କନ୍ଧମାଳ

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ ବଢ଼ିବାରେ ଲାଗିଛି। ଫଳରେ ଜନଜୀବନ ପ୍ରଭାବିତ ହେବା ସହ ଶୀତବସ୍ତ୍ର ନ ଥିବା ନେଇ…

ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରନ୍ତି। ବାଲି ଆଣିବା…

ଦାରିଙ୍ଗବାଡ଼ିରେ ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ

ଦାରିଙ୍ଗବାଡି,୨୯ା୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଜଣେ ପଶ୍ଚିମବଙ୍ଗର ମହିଳା ପର୍ଯ୍ୟଟକଙ୍କ ଶୁକ୍ରବାର ପାହାନ୍ତାରେ ମୃତ୍ୟୁ ହୋଇଛି। ସେ ହେଲେ ବାସୁନଗର ଅଞ୍ଚଳର ରୀନା ଘୋଷ (୬୦) ବୋଲି ଚିକିତ୍ସା କରୁଥିବା ଡାକ୍ତର ସୁମନ୍ତ କୁମାର ପଣ୍ଡା କହିଛନ୍ତି। ତାଙ୍କର ହୃଦଘାତରେ ମୃତ୍ୟୁ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: କୋଟିପତି ଫରେଷ୍ଟର ଅଟକ

ବ୍ରହ୍ମପୁର ଅଫିସ,୨୯ା୧୨: ବ୍ରହ୍ମପୁର ଭିଜିଲାନ୍ସ ବିଭାଗ କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ବ୍ରାହ୍ମଣୀଗଁା ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ଶନିବାର ଅଟକ ରଖିଛି। ଶୁକ୍ରବାର ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର…

ଟ୍ରାକ୍ଟର ଚକାତଳେ ଶ୍ରମିକଙ୍କ ଜୀବନଗଲା

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ସୂଚନାଯୋଗ୍ୟ, ମସେସ ଏକ ଟ୍ରାକ୍ଟରରେ ଶ୍ରମିକ…

୧୪୫ ଲିଟର ମଦ ଜବତ, ୫ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଅବକାରୀ ଚଢ଼ାଉ କରାଯାଇଛି। ୧୪୫ ଲିଟର ଦେଶୀ ଚୋରାମଦ ପୋଲିସ ଜବତ କରିବା ସହ ଶତାଧିକ ଲିଟର ମହୁଲ ପୋଚକୁ ନଷ୍ଟ କରିଛି। ସେହିପରି ମଦରନ୍ଧାରେ ବ୍ୟବହାର…

ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କୋହଲା…

ଦୁର୍ଘଟଣାଗ୍ରସ୍ତଙ୍କୁ ମେଡିକାଲ ନେଲେ ଯନ୍ତ୍ରୀ

ଫିରଙ୍ଗିଆ,୨୮ା୧୨(ଡି.ଏନ.ଏ.): ଫିରିଙ୍ଗିଆ ବ୍ଲକର ଆରଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ ଦୁର୍ଘଟଣାର ଶୀକାର ହୋଇ ରାସ୍ତାରେ ପଡ଼ିଥିବା ୨ଜଣ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଇ ମାନବିକତାର ପରିଚୟ ଦେଇଛନ୍ତି। ପ୍ରକାଶଯେ, ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ସାମ୍ବାରିଆ ବେହେରା, ସହକାରୀ ଯନ୍ତ୍ରୀ ଜି.ଦେବହରୀ ପ୍ରଧାନ ଗୋଛପଡା…

ମାଓବାଦୀ ପ୍ରବଣ ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ଆସୁଛନ୍ତି। ମଝିରେ ମଝିରେ ବିଦେଶୀ ପର୍ଯ୍ୟଟକ ମଧ୍ୟ ଏଠାକୁ ଆସୁଛନ୍ତି। ଶୁକ୍ରବାର କାନାଡାର ୬ଜଣ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବଜାର ସମେତ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ :ବ୍ରାହ୍ମଣୀଗାଁ ଫରେଷ୍ଟରଙ୍କ ୧କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି/ବାଲିଗୁଡ଼ା(ଡି.ଏନ୍‌.ଏ.)୨୮ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁ ା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଲିଗୁଡା ବଜାର ସାହିରେ ଥିବା କୈଳାସଙ୍କ ଘର,…

ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର

ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବ୍ରାହ୍ମଣୀ ଗାଁ ବନାଞ୍ଚଳରେ କାର୍ଯ୍ୟରତ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କ ବାଲିଗୁଡ଼ା…

ହୋଟେଲରୁ ବନ୍ଧୁକଧାରୀ ଯୁବକ ଅଟକ

ଫୁଲବାଣୀ ଅଫିସ, ୨୭ା୧୨: ଶାନ୍ତିପୂର୍ଣ୍ଣ ସହର ଫୁଲବାଣୀ ଧୀରେ ଧୀରେ କ୍ରାଇମ ସିଟି ହେବାରେ ଲାଗିଛି। କିଛି ଦିନ ହେବ ଲୁଟତ୍‌ରାଜକୁ ନେଇ ପୋଲିସ ଚାପରେ ଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଏକ ନାମୀ ହୋଟେଲରୁ ୨ଜଣ ବନ୍ଧୁକଧାରୀ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?