ଆଜି କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳା
ଫୁଲବାଣୀ ଅଫିସ୍,୨ା୨-କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୦ ରବିବାର ଉଦ୍ଘାଟନ ହେବ। କୋରନେଶନ ପଡିଆଠାରେ ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମୋଟ ୧୩୪ ଷ୍ଟଲ କରାଯାଇଥିବାବେଳେ କନ୍ଧମାଳ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳର…
ଚପଲ ଦୋକାନ ଜଳିଗଲା
ଖଜୁରିପଡ଼ା(ଡି.ଏନ.ଏ.)/ବଲସକୁମ୍ପା,୧ା୨-ଖଜୁରିପଡ଼ା ବଜାରରେ ଥିବା ଏକ ଚପଲ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସମ୍ପୂର୍ଣ୍ଣ ଜଳିଯାଇଛି। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍ ଶର୍ଟ ସର୍କିଟ ଯୋଗୁ ଦୋକାନରେ ନିଆଁ ଲାଗିଥିବା…
କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍ବିବିଏସ୍ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ
ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର କନ୍ଧମାଳ ଜିଲା ଫୁଲବାଣୀରେ ଜଣେ ଡାକ୍ତରୀ ଛାତ୍ର କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ…
ଫୁଲବାଣୀରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି
ଫୁଲବାଣୀ ଅଫିସ,୩୧ା୧- ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍ ସଞ୍ଜୁ ପଣ୍ଡା ୩ ଦିନିଆ କନ୍ଧମାଳ ଗସ୍ତରେ ଆସି ଗୁରୁବାର ଫୁଲବାଣୀରେ ପହଞ୍ଚତ୍ଛନ୍ତି। ଅପରାହ୍ନ ପ୍ରାୟ ୧ଟାବେଳେ ଫୁଲବାଣୀ ସର୍କିଟ୍ ହାଉସ୍ରେ ପହଞ୍ଚତ୍ବାପରେ ସେଠାରେ ଜିଲାପାଳ ଡା. ବୃନ୍ଦା ଡି,…
ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ
ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା ବର୍ଷରେ ବିବାଦ ବ୍ଲକ ଶିକ୍ଷା ବିଭାଗର ପିଛା ଛାଡୁନି। ବିଦ୍ୟାଳୟରେ ଶିକ୍ଷକ ଶୋଇଥିବା…
ଯୁବ କଂଗ୍ରେସ ପକ୍ଷରୁ ଗାନ୍ଧୀଙ୍କ ତିରୋଧାନ ଦିବସ
ଫୁଲବାଣୀ ଅଫିସ, ୩୦ା୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଫୁଲବାଣୀରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଗାନ୍ଧି ଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହାପରେ ସେଠାରେ ଏକ ସଭା ହୋଇଥିଲା ।…
ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା
ବାଲିଗୁଡ଼ା,୩୦।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ ଦ୍ୱାରା ପୂଜା ଆରମ୍ଭ କରାଯାଇ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇଥିଲା l ଏନେଇ ଟାଉନର…
କିରିକୁଟି ବିଦ୍ୟାଳୟରେ ବଢୁଛି ସମସ୍ୟା
ଦାରିଙ୍ଗବାଡ଼ି,୩୦।୧(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦିନକୁ ଦିନ ସମସ୍ୟା ବଢ଼ୁଛି। କିରିକୁଟି ଗ୍ରାମ ମଧ୍ୟରେ ଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଶ୍ରେଣୀଗୃହ ଅଭାବ ରହିଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ…
ଜିଲା ଆଇନସେବା ପ୍ରାଧିକରଣ କର୍ମଶାଳା
ଫୁଲବାଣୀ ଅଫିସ, ୩୦ା୧-ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଭିନ୍ନ ଦିନରେ ଭିନ୍ନ ବିଷୟରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସୋମବାର ଜିଲା ଆଇନ ସେବା ପ୍ରାଧିକରଣ ପରିସରରେ କିନ୍ନରମାନଙ୍କ ଅଧିକାର ନେଇ ଆଲୋଚନା ହୋଇଥିଲା। ସଦର ଏସ୍ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଆଇନଜୀବୀ ବିଜୟ…
ବିକେଏମ୍ର ଭାରତବନ୍ଦ ଡାକରା: ତୁମୁଡ଼ିବନ୍ଧରେ ପ୍ରଭାବ
ତୁମୁଡ଼ିବନ୍ଧ,୨୯।୧(ଡି.ଏନ୍.ଏ.): ସିଏଏ, ଏନ୍ଆର୍ସି, ଇଭିଏମ୍ ଓ ଏନ୍ଆର୍ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧର ଭିମ୍ ଆର୍ମି…
ଅଧ୍ୟକ୍ଷଙ୍କୁ ଚାପୁଡ଼ା ମାରିଲେ ପୂର୍ବତନ ଅଧ୍ୟକ୍ଷା
ଫୁଲବାଣୀ ଅଫିସ/ଖଜୁରିପଡ଼ା, ୨୯ା୧-ଖଜୁରିପଡା ବ୍ଲକ ଦୂତିମେଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ବର୍ତ୍ତମାନର ଅଧ୍ୟକ୍ଷଙ୍କୁ ମଙ୍ଗଳବାର ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅଧ୍ୟକ୍ଷ ତଥା ଓଡିଆ ଶିକ୍ଷକ ଲକ୍ଷ୍ମୀଧର ସାହୁ ଏ ନେଇ ଖଜୁରିପଡା ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ…
ଡକାୟତ ଧରୁନି ପୋଲିସ, ଏସ୍ପିଙ୍କୁ ଭେଟିଲେ ଗ୍ରାମବାସୀ
ଫୁଲବାଣୀ ଅଫିସ, ୨୯ା୧-ରାଇକିଆ ଥାନା ଅନ୍ତର୍ଗତ କରଡା ଗ୍ରାମର ହନୁମାନ ମନ୍ଦିର ପୂଜକଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଟଙ୍କା ଲୁଟ୍ ଘଟଣାରେ ପୋଲିସ ଜାଣିଶୁଣି ଡକାୟତଙ୍କୁ ଧରୁନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରି ଛାଡି…

