ମିିନିବସ୍ ଓଲଟି ୧୩ ଆହତ
ଶଙ୍କରାଖୋଲ,୧୧ା୮(ଡି.ଏନ.ଏ.)-ଟିକାବାଲି ନିକଟ କୋଚିଲା ଗଡନାଳ ଡାଇଭର୍ସନ ରୋଡରେ ଶନିବାର ଏକ ମିନିବସ୍ ଓଲଟି ପଡିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜିଉଦୟଗିରିର ଫିରଜା ପ୍ରଧାନ, ଅଞ୍ଜୁଳା ପ୍ରଧାନ, ଅମିତ କୁମାର ପ୍ରଧାନ, ସାରଙ୍ଗଗଡ ଥାନା ରତିଫ ଗ୍ରାମର ସାବିତ୍ରୀ…
ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା
ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ ପୋଲ ଦବିଯାଇଛି। ବଲସକୁମ୍ପା ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ନିକଟରେ ପୁରୁଣା…
ଗାଳି ଗୁଲଜ କରି ଶିକ୍ଷକ ନିଲମ୍ବିତ
ଫିରିଙ୍ଗିଆ,୧୦ା୮: ଗୋଟିଏ ବିଦ୍ୟାଳୟର ଶିକ୍ଷକ ଅନ୍ୟ ବିଦ୍ୟାଳୟକୁ ଯାଇ ସେଠାରେ ଥିବା ଶିକ୍ଷକ ଏବଂ ପିଲାମାନଙ୍କୁ ଗାଳି ଗୁଲଜ କରିବା ମହଙ୍ଗା ପଡିଛି ା ଏ ନେଇ ଫିରିଙ୍ଗିଆ ବ୍ଲକ ଶିକ୍ଷାଧିକାରୀଙ୍କ ପାଖରେ ଅଭିଯୋଗ ହେବାରୁ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି।…
ବିଭିନ୍ନ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଫୁଲବାଣୀ ଅଫିସ,୧୦ା୮-କୁଇ ସମାଜ ସେବା ସମିତି ପକ୍ଷରୁ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ରାଲି ମାଦିକୁନ୍ଦା ଛକରୁ ବାହାରିଥିଲା। କେତେଜଣ ଆଦିବାସୀ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ଅସ୍ତ୍ରଶସ୍ତ୍ର ଧରିଥିଲେ। ସମସ୍ତେ ଶୋଭାଯାତ୍ରାରେ ସହର…
ଶହୀଦ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ବାଲିଗୁଡା,୯ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ନୂଆସାହିରର ଜଣେ ବିଏସ୍ଏଫ୍ ଯବାନ ପଶ୍ଚିମବଙ୍ଗର ଶାନ୍ତିନଗର ବାଲାଂଦେଶ ବର୍ଡରରେ କର୍ତ୍ତବ୍ୟରତ ସମୟରେ ସହୀଦ ହୋଇଛନ୍ତି। ସେ ହେଲେ ନୂଆସାହିର ବିଜୟ କୁମାର ପାତ୍ରଙ୍କ ପୁଅ ଦୀନେଶ କୁମାର ପାତ୍ର। ଦିନେଶ ବିଏସ୍ଏଫ୍ ୧୪୬ନଂ ବାଟାଲିୟନରେ କାର୍ଯ୍ୟ…
ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ ଗୃହରେ ପାଣି ଗଳୁଛି। ପିଲାମାନେ ପଢ଼ିବାକୁ ହଇରାଣ ହେଉଛନ୍ତି। ପ୍ରାୟ ୬ ବର୍ଷ…
କୋଟଗଡ଼ ବ୍ଲକରେ ବିଦ୍ୟୁତ୍, ଫୋନ ସେବା ବଚ୍ଛିନ୍ନ
କୋଟଗଡ଼, ୮।୮(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଲଗାଣ ବର୍ଷା ଯୋଗୁ ବିଗତ ୫ଦିନ ହେବ ବିଦ୍ୟୁତ୍ ଓ ଫୋନ ସେବା ବିଚ୍ଛିନ୍ନ ହୋଇପଡିଛି। ଫଳରେ ୧୫ ପଞ୍ଚାୟତ ଲୋକେ ଅନ୍ଧାରରେ ରାତି ବିତାଇବା ସହ ନାହିଁ ନ ଥିବା ଅସୁବିଧାର…
ଦରମା ମିଳିବାରେ ବିଳମ୍ବ : ଶିକ୍ଷକ ମହଲରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୮।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ବିଭିନ୍ନ ବର୍ଗର ୧ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କ ଦରମା ମିଳୁ ନ ଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବିଇଓ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁସାରେ, ୩୨୪ ଜଣ ଜେଡିପି ଶିକ୍ଷକଙ୍କ…
ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ
ବାଲିଗୁଡ଼ା,୭।୮(ଡି.ଏନ୍.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର ଅସୁବିଧା…
୧୨ନଂ ୱାର୍ଡବାସୀ ହୀନସ୍ତା
ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍ କରାଯାଉଛି। ହେଲେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ବାଲିଗୁଡା…
ଦାରିଙ୍ଗବାଡ଼ିରେ ପ୍ରବଳ ବର୍ଷା: ନାଳରେ ଭାସିଯିବା ବେଳେ ଯୁବକ ଉଦ୍ଧାର
ଦାରିଙ୍ଗବାଡ଼ି,୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ପ୍ରବଳ ବର୍ଷା ହୋଇଛି। ସକାଳ ୭ଟାରୁ ବର୍ଷା ଆରମ୍ଭ ହୋଇ ଅପରାହ୍ନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଥିଲା। ଅଞ୍ଚଳର ସମସ୍ତ ଛୋଟବଡ଼ ନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ଚାଷ ଜମି ଜଳମଗ୍ନ ହୋଇପଡିଛି।…
୧୪ କେଜି ଗଞ୍ଜେଇ ଜବତ: ୩ ଗିରଫ
କୋଟଗଡ଼, ୬।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ବାରଖମା-ରେବିଙ୍ଗିଆ ରାସ୍ତା ଗ୍ୟାସ୍ ଡିପୋ ନିକଟରେ ବାଲିଗୁଡ଼ା ପୋଲିସ ମଙ୍ଗଳବାର ଚଢ଼ାଉକରି ୧୪ କେଜି ୮୦୦ ଗ୍ରାମ୍ ଗଞ୍ଜେଇ ସହ ଏକ ମୋଟରସାଇକେଲ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ…
Archives


