କନ୍ଧମାଳ

କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡ଼ି,୧୩।୨ (ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଦାସିଂବାଡି ପଞ୍ଚାୟତର ଟେକାଙ୍ଗିଆ ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନାରେ କରାଯାଇଥିବା ଗୋଷ୍ଠୀ ସଭାଗୃହ ନିର୍ମାଣ କାମ ଶେଷ ହୋଇଛି। ଯେଉଁ ଯୁବକ ଉକ୍ତ କାର୍ଯ୍ୟ ଯନ୍ତ୍ରୀଙ୍କ ଜରିଆରେ କରିଥିଲେ ତାଙ୍କୁ ମାତ୍ର ୧ଲକ୍ଷ ଟଙ୍କା…

ବିରଳ ପକ୍ଷୀ ଉଦ୍ଧାର

ବାଲିଗୁଡ଼ା,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନର ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ବିରଳ ପକ୍ଷୀ ବୁଲୁଥିବାର ଦେଖିବାକୁ ମିଳିଥିଲା। ଏହି ପକ୍ଷୀକୁ କୁକୁର ଗୋଡ଼ାଉ ଥିବାବେଳେ ନିକଟରେ ଥିବା ସ୍ଥାନୀୟ ଲୋକେ ପକ୍ଷୀକୁ ଉଦ୍ଧାର କରି ବାଲିଗୁଡ଼ା ବନ ବିଭାଗକୁ ହସ୍ତାନ୍ତର…

ବ୍ରାହ୍ମଣୀଗାଁରେ ଚାଲିଛି ବାବା ମୁକ୍ତେଶ୍ୱର ମନ୍ଦିର ନିର୍ମାଣ: ସରକାରଙ୍କ ଅନୁଦାନ ପରେ ଶ୍ରମଦାନ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁରେ ବାବା ମୁକ୍ତେଶ୍ୱର ମନ୍ଦିରର ନିର୍ମାଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସ୍ବତନ୍ତ୍ର ପାଣ୍ଠିରୁ ପ୍ରାୟ ୭ ଲକ୍ଷ ଟଙ୍କା ଯୋଗାଇ ଦେଇଥିବା ବେଳେ ବ୍ରାହ୍ମଣୀଗାଁବାସୀ…

ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁା ଠାରେ ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ ହୋଇଯାଇଛି। କଟକ ଡାଇଓସେସ୍ର ବିଶପ ଜୋହନ ବାରୱାଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ମଣ୍ଡଳୀରୁ ଆସିଥିବା ଯାଜକ ମାନଙ୍କ ଦ୍ୱାରା ଦିବ୍ୟଯଜ୍ଞ ଅନୁଷ୍ଠିତ ସହ ବାଇବଲ୍‌ ପଠନ, ସାମୂହିକ ପ୍ରାର୍ଥନା, ସଙ୍ଗୀତଗାନ…

କ୍ଷତିପୂରଣ ଦାବିକଲେ ଜମି ମାଲିକ

ଦାରିଙ୍ଗବାଡ଼ି,୧୧ା୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ିର ଲଦପାଙ୍ଗାର ଏକ ପଥର ଖୋଲରୁ ଡିଜେଲ ବାହାରିବା ଯୋଗୁ ନିକଟସ୍ଥ ଚାଷଜମିରେ ଫସଲ ନଷ୍ଟ ହୋଇଥିଲା। ଜମି ମାଲିକମାନେ ଫସଲ ନଷ୍ଟ ନେଇ ସ୍ଥାନୀୟ ତହସିଲଦାର ନୀତିଶ ତ୍ରିପାଠୀଙ୍କ ନିକଟରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ହେଲା,…

ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ରାଇକିଆ ୧୧।୨(ଡିଏନଏ)-କନ୍ଧମାଳ ଜିଲା ରାଇକିଆଠାରେ ଚାଲିଥିବା ରାଇକିଆ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିଲା ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଓଡିଶୀ ନୃତ୍ୟ। ଏଥିସହ ବ୍ରହ୍ମପୁର ରୟାଲ ଗ୍ରୁପ୍‌ ଏବଂ ବଲାଙ୍ଗୀରରୁ ଆସିଥିବା କଳାକାରଙ୍କ ଲୋକନୃତ ଦର୍ଶକଙ୍କ ମନ ମୋହିଥିଲେ। ପୂର୍ବରୁ…

ସାହିତ୍ୟ ବଞ୍ଚାଇବାକୁ ହେଲେ ଭାଷା ବଞ୍ଚିବା ଜରୁରୀ

ଫୁଲବାଣୀ ଅଫିସ,୧୦ା୨-ଆମ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚାଇବାକୁ ହେଲେ ଆମ ମାଟି ମା’ର ଭାଷାକୁ ବଞ୍ଚାଇବାକୁ ପଡ଼ିବ। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ କାଦମ୍ବିନୀ ସାହିତ୍ୟ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ପୂର୍ବତନ ଏମ୍‌ପି ତଥା…

ବଲାଙ୍ଗୀର ଲୋକନୃତ୍ୟରେ ଝୁମିଲେ ଦର୍ଶକ

ରାଇକିଆ ୧୦।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ରାଇକିଆ ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଗୁନ୍ଧାଣୀ ଛକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଉପଦେଷ୍ଟା ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ପଛୁଆ…

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର ଦ୍ବିତୀୟ ଦିନ ଅର୍ଥାତ୍‌ ରବିବାର ଉକ୍ତ ସ୍ଥାନରୁ ଆଉ ଡିଜେଲ ବାହାରୁନଥିବା ନେଇ ପୁଣି…

ବିପଦସଙ୍କୁଳ ବଙ୍ଗରଦୁଆ ଘାଟି, ଧସୁଛି ଅତଡ଼ା

ଦାରିଙ୍ଗବାଡ଼ି,୯।୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଠାରୁ ବ୍ରାହ୍ମଣୀଗାଁ ଦେଇ ଗଜପତି ଜିଲାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ବଙ୍ଗରଦୁଆ ଘାଟି ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପୂର୍ବରୁ ଉକ୍ତ ରାସ୍ତା ସଂପ୍ରସାରଣ ବେଳେ ଦୁଇପାର୍ଶ୍ୱରୁ ମାଟି ଓ ଘାଟି କଟାଯାଇ ପିଚୁ ରାସ୍ତା ନିର୍ମାଣ…

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଚ୍ଚିଦାନନ୍ଦ…

ଦାରିଙ୍ଗବାଡ଼ିରେ ପଥରଖୋଲରୁ ବାହାରୁଛି ଡିଜେଲ: ବୋତଲ, ଜାର୍‌ ଧରି ଲୋକଙ୍କ ଭିଡ଼

ଦାରିଙ୍ଗବାଡ଼ି,୮।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ୍ୟ। ଏକ ଚାଷ ଜମିରେ ଥିବା ପଥରଖୋଲ ମଧ୍ୟରୁ ସ୍ବତଃପ୍ରବୃତ୍ତ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?