କନ୍ଧମାଳ

ଦୁର୍ଘଟଣାଗ୍ରସ୍ତ କାରରୁ ମୃତ ମୟୂର ଜବତ

ଦାରିଙ୍ଗବାଡି,୧୫ା୨(ଡି.ଏନ୍‌.ଏ.) ଦାରିଙ୍ଗବାଡି ଥାନା ଗଦଡି ନିକଟରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସେଥିରେ ଯାତ୍ରା କରୁଥିବା ୪ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାରକରି ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଖବର ପାଇ ଥାନା ଏସ୍‌ଆଇ ଗୋପାଳକୃଷ୍ଣ…

ଗଦଡ଼ି ନିକଟରେ କାର୍‌ ଦୁର୍ଘଟଣା: ୪ ଗୁରୁତର, କାର୍‌ରୁ ମିଳିଲା ମୟୂର ମୃତଦେହ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଗଦଡ଼ି ନିକଟରେ ଶୁକ୍ରବାର ଏକ କାର୍‌ ଦୁର୍ଘଟଣା ଘଟିଛି । ଏଥିରେ ୪ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରି ନାହିଁ। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାରକରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି…

୨୯ଲିଟର ମଦ ଜବତ: ୨ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଓ ଅବକାରୀ ବିଭାଗ ମାହାଡାଗାଣାଡା ଅଞ୍ଚଳରେ ଶୁକ୍ରବାର ଚଢ଼ାଉ କରି ୨୯ ଲିଟର ମଦ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉକ୍ତ ଗ୍ରାମର ରଞ୍ଜନ ନାୟକ,…

ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ୨୦୦୩ ମସିହାରୁ ଏକ ଚୋରି ମାମଲାରେ ଫେରାର ଥିବା ଅଭିଯୁକ୍ତଙ୍କୁ ଦାରିଙ୍ଗବାଡ଼ି ପୋଲିସ ଶୁକ୍ରବାର ଗିରଫ କରିଛି । ଗିରଫ ବ୍ୟକ୍ତି ହେଲେ ସୋନପୁର ପଞ୍ଚାୟତ ଗାହାକିଆର ମଶା ପ୍ରଧାନ। ସେହିଭଳି…

ଅଙ୍ଗନୱାଡିକୁ ଆସୁଥିବା ଚାଉଳ ହେରଫେର ଅଭିଯୋଗ

ବାଲିଗୁଡା,୧୪ା୨(ଡି.ଏନ୍‌.ଏ.)- ବିଭିନ୍ନ ସମୟରେ ସରକାର ଅଙ୍ଗନଓ୍ବାଡି କେନ୍ଦ୍ରକୁ ଦେଉଥିବା ଚାଉଳ ବାଟମାରଣା ହେଉଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ଏମିତି ଏକ ଘଟଣା ବାଲିଗୁଡା ଅଞ୍ଚଳରେ ଦେଖିବାକୁ ମିଳିଛି। ଗୋଦାମରୁ ସିଧାସଳଖ କେନ୍ଦ୍ରକୁ ଚାଉଳ ଯିବାକୁ ନିୟମ ଥିବାବେଳେ ଏହା ବେସରକାରୀ ଗୋଦାମକୁ…

କିଷାନ କ୍ରେଡିଟ କାର୍ଡର ଲାଭ ନିଅନ୍ତୁ କୃଷକ

ଫୁଲବାଣୀ ଅଫିସ, ୧୩ା୨-ସରକାର କୃଷକମାନଙ୍କ ପାଇଁ କିଷାନ କ୍ରେଡିଟ କାର୍ଡ ବ୍ୟବସ୍ଥା କରିଛନ୍ତି। ଚାଷ ପାଇଁ ଏହାର ସମସ୍ତ ସୁବିଧା ଯେପରି ସମସ୍ତ କୃଷକ ନେବେ ଏବଂ ଏଥିରୁ କେହି ବଞ୍ଚିତ ନ ହେବେ ସେ ନେଇ ଏକ ଖବରଦାତା ସମ୍ମିଳନୀ…

କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡ଼ି,୧୩।୨ (ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଦାସିଂବାଡି ପଞ୍ଚାୟତର ଟେକାଙ୍ଗିଆ ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନାରେ କରାଯାଇଥିବା ଗୋଷ୍ଠୀ ସଭାଗୃହ ନିର୍ମାଣ କାମ ଶେଷ ହୋଇଛି। ଯେଉଁ ଯୁବକ ଉକ୍ତ କାର୍ଯ୍ୟ ଯନ୍ତ୍ରୀଙ୍କ ଜରିଆରେ କରିଥିଲେ ତାଙ୍କୁ ମାତ୍ର ୧ଲକ୍ଷ ଟଙ୍କା…

ବିରଳ ପକ୍ଷୀ ଉଦ୍ଧାର

ବାଲିଗୁଡ଼ା,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନର ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ବିରଳ ପକ୍ଷୀ ବୁଲୁଥିବାର ଦେଖିବାକୁ ମିଳିଥିଲା। ଏହି ପକ୍ଷୀକୁ କୁକୁର ଗୋଡ଼ାଉ ଥିବାବେଳେ ନିକଟରେ ଥିବା ସ୍ଥାନୀୟ ଲୋକେ ପକ୍ଷୀକୁ ଉଦ୍ଧାର କରି ବାଲିଗୁଡ଼ା ବନ ବିଭାଗକୁ ହସ୍ତାନ୍ତର…

ବ୍ରାହ୍ମଣୀଗାଁରେ ଚାଲିଛି ବାବା ମୁକ୍ତେଶ୍ୱର ମନ୍ଦିର ନିର୍ମାଣ: ସରକାରଙ୍କ ଅନୁଦାନ ପରେ ଶ୍ରମଦାନ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁରେ ବାବା ମୁକ୍ତେଶ୍ୱର ମନ୍ଦିରର ନିର୍ମାଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସ୍ବତନ୍ତ୍ର ପାଣ୍ଠିରୁ ପ୍ରାୟ ୭ ଲକ୍ଷ ଟଙ୍କା ଯୋଗାଇ ଦେଇଥିବା ବେଳେ ବ୍ରାହ୍ମଣୀଗାଁବାସୀ…

ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁା ଠାରେ ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ ହୋଇଯାଇଛି। କଟକ ଡାଇଓସେସ୍ର ବିଶପ ଜୋହନ ବାରୱାଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ମଣ୍ଡଳୀରୁ ଆସିଥିବା ଯାଜକ ମାନଙ୍କ ଦ୍ୱାରା ଦିବ୍ୟଯଜ୍ଞ ଅନୁଷ୍ଠିତ ସହ ବାଇବଲ୍‌ ପଠନ, ସାମୂହିକ ପ୍ରାର୍ଥନା, ସଙ୍ଗୀତଗାନ…

କ୍ଷତିପୂରଣ ଦାବିକଲେ ଜମି ମାଲିକ

ଦାରିଙ୍ଗବାଡ଼ି,୧୧ା୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ିର ଲଦପାଙ୍ଗାର ଏକ ପଥର ଖୋଲରୁ ଡିଜେଲ ବାହାରିବା ଯୋଗୁ ନିକଟସ୍ଥ ଚାଷଜମିରେ ଫସଲ ନଷ୍ଟ ହୋଇଥିଲା। ଜମି ମାଲିକମାନେ ଫସଲ ନଷ୍ଟ ନେଇ ସ୍ଥାନୀୟ ତହସିଲଦାର ନୀତିଶ ତ୍ରିପାଠୀଙ୍କ ନିକଟରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ହେଲା,…

ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ରାଇକିଆ ୧୧।୨(ଡିଏନଏ)-କନ୍ଧମାଳ ଜିଲା ରାଇକିଆଠାରେ ଚାଲିଥିବା ରାଇକିଆ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିଲା ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଓଡିଶୀ ନୃତ୍ୟ। ଏଥିସହ ବ୍ରହ୍ମପୁର ରୟାଲ ଗ୍ରୁପ୍‌ ଏବଂ ବଲାଙ୍ଗୀରରୁ ଆସିଥିବା କଳାକାରଙ୍କ ଲୋକନୃତ ଦର୍ଶକଙ୍କ ମନ ମୋହିଥିଲେ। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?