କନ୍ଧମାଳ

ବାଟ ହୁଡୁଛି ଆଇଟିଡିଏ ଉନ୍ନୟନ କାର୍ଯ୍ୟ

ଦାରିଙ୍ଗବାଡ଼ି,୨୫।୧(ଡି.ଏନ୍‌.ଏ.) – ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର ତିଆରିଗାଁ ଛାତ୍ରାବାସ ଏବଂ ସରାମୁଳି ପଞ୍ଚାୟତର ପାକଲମାହା ଛାତ୍ରାବାସରେ ବହୁ ଅବ୍ୟବସ୍ଥା ଦେଖାଯାଇଛି । ହଷ୍ଟେଲରେ ରହୁଥିବା ଛାତ୍ରଙ୍କ ପାଇଁ ଲକ୍ଷାଧିକ ଟଙ୍କା ବିନିମୟରେ ପାଇଖାନା ନିର୍ମାଣ କରାଯାଇଥିଲେ ସୁଦ୍ଧା…

ଦୁଇ ଗାଁକୁ ଯୋଡ଼ିଛି କାଠପୋଲ

ଫୁଲବାଣୀ ଅଫିସ, ୨୫ା୧ – କନ୍ଧମାଳ ଜିଲା କୋଟଗଡ ବ୍ଲକ ପାରିଗଡ ପଞ୍ଚାୟତର ଦୁଇ ଗ୍ରାମ ହଦଗାଁ ଓ ପିଲିମାହା ଦୁର୍ଗମ ଅଞ୍ଚଳ ଭାବେ ପରିିଚିତ। ଏହି ଗ୍ରାମକୁ ପ୍ରଶାସନିକ ଅଧିକାରୀଙ୍କ ପାଦ ପଡ଼େ ନାହିଁ। କେବଳ ଭୋଟ ବେଳେ ନେତାମାନେ…

ଜବରଦଖଲ ହାଟ ଜମି ମାପଚୁପ ଆରମ୍ଭ

ଫୁଲବାଣୀ ଅଫିସ, ୨୪ା୧-ଫୁଲବାଣୀ ହାଟପଦାସ୍ଥିତ ହାଟ ଜମି ଜବରଦଖଲରେ ଥିଲା। ଜବରଦଖଲ ଉଚ୍ଛେଦ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିବା ବେଳେ ହାଟ ଜମିର ମାପଚୁପ କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି ା ତେବେ ପ୍ରାୟ ୩୩ ଜଣ ବ୍ୟକ୍ତି ଏହି…

୨ ବର୍ଷ ପରେ ବି ମିଳିଲାନି ପାରିଶ୍ରମିକ

ଫିରିଙ୍ଗିଆ, ୨୪ା୧ – ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ କରି ଦୁଇ ବର୍ଷ ହେଲା ଶ୍ରମିକମାନେ ପାରିଶ୍ରମିକ ପାଇ ନାହାନ୍ତି। ସେମାନେ ଏ ନେଇ ଫିରିଙ୍ଗିଆ ବିଡିଓ ରଶ୍ମିରଞ୍ଜନ ମହନ୍ତଙ୍କୁ ଭେଟିଛନ୍ତି। ତୁରନ୍ତ ପାରିଶ୍ରମିକ…

କନ୍ଧମାଳ ଜିଲା: ପ୍ରଥମ ପର୍ଯ୍ୟାୟରେ ୬୦୦ ଆଦର୍ଶ ଅଙ୍ଗନୱାଡ଼ି ଲକ୍ଷ୍ୟ

ଫୁଲବାଣୀ ଅଫିସ, ୨୨ା୧-ଆଜିକାଲିର ପ୍ରତିଯୋଗୀଭାବ ସମ୍ପନ୍ନ ସମାଜରେ ପିଲାକୁ ପଢ଼ାଇବା ପାଇଁ ଅଭିଭାବକମାନେ ପ୍ରଥମେ ପ୍ଲେ ସ୍କୁଲ ପରଖୁଛନ୍ତି। ଯେଉଁଠି ପିଲା ପ୍ରିନର୍ସରୀ ସାରି ନର୍ସରୀ ପଢ଼ିବା ପାଇଁ ପ୍ରସ୍ତୁତ ହୋଇପାରିବ। ସାଧାରଣତଃ ସହରାଞ୍ଚଳରେ ଏହି ସୁବିଧା ଥାଏ। ଗ୍ରାମାଞ୍ଚଳର ଶିଶୁମାନଙ୍କୁ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୨ା୧-ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍‌ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…

ଦୁର୍ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି. ଉଦୟଗିରି, ୨୧ା୧( ଡି.ଏନ୍‌.ଏ.): ବୋଲେରୋ ଓ ଅଟୋ ଧକ୍କାରେ ସୋମବାର କନ୍ଧମାଳ ଜିଲା ଜି. ଉଦୟଗିରିର ନିଳିମା ମଲ୍ଲିକଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ମଙ୍ଗଳବାର ଜି. ଉଦୟଗିରି ନିକଟସ୍ଥ ନନ୍ଦଗିରିଠାରେ ରାଜ୍ୟ ରାଜପଥକୁ ଅଞ୍ଚଳବାସୀ ଟାୟାର…

ଫେରାର୍‌ ବଳାତ୍କାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୧।୧(ଡି.ଏନ.ଏ): ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ ମୁଣ୍ଡୁଲାବାଲି ଗ୍ରାମର ଜିତେନ୍ଦ୍ର କୁମାର ନାୟକ। ତାଙ୍କୁ କୋର୍ଟ ଚାଲାଣ…

ଅଟୋ-ବୋଲେରୋ ଧକ୍କା: ଜଣେ ମୃତ

ଜି.ଉଦୟଗିରି,୨୧ା୧(ଡି.ଏନ.ଏ.)-ଜି.ଉଦୟଗିରି ସହରର ଡୁଗୁଡ଼ି ଶଙ୍ଖ ସାହି ରାସ୍ତାରେ ସୋମବାର ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଡ଼ାସକୁପା ଗ୍ରାମର କିଶୋର ପ୍ରଧାନ। ଅଟୋ ଚାଳକ ଜି.ଉଦୟଗିରିର ପଙ୍କଜ ପଟ୍ଟନାୟକ, ନନ୍ଦଗିରିର ନିଲିମା…

ଓଡିଶା ନିର୍ମାଣ ସଂଘର ବିକ୍ଷୋଭ

ଫୁଲବାଣୀ ଅଫିସ, ୨୦ା୧-ବିଭିନ୍ନ ଦାବି ନେଇ ଓଡିଶା ନିର୍ମାଣ ସଂଘ କନ୍ଧମାଳ ଶାଖା ପକ୍ଷରୁ ଫୁଲବାଣୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମାଦିକୁନ୍ଦା ଛକଠାରେ ଶ୍ରମିକମାନେ ଏକାଠି ହୋଇ ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ପହଞ୍ଚିଥିଲେ। ସେଠାରେ ବିକ୍ଷୋଭ…

ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା,୨୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରାଜ୍ୟ ସଭାପତି ସରୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି l…

ଅବ୍ୟବସ୍ଥାରେ ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୨୦।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତଥା ମାଓବାଦୀ ପ୍ରବଣ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ଛାତ୍ରୀଛାତ୍ରଙ୍କୁ ଅତି ନିମ୍ନମାନର ଖାଦ୍ୟ ଦିଆଯାଉଛି। ବିଭାଗୀୟ ଅଧିକାରୀ ପରିଦର୍ଶନରେ ଯାଉ ନ ଥିବାବେଳେ ଶିକ୍ଷକମାନେ ନିୟମିତ ଆସୁ ନାହାନ୍ତି। ଏଭଳି ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?