କନ୍ଧମାଳ

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ହତ୍ୟାକାରୀଙ୍କ ନିକଟତର ପୋଲିସ

ଫୁଲବାଣୀ ଅଫିସ, ୨୭ା୧୨: କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳିକରି ହତ୍ୟା କରିବା ଘଟଣାରେ ପୋଲିସ ହତ୍ୟାକାରୀଙ୍କ ନିକଟତର ହେଲାଣି ା ଖୁବ୍‌ କମ ସମୟ ମଧ୍ୟରେ ଘଟଣାର ଫର୍ଦ୍ଦାଫାଶ…

କୀଟନାଶକ ପିଇ ପ୍ରାଣ ହରାଇଲେ ମହିଳା

ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ଣଣୀଗାଁ ଥାନା ଅଞ୍ଚଳରେ ପାରିବାରିକ କଳହକୁ ନେଇ ଜଣେ ମହିଳା କୀଟନାଶକ ପିଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ମୃତା ମହିଳା ହେଲେ ହାତୀମୁଣ୍ଡା ପଞ୍ଚାୟତ ଦାଦାରାଡ଼ି ଗାଁର ଶୁକଦେବ ପ୍ରଧାନଙ୍କ ସ୍ତ୍ରୀ ଚଞ୍ଚଳା। ସୂଚନାଯୋଗ୍ୟ,…

ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ ଆଶ୍ରମରେ ଶିଶୁମାନଙ୍କ ସହ ସମୟ ବିତାଇବା ସହ କେକ୍‌କାଟି ବଡ଼ଦିନ ପାଳନ କରିଥିଲେ…

ଜି. ଉଦୟଗିରିର ବିଭିନ୍ନ ଚର୍ଚ୍ଚରେ ବଡ଼ଦିନ ପାଳନ

ଜି. ଉଦୟଗିରି ୨୫।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଅଞ୍ଚଳର ବିଭିନ୍ନ ଚର୍ଚ୍ଚରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଉତ୍ସବ ତଥା ବଡ଼ଦିନ ପର୍ବ ପାଳନ କରାଯାଇଛି। ସହରର ନୂଆସାହି ବାପ୍‌ଟିଷ୍ଟ ଚର୍ଚ୍ଚରେ ବୁଧବାର ପୂର୍ବାହ୍ନରେ ସମୂହ ପ୍ରାର୍ଥନା କରାଯାଇଥିଲା। ଚର୍ଚ୍ଚର…

ପାଳନ ହେଲା ବଡ଼ଦିନ: ବାଇବେଲ୍‌ ପାଠ ସହ ପ୍ରାର୍ଥନାରେ ପ୍ରକମ୍ପିତ ଚର୍ଚ୍ଚ ଗୃହ

ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା ସହ ମଙ୍ଗଳବାର ମଧ୍ୟରାତ୍ରରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଦିବସ ପାଳନ କରାଯାଇଥିଲା। ନବଯାତ…

ନାବାଳିକାଙ୍କୁ ଗଣବଳାତ୍କାର: ୩ କୋର୍ଟଚାଲାଣ, ସୁଧାର ଗୃହ ଗଲେ ନାବାଳକ

ଫୁଲବାଣୀ ଅଫିସ, ୨୫ା୧୨- ଖଜୁରିପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ଏହି ଘଟଣାରେ ଅଟକ ଥିବା ୩ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି।…

ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ଏଏନ୍‌ଏମ୍‌ମାନଙ୍କୁ ଡକାଇବାକୁ…

ବଡ଼ଦିନ ପାଇଁ ସବୁଠି କଡ଼ା ସୁରକ୍ଷା

ଫୁଲବାଣୀ ଅଫିସ,୨୫ା୧୨ : କନ୍ଧମାଳ ଜିଲାରେ ବୁଧବାର ବଡ଼ଦିନ ପାଳନ ବେଳେ ଯେପରି କିଛି ଅପ୍ରୀତିକର ପରିସ୍ଥିତି ନ ଉପୁଯିବ, ସେନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସବୁଠି କଡ଼ା ନଜର ରଖାଯାଇଥିବା ଏସ୍‌ପି ପ୍ରତୀକ ଗୀତା ସିଂ…

ବଡ଼ଦିନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ୍‌.ଏ.): ବଡ଼ଦିନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ପାଇଁ ଡିଏସ୍‌ପି ଆଲବିନାସ କେରେକେଟାଙ୍କ ନେତୃତ୍ୱରେ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀଙ୍କ ସମେତ ଜଣେ…

ସହରଠୁ ୩ କି.ମି. ଦୂର ଗୁମିକୁ ରାସ୍ତା ନାହିଁ

ଫୁଲବାଣୀ ଅଫିସ, ୨୪ା୧୨- ବିଶ୍ୱାସ ହେଉ ନ ଥିଲେ ବି ସତ୍ୟ। ଫୁଲବାଣୀ ସହରଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଗଁ। ଗୁମିକୁ ସବୁଦିନିଆ ପକ୍କା ରାସ୍ତା ନାହିଁ। ଲୋକେ ଯାତାୟତ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି।…

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ

ଫୁଲବାଣୀ ଅଫିସ/ବାଲିଗୁଡ଼ା/କୋଟଗଡ଼(ଡି.ଏନ୍‌.ଏ.)୨୪ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ ଭିନିତ୍‌ ପ୍ରସାଦ ଶ୍ରୀବାସ୍ତବ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ପୁରୁଣା ବିଲ୍‌ ପାସ୍‌ କରାଇ ଦେବାପାଇଁ ଜଣେ ଠିକାଦାରଙ୍କଠାରୁ ସେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ କର୍ମଚାରୀ…

ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ଶୋଷଣ ଅଭିଯୋଗ : ପାର୍କିଂ ପାଇଁ ଶତାଧିକ ଟଙ୍କା ଆଦାୟକୁ ବିରୋଧ

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟନକେନ୍ଦ୍ରଗୁଡ଼ିକରେ ଗାଡ଼ି ପାର୍କିଂ ପାଇଁ ଶହ ଶହ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏହାକୁ ନେଇ କେଉଁଠି ଯୁକ୍ତିତର୍କ ହେଉଛି ତ କେଉଁଠି ପର୍ଯ୍ୟଟନକେନ୍ଦ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?