣୀ ସହରରେ ଦୁଇଟି ସ୍ଥାନରେ ଏହି କେନ୍ଦ୍ର ଖୋଲାଯାଇଛି। ଗୋଟିଏ ବସ୍‌ଷ୍ଟାଣ୍ଡରେ ଏବଂ…

ଏସ୍‌ଡିସି କପ୍‌ ଉଦ୍‌ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ

ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ସୋମବାର ଉଦ୍‌ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍‌ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ପ୍ରଥମ ଦିନ ୪ଟି…

ଜୁଆ ଆଡ୍ଡାରେ ଚଢ଼ାଉ: ୬ ଗିରଫ, ୨୬ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଦାରିଙ୍ଗବାଡ଼ି,୨୪।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ତୁଡ଼ୁକିବାଡ଼ି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜାଗର ନାୟକ, ଅରୁଣ ମଲ୍ଲିକ, ଗୋକୁଳ ନାୟକ, କିଲୁ ମାଳବିଶୋୟୀ, ଶଙ୍କର ମାଳ…

କୁଡୁପାତିଆରୁ କୁହୁଡ଼ିକୁ ଗଞ୍ଜେଇ ଚାଲାଣ: ୨ ଗିରଫ

ସୋରଡ଼ା,୨୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କଣାସ ନୂଆଗାଁ ଥାନ କୁଡୁପାତିଆରୁ ଖୋର୍ଦ୍ଧା କୁହୁଡ଼ିକୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣାସ ନୂଆଗାଁର ସୁଦାମ ପ୍ରଧାନ ଓ ଖଗେଶ୍ୱର ପ୍ରଧାନ। ଜବତ…

ଆଜିଠୁ ଏସ୍‌ଡିସି ଫୁଟବଲ କପ୍‌

ଫୁଲବାଣୀ ଅଫିସ, ୨୪ା୨-ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌ ୨୦୨୦ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାରଠାରୁ ଲିଗ୍‌ ପର୍ଯ୍ୟାୟ ଆରମ୍ଭ ହେବ। ସ୍ଥାନୀୟ କରୋନେଶନ ପଡିଆରେ ଉଦ୍‌ଘାଟନୀ କାର୍ଯ୍ୟକ୍ରମ…

ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍‌ସିରେ ଡାକ୍ତର ନାହାନ୍ତି

ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଦୁର୍ଗମ ଅଞ୍ଚଳବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି।…

ଘାଟିରେ ଅଟୋ ଓଲଟି ୩ ଗୁରୁତର

ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରାହ୍ମଣୀଗଁ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିଲା।…

ଜେଲ ପରିଦର୍ଶନ କଲେ ବିଭାଗୀୟ ଡିଜି

ଫୁଲବାଣୀ ଅଫିସ, ୨୩ ।୨-କନ୍ଧମାଳ ଜିଲା ଗସ୍ତରେ ଜେଲ ବିଭାଗ ଡିଜି ସନ୍ତୋଷ କୁମାର ଉପାଧ୍ୟାୟ ଆସି ଶନିବାର ଅପରାହ୍ନରେ ଫୁଲବାଣୀସ୍ଥିତ କାରାଗାର ପରିଦର୍ଶନ କରିଛନ୍ତି। ଜେଲରେ ପହଞ୍ଚତ୍ବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଡିଜି ଉପାଧ୍ୟାୟ…

ପୁଇଗୁଡ଼ା ଘାଟିରେ ଓଲଟିଲା ଅଟୋ, ୮ ଆହତ

ଦାରିଙ୍ଗବାଡ଼ି,୨୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୁଇଗୁଡ଼ା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ…

ମଦ ଜବତ, ୨ କୋର୍ଟ ଚାଲାଣ

ବାଲିଗୁଡ଼ା,୨୨।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦ ଲିଟର ମଦ ଜବତ ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାନୁଯାୟୀ, ବାଲିଗୁଡ଼ା ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ନେତୃତ୍ୱରେ ଏକ…

ଜିଲା ବିଜେଡି ସଭାପତିରେ ସରୋଜଙ୍କ ହ୍ୟାଟ୍ରିକ

ଫୁଲବାଣୀ ଅଫିସ, ୨୨ା୨-କନ୍ଧମାଳ ଜିଲା ବିଜେଡି ସଭାପତିଙ୍କୁ ନେଇ କିଛିଦିନ ଧରି ଚାଲିଥିଲା ଚର୍ଚ୍ଚାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ସରୋଜ କର୍ଣ୍ଣଙ୍କ ଉପରେ ଆସ୍ଥା ପ୍ରକଟ କରି ତାଙ୍କୁ ପୁନର୍ବାର କନ୍ଧମାଳ ଜିଲା ସଭାପତି ଭାବେ ଚୟନ…

‘ସରକାରଙ୍କ ଯୋଜନା ଜାଣି ସୁବିଧା ନିଅ’

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୧ା୨- ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ଏସବୁ ଯୋଜନା ବିଷୟରେ ଗ୍ରାମାଞ୍ଚଳର ଆଦିବାସୀ ଏବଂ ପଛୁଆବର୍ଗର ଲୋକେ ଜାଣି ପାରୁନାହାନ୍ତି। ସରକାର ୫-ଟି ବ୍ୟବସ୍ଥା କରଛନ୍ତି। ଯଦି କେହି ସରକାରୀ କର୍ମଚାରୀ କୌଣସି ଯୋଜନାରୁ ହିତାଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?