ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍ ଜବତ
ଦାରିଙ୍ଗବାଡ଼ି,୩ା୧(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଜି.ଉଦୟଗିରି ଥାନା ଗ୍ରେସିଙ୍ଗିଆ ଗ୍ରାମର ସୌମ୍ୟରଞ୍ଜନ…
କୋଟଗଡ଼ ବ୍ଲକ: ନୂଆବର୍ଷ ପାଇଁ ପ୍ରତିଷେଧକ ଟକା କାର୍ଯ୍ୟକ୍ରମ ବନ୍ଦ
କୋଟଗଡ,୩ା୧(ଡି.ଏନ.ଏ.) – କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର ପ୍ରଥମ ବୁଧବାର ପ୍ରତିଷେଧକ ଟିକା ଦେବା ପାଇଁ ନିୟମ ରହିଛି। ମାତ୍ର ଏଠାରେ…
କାର ସହ ଗଞ୍ଜେଇ ଜବତ, ଜଣେ ଗିରଫ
ଫିରିଙ୍ଗିଆ, ୧ା୧- ଫିରିଙ୍ଗିଆ ଥାନା ପୋଲିସ ସ୍ଥାନୀୟ ସିମିଳି ସାହିରେ ଚଢ଼ାଉ କରି ଏକ କାର ସହ ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅଞ୍ଚଳର ଦେବୀଦତ୍ତ ବରାଳ…
ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ
ଫୁଲବାଣୀ ଅଫିସ, ୧ା୧ -ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି ପଲ୍ଲିଶ୍ରୀ…
ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ
ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ ଧରି ଅପେକ୍ଷା କରିଥିଲେ ମଧ୍ୟ ଚାବି ନ ଥିବାରୁ କେନ୍ଦ୍ର ଖୋଲି ନ ଥିଲା।…
ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ
ଫୁଲବାଣୀ ଅଫିସ, ୩୧ା୧୨- ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ ତାରିଖରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି…
ନବୋଦୟ ବିଦ୍ୟାଳୟ ପ୍ରଥମ ବ୍ୟାଚର ବନ୍ଧୁ ମିଳନ
ଫୁଲବାଣୀ ଅଫିସ, ୩୧ା୧୨-ଫୁଲବାଣୀ ତୁଡିପାଜୁସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ପ୍ରଥମ ବ୍ୟାଚ (୧୯୮୬-୧୯୯୩)ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଏହି ବ୍ୟାଚର ଅଧ୍ୟକ୍ଷ ସ୍ବର୍ଗତ ସରୋଜ ରଥ, ଛାତ୍ର ପ୍ରବୋଧ ରଣଜିତ, ନାରାୟଣ ବେହେରା, ଯଶୋବନ୍ତ କହଁରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ଜି.ଉଦୟଗିରିି,୩୧ା୧୨(ଡି.ଏନ.ଏ.): ଜି.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି. ଯୁଗ୍ମ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ସମୁଦାୟ ୧୬୩ ଅଭିଯୋଗ ଶୁଣାଣି ହୋଇଥିଲା। ସେଥିମଧ୍ୟରୁ ୧୪୫ ବ୍ୟକ୍ତିଗତ ଥିବା ବେଳେ ୧୮ ଗୋଷ୍ଠୀଗତ ଅଭିଯୋଗ…
ବନ ବିଭାଗ ନୀରବ,ପଦା ହେଲାଣି ଜଙ୍ଗଲ
ଫୁଲବାଣୀ ଅଫିସ, ୩୧ା୧୨-କନ୍ଧମାଳ ଜିଲା ଫୁଲବାଣୀ ବନଖଣ୍ଡରେ କାର୍ଯ୍ୟରତ କର୍ମଚାରୀଙ୍କ ମନମୁଖି କାର୍ଯ୍ୟ ପଦାକୁ ଆସିଛି। ଜଙ୍ଗଲ ଜଗିବା ଦାୟିତ୍ୱରେ ଥିବା କର୍ମଚାରୀ ଏବଂ କାଠ ଚୋରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଥିବା ଫୁଲବାଣୀ ସହର ନାରାୟଣୀ ପାହାଡ ପଦା ହେବା ଘଟଣାରେ…
ଫୁଲବାଣୀରେ ୫, ଦାରିଙ୍ଗବାଡ଼ିରେ ୫.୫ ଡିଗ୍ରୀ ତାପମାତ୍ରା
ଫୁଲବାଣୀ ଅଫିସ, ୩୦ା୧୨-କନ୍ଧମାଳ ଜିଲାରେ ଅଥୟ ହେଲାଣି ଶୀତ। ସକାଳଠୁ ରାତି ପର୍ଯ୍ୟନ୍ତ ଶୀତ ପ୍ରକୋପରେ ଲୋକେ ନାହିଁ ନ ଥିବା ଯନ୍ତ୍ରଣା ଭୋଗୁଛନ୍ତି। ଗତ ଦୁଇଦିନ ଧରି ଶୀତ ପ୍ରକୋପ ଏତେ ବଢ଼ିଛି ଯେ, ରାସ୍ତାରେ ଗଲେ ମୁହଁ, ଗୋଡ,…
ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ
ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା ହିଁ ହତ୍ୟାକାଣ୍ଡରେ ମୁଖ୍ୟ କାରଣ ବୋଲି ରବିବାର ଏସ୍ପି ପ୍ରତୀକ ଗୀତା ସିଂ ବାଲିଗୁଡାରେ…
ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ
କୋଟଗଡ଼,୨୯।୧୨ (ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ ମୁଖ୍ୟ…

