କନ୍ଧମାଳ

ପୂର୍ବ ଶତ୍ରୁତା କାରଣ, ୩ ଭାଇଙ୍କ ସମେତ ୪ ଗିରଫ

ଫୁଲବାଣୀ ଅଫିସ, ୨୦ା୨ – କନ୍ଧମାଳ ଜିଲା ସାରଙ୍ଗଗଡ ଥାନା ପାବୁରିଆ ଅଞ୍ଚଳରେ ଗତ ୮ ତାରିଖ ରାତିରେ ହୋଇଥିବା ସଚ୍ଚିଦାନନ୍ଦ ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ପୂର୍ବ ଶତ୍ରୁତାରୁ ପାବୁରିଆ ଅଞ୍ଚଳର ସଚ୍ଚିଦାନନ୍ଦଙ୍କୁ ହତ୍ୟା କରାଯାଇଛି। ଏହି…

ବିଦ୍ୟୁତ୍‌ ଆଘାତରେ ଗୁରୁତର ମହିଳା ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି.ଉଦୟଗିରି,୨୦ା୨(ଡି.ଏନ.ଏ.)-୧୩୨ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗତ ୧୭ ତାରିଖରେ କଳିଙ୍ଗା ପଞ୍ଚାୟତ ତାରାବାଡ଼ି ଗ୍ରାମର ଅମୂଲ୍ୟା ଦିଗାଳ (୩୮) ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଟିକାବାଲି ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଙ୍ଗଳବାର ରାତିରେ…

ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୨-ଏକ ସ୍କୁଲ ଘର ନିର୍ମାଣ କାମରେ ଅର୍ଥ ତୋଷାରପାତ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର ଅଭିଯୁକ୍ତ ଶିକ୍ଷକଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା…

ଶାଳଗଛ କାଟିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୧୮।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ବ୍ରାହ୍ମଣୀଗାଁ ବନ ବିଭାଗ ପକ୍ଷରୁ ଜଣେ କାଠ ମାଫିଆକୁ ଗିରଫ କରିବା ସହ କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ବନାଞ୍ଚଳ କାରଟିଙ୍ଗିଆ ପଞ୍ଚାୟତ ତିଆରି ଗାଁର ରାଧାକାନ୍ତ ପ୍ରଧାନ ବୋଲଇ…

ସନୋଜ ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ଦାରିଙ୍ଗବାଡି,୧୯।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡିର ୫୯ ନଂ ଜାତୀୟ ରାଜପଥ କଡରେ ବୁଧବାର ଏକ ନୂତନ ପେଟ୍ରୋଲ ପମ୍ପ ଉଦଘାଟନ ହୋଇଯାଇଛି। ଏହାକୁ ସନୋଜ ଫିଲିଙ୍ଗ ଷ୍ଟେସନର ମାଲିକ ସନୋଜ କୁମାର ସାହୁଙ୍କ ବଡଭାଇ ତଥା ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର…

ଏସ୍‌ଡିସି କପ୍‌ ଲାଗି ଖେଳାଳି ଚୟନ ସରିଲା

ଫୁଲବାଣୀ ଅଫିସ, ୧୯ା୨ – ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ପାଇଁ କନ୍ଧମାଳ ଜିଲାରେ ଚାଲିଥିବା ଖେଳାଳି ଚୟନ ପ୍ରକ୍ରିୟା ଶେଷ ହୋଇଛି ା କନ୍ଧମାଳ ଷ୍ଟାଡିୟମରେ ଚାଲିଥିବା ଏହି ଚୟନ ଶିବିରରେ ୨୫ ଜଣିଆ…

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର ଆହତ

ଜି.ଉଦୟଗିରି,୧୯ା୨(ଡି.ଏନ.ଏ.)-ଜି.ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଏକ ମାଲବାହୀ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଡ୍ରାଇଭର ଆହତ ହୋଇଛନ୍ତି। ମିଳିଥିବା ସୂଚନା ପ୍ରକାରେ, ମଙ୍ଗଳବାର ଅପରାହ୍ନ ୫ଟା ବେଳେ କଳିଙ୍ଗାରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ମକାମଞ୍ଜି ବୋଝେଇ ଟ୍ରକ ( ଓଆର୦୨ଜେ୨୯୮୬) କଳିଙ୍ଗା…

ଦାରିଙ୍ଗବାଡ଼ିର ୨ କେନ୍ଦ୍ରରେ ସିସିଟିଭି କ୍ୟାମେରା

ଦାରଙ୍ଗବାଡ଼ି,୧୯ା୨(ଡି.ଏନ.ଏ) – ବୁଧବାରଠାରୁ ମାଟ୍ରିକ୍‌ ପରୀକ୍ଷା। ଦାରିଙ୍ଗବାଡ଼ି ବ୍ଲକରେ ମୋଟ ୭ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୋଟ ୧,୭୭୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ ରେଗୁଲାର ୧୪୩୫ ଜଣ ଛାତ୍ରୀଛାତ୍ର ରହିଥିବା ବେଳେ ଏକ୍ସରେଗୁଲାର ୩୪୧ ଛାତ୍ରୀଛାତ୍ର ରହିଛନ୍ତି।…

ପ୍ରହସନ ପାଲଟିଛି ସୁନେତ୍ର କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୮।୨(ଡି.ଏନ.ଏ) – ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଛି ସୁନେତ୍ର କାର୍ଯ୍ୟକ୍ରମ। ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ୨୫ ପଞ୍ଚାୟତ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧୭ ଏବଂ ମଙ୍ଗଳବାର ବ୍ରାହ୍ମଣୀଗଁ। ଅଞ୍ଚଳରେ ଏହି ଶିବିର କରାଯାଇ ୮ ପଞ୍ଚାୟତରେ ଥିବା…

‘ପାଠକ କମୁ ଥିବାରୁ ପତ୍ରପତ୍ରିକା ପ୍ରସାରଣ କମୁଛି’

ଫୁଲବାଣୀ ଅଫିସ, ୧୮ା୨ – ‘ଉତ୍କଳ ଦୀପିକା’ ଓଡିଶାରେ ପ୍ରଥମ ଓଡ଼ିଆ ଖବରକାଗଜ। ବର୍ତ୍ତମାନ ଖାଲି ଖବରକାଗଜ ନୁହେଁ, ଅନେକ ପତ୍ରପତ୍ରିକା ପ୍ରକାଶ ପାଉଛି। ହେଲେ ସେଥିରୁ ଅଧିକାଂଶ ସମସ୍ୟା ଦେଇ ଗତି କରୁଛି। ପୂର୍ବରୁ ଖବରକାଗଜ ଓ ପତ୍ରପତ୍ରିକା ପଢ଼ିବାକୁ…

ବ୍ରହ୍ମପୁର-ସମ୍ବଲପୁର ନୂତନ ରେଳ ପ୍ରକଳ୍ପ ଶୀଘ୍ର କରିବାକୁ ଦାବି

ଫୁଲବାଣୀ ଅଫିସ, ୧୭ା୨: ବହୁ ବର୍ଷର ଦାବିକୁ କେନ୍ଦ୍ର ସରକାର ପୂରଣ କରିଛନ୍ତି। ପ୍ରସ୍ତାବିତ ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ରେଳପଥକୁ ଚଳିତ ବଜେଟରେ ମଞ୍ଜୁର କରାଯାଇଛି। ରାଜ୍ୟ ସରକାର ତୁରନ୍ତ ଜମି ଅଧିଗ୍ରହଣ କରି କାମ ଆରମ୍ଭ କଲେ ଜିଲାରେ କାର୍ଯ୍ୟ…

ନିର୍ବାହୀ ଯନ୍ତ୍ରୀଙ୍କୁ ଧମକ, ଠିକାଦାର ଗିରଫ

ଫୁଲବାଣୀ ଅଫିସ, ୧୫ା୨ – ଫୁଲବାଣୀ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଧମକ ଦେଇ ଫେରାର ଥିବା ଠିକାଦାରଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ଠିକାଦାର ଜଣକ ହେଲେ ଫୁଲବାଣୀ ସାହିର ଆକାଶ ମହାନ୍ତି। ମିଳିଥିବା ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?