କନ୍ଧମାଳ

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ ତଥା ଓଡ଼ିଶା ପାଇଁ ଗୌରବ ଆଣିଦେଇଛି। ନୂଆଦିଲ୍ଲୀରେ ଆୟୋଜିତ ସିଆଇଆଇ ବାର୍ଷିକ ବ୍ୟବସାୟ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ ଶାସ୍ତ୍ରୀୟ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା, ହୋମ-ଯଜ୍ଞ, ଅର୍ଣ୍ଣ ଯଜ୍ଞ ଓ ଦୀପ ଯଜ୍ଞ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘର ସଭାପତି ପ୍ରଶାନ୍ତ ପ୍ରଧାନ ଏବଂ ସମ୍ପାଦକ ନୀରଜ ପ୍ରଧାନଙ୍କ…

ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ ଆତ୍ମହତ୍ୟା କରିବା ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଏଭଳି ଘଟଣା…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେବାକୁ ଆରମ୍ଭ କରିଛନ୍ତି। ଏହି କ୍ରମରେ ଜିଲା ପ୍ରଶାସନ, ଉପଖଣ୍ଡ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ସଂଘର କର୍ମକର୍ତ୍ତାଙ୍କୁ ମିଳିଛି ପ୍ରଂଶସା। ପ୍ରକାଶ ଯେ, ଚଳିତମାସ ପ୍ରଥମ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ସିଡିପିଓ ସାରାଣୀ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦାନ…

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ ପଛାଇ ନାହାନ୍ତି। ସିଧା ଧାରୁଆ ଅସ୍ତ୍ରରେ ବେକକୁ ହାଣି ହତ୍ୟା କରିବା ଘଟଣା…

୨ ବରିଷ୍ଠ ଅଧିକାରୀଙ୍କ ଦାରିଙ୍ଗବାଡି ଗସ୍ତ: ପର୍ଯ୍ୟଟନ କ୍ଷେତ୍ରର ହେବ ବିକାଶ

ଦାରିଙ୍ଗବାଡି,୭।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ର ଦାରିଙ୍ଗବାଡିକୁ ବୁଧବାର ରାଜ୍ୟର ୨ ବରିଷ୍ଠ ଅଧିକାରୀ ତଥା ଓଡିଶା ପର୍ଯ୍ୟଟନ ଉନ୍ନୟନ…

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ କଫି ଚାଷୀ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ରାଜ୍ୟ ସରକାରଙ୍କ ମୃତ୍ତିକା ସଂରକ୍ଷଣ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି ରହିଥିବାବେଳେ ବୁଧବାର ୨ଟି ଯାକ ପେଟ୍ରୋଲ ଟାଙ୍କିରେ ତାଲା ଝୁଲୁଛି। ଫଳରେ ଉପଭୋକ୍ତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?