ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…
ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ତେବେ ତାଙ୍କୁ ଧରାଇ ଦେବା ପାଇଁ ୫୫ ଲକ୍ଷର ପୁରସ୍କାର…
ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ…
ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…
ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ ବୋଝେଇ ଟ୍ୟାଙ୍କର ୩ଟି ଘର ଉପରେ ଓଲଟି ପଡ଼ିଥିବା ବେଳେ ତିନୋଟି ପରିବାରର…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…
ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ ଆଇଡି ବିସ୍ପୋରକ ଖଞ୍ଜିଥିଲେ ମାଓବାଦୀ l ଏଭଳି ଏକ ଘଟଣା କନ୍ଧମାଳ ଜିଲା…
ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ
ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର କରିବା ଡମ୍ପିୟାର୍ଡ଼କୁ ସଠିକ ବ୍ୟବହାର କରିବାକୁ ନେଇ ଶନିବାର ଏକ ସଚେତନ ଶୋଭାଯାତ୍ରା…
ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ
ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ ସଙ୍କଟ ଉତ୍କଟ ରୂପ ନେଇଛି। ଜଳ ବିନା ମଣିଷ ହେଉ କି ପ୍ରାଣୀ…
ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ସମସ୍ତ ପର୍ଯ୍ୟଟନକ୍ଷେତ୍ରକୁ ରାଜ୍ୟ ସରକାର ପରିଚାଳନା କରିବେ
ଦାରିଙ୍ଗବାଡି, ୨୧।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ଠାରେ ଶୁକ୍ରବାର ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଟ୍ରଷ୍ଟର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଆବାହନକ୍ରମେ ଅଧ୍ୟକ୍ଷା ତଥା ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ…
ବାଲିଗୁଡ଼ାରେ ଗ୍ୟାସ୍ ସମସ୍ୟା, ହୋଟେଲ ବନ୍ଦ
ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ ଜାଳେଣି ଗ୍ୟାସ ମିଳୁ ନ ଥବା ଯୋଗୁ ସହରର ଅଧାରୁ ଅଧିକ ହୋଟେଲ,…
ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଆର୍ଥିକ ବର୍ଷର ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରୀମାନେ…
ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଶତାଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଶିବମନ୍ଦିର ପ୍ରାଙ୍ଗଣରେ ରହିଥିବା ପୋଖରୀରେ ପହଞ୍ଚିଥିଲେ।…
କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ
ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି। କଲୋନୀ ସାହି ଓ ନିକଟସ୍ଥ ନବଜ୍ୟୋତି ହଷ୍ଟେଲ ପରିସରରେ ବାଘ ବୁଲୁଥିବା ନେଇ…
ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫
ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ପ୍ରତ୍ୟକ୍ଷ…

