କନ୍ଧମାଳ

ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି

ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଶୁକ୍ରବାର ସକାଳେ ଓ ସନ୍ଧ୍ୟାରେ ଦୁଇଥର ଗୁଳି ବିନିମୟ ହୋଇଥିଲା।…

ବୋଲେରୋ ଓଲଟି ୪ ଗୁରୁତର

ଶଙ୍କରାଖୋଲ,୧୯ା୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚକାପାଦ ଗ୍ରାମର ଭବାନୀ ଶଙ୍କର ସାହାଣୀ, କାବାଲାଗଁାର କେଦାରନାଥ…

ଯବାନ-ମାଓବାଦୀ ଗୁଳି ବିିନିମୟ

ଫୁଲବାଣୀ ଅଫିସ, ୧୯ା୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ନିକଟ ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ ମାଓବାଦୀ ଶୁକ୍ରବାର ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ ହେଁ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ମାଓବାଦୀମାନେ କ୍ୟାମ୍ପ ଛାଡି…

କୋର୍ଟ କାର୍ଯ୍ୟ ତଦାରଖ କଲେ ହାଇକୋର୍ଟ ବିଚାରପତି

ଫୁଲବାଣୀ ଅଫିସ, ୧୯ା୧-ଓଡିଶା ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଶନିବାର ଫୁଲବାଣୀ କୋର୍ଟ କାର୍ଯ୍ୟ ତଦାରଖ କରିଛନ୍ତି। ଏଥିସହ ନୂଆ କୋର୍ଟ ପାଇଁ ବିଶିପଡାଠାରେ ଚିହ୍ନଟ ହୋଇଥିବା ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛନ୍ତି। ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାବେଳେ ବିଚାରପତି…

ମୋ ସରକାର କାର୍ଯ୍ୟକ୍ରମର ତଦାରଖ

ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍‌ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା. ଆର.…

ଜିଆର୍‌ଏସ୍‌ ସଂଯୁକ୍ତା ହତ୍ୟା ମାମଲା,୨ ମିଲିସିଆ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୮ା୧- ସାଧାରଣ ନିର୍ବାଚନ ବେଳେ କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ। ଏହି ଘଟଣାରେ ଗୋଚ୍ଛାପଡା ଥାନା ପୋଲିସ ୨ ମିଲିସିଆଙ୍କୁ ଗିରଫ କରିଛି। ସେମାନେ ହେଲେ ପାଙ୍ଗା ଉପରସାହିର…

ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଯୋଗଦେଲେ ଦେବେନ୍ଦ୍ର

ବାଲିଗୁଡା, ୧୭।୧.(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଦୀର୍ଘଦିନ ଧରି ଉପ ଜିଲାପାଳ ପଦବୀ ଖାଲି ପଡିଥିଲା। ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଶୁକ୍ରବାର ଦେବେନ୍ଦ୍ର କୁମାର ନନ୍ଦ(ଓଏଏ୍‌ସ)ଦାୟିତ୍ୱ ଗ୍ରହଣ କରିଛନ୍ତିି l ଏହା ପୂର୍ବରୁ ସେ ସମ୍ବଲପୁର ମ୍ୟୁନିସିପାଲିଟିରେ ଡେପୁଟି…

ମାଟ୍ରିକ୍‌ ପରୀକ୍ଷାରୁ ବଞ୍ଚିତ ହେବେ ୧୪ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୭।୧(ଡି.ଏନ.ଏ)- ଗତବର୍ଷ ମାଟ୍ରିକ ରେଜଲ୍ଟ ଖରାପକୁ ନେଇ କନ୍ଧମାଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଚିନ୍ତାଜନକ ପରିସ୍ଥିତି ଉପୁଜିଥିବାବେଳେ ଚଳିତବର୍ଷ ଚୟନ କରି ଛାତ୍ରୀଛାତ୍ରଙ୍କୁ ବୋର୍ଡ଼ ପରୀକ୍ଷା ପାଇଁ ଫର୍ମ ଫିଲ୍‌ଅପ୍‌ କରାଯାଉଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର ଦାରିଙ୍ଗବାଡ଼ି…

୪୦୪ ସ୍କୁଲରେ ନାହିଁ ରୋଷେଇ ଘର

ଫୁଲବାଣୀ ଅଫିସ, ୧୭ା୧- ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବାପାଇଁ ବିଦ୍ୟାଳୟ ପରିସରରେ ରୋଷେଇ ଗୃହ ନିର୍ମାଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଚାଲିଛି ମନମୁଖୀ କାର୍ଯ୍ୟ। କେତେକ ବିଦ୍ୟାଳୟରେ ଅସ୍ବାସ୍ଥ୍ୟକର ପରିବେଶରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେଉଛି। ବିଭାଗୀୟ…

ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ

ଫୁଲବାଣୀ ଅଫିସ, ୧୬ା୧-କୋଚିନ୍‌ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଚକାପାଦ ବ୍ଲକ କରୁକାସ୍କା ଗ୍ରାମର ନୀଳଚକ୍ର ଯୁବକ ସଂଘର କଳାକାରମାନେ ସେମାନଙ୍କ କଳା ପ୍ରଦର୍ଶନ…

ରିତେଶଙ୍କୁ ମିଳୁନି ସହାୟତା

ଫୁଲବାଣୀ ଅଫିସ, ୧୫ା୧-ଟିକାବାଲି ବ୍ଲକ ଛତିଝର ଗାଁର ଭୋଳେଶ୍ୱର ବେହେରା ଓ ସଙ୍ଗୀତା ମୁଖିଙ୍କ ଏକମାତ୍ର ପୁଅ ରିତେଶ। ବୟସ ଏବେ ୭ ବର୍ଷ ୪ ମାସ। ସେ ଦେଢ଼ ବର୍ଷର ହୋଇଥିବା ବେଳେ କଥା କହୁଥିଲେ। ପ୍ରାୟ ବର୍ଷେ ୮…

କନ୍ଧମାଳ ସାଂସ୍କୃତିକ ଦଳର ପଶ୍ଚିମବଙ୍ଗ ଯାତ୍ରା

ଫୁଲବାଣୀ ଅଫିସ,୧୫ା୧-ପଶ୍ଚିମବଙ୍ଗରେ ୧୨ତମ ଆଦିବାସୀ ଆଦାନପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବା ପାଇଁ କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ବରିଡ଼ିକିଆ ଗ୍ରାମର ଲଳିତା ବିଶାଖା ସାଂସ୍କୃତିକ ଦଳ ପଶ୍ଚିମବଙ୍ଗ ଗସ୍ତ କରିଛି। ନେହେରୁ ଯୁବକେନ୍ଦ୍ରର କମଳ ଲୋଚନ ଦେହୁରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?