କନ୍ଧମାଳ

ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଫୁଲବାଣୀ ଅଫିସ,୧୬ା୧୨-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଏମ୍‌ପି ଡା. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ବିଭିନ୍ନ ଉଦ୍‌ଘାଟନ ଏବଂ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଜାତୀୟ ସ୍ବାସ୍ଥ୍ୟ ମିଶନ ସହାୟତାରେ ନିର୍ମିତ ସମନ୍ବିତ ପରୀକ୍ଷାଗାର, ଯାନ୍ତ୍ରିକ ଲୁଗାସଫା ଗୃହ, କର୍କଟ…

କନ୍ଧମାଳ ସାହିତ୍ୟ ମହୋତ୍ସବ ଉଦ୍‌ଘାଟିତ: କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ

ଫୁଲବାଣୀ ଅଫିସ, ୧୫ା୧୨-ଫୁଲବାଣୀ ଗାନ୍ଧୀ ସ୍ମୃତିଭବନ ପରିସରରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ କାର୍ଯ୍ୟ ନିର୍ବାହୀ ସଦସ୍ୟ ତଥା କବି ଅମରେଶ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି…

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ବାଲିଗୁଡା,୧୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ ବି…

ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ଦୋଷୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ବାଲିଗୁଡ଼ା,୧୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ପାତ୍ରସାହି ନିକଟରେ ଗତ ୧୦ ତାରିଖରେ ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁପଣ୍ଡାଙ୍କୁ ଦୁଇ ଦୁର୍ବୃତ୍ତ ଘରୁଡାକି ଗୁଳି କରି ହତ୍ୟା କରିଥିଲେ। ତେବେ ଗୁଳିକାଣ୍ଡ ଓ ହତ୍ୟା ଘଟଣାକୁ ଚାରିଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଅପରାଧୀକୁ…

ସମସ୍ୟା ଘେରରେ ମୁଣ୍ଡାପଙ୍ଗା ଗାଁ

କୋଟଗଡ,୧୪ା୧୨(ଡି.ଏନ.ଏ)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଏବେ ମଧ୍ୟ କେତେକ କ୍ଷେତ୍ରରେ ଏହା କାର୍ଯ୍ୟକାରୀ ହେଉନାହିଁ। ଏହା ଦେଖିବାକୁ ମିଳିଛି କୋଟଗଡ ବ୍ଲକ ସୁବର୍ଣ୍ଣଗିରି ଗ୍ରାମପଞ୍ଚାୟତ ମୁଣ୍ଡାପଙ୍ଗା ଗ୍ରାମରେ। ଉକ୍ତ ଗାଁରେ ୩୦ ପରିବାର ବସବାସ…

ଅପରାଧର ସ୍ଥିତି, ପୋଲିସ ଭୂମିକା ନେଇ କର୍ମଶାଳା: ବଢ଼ୁଛି ବଳାତ୍କାର, ମହିଳା, ଶିଶୁ ଆପରାଧିକ ମାମଲା

ଫୁଲବାଣୀ ଅଫିସ, ୧୪ା୧୨-କନ୍ଧମାଳ ଜିଲାରେ ଅପରାଧର ସ୍ଥିତି ଓ ପୋଲିସ ବ୍ୟବସ୍ଥାକୁ ନେଇ ଏକ କର୍ମଶାଳା ସ୍ଥାନୀୟ ପ୍ରେସ୍‌ କ୍ଲବରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛିା ଜିଲାରେ କେତେ ଆପରାଧିକ ମାମଲା ରୁଜୁ ହୋଇଛି ତାହା ଉପରେ ଏହି କର୍ମଶାଳାରେ ଆଲୋଚନା କରାଯାଇଥିଲା…

ପର୍ଯ୍ୟଟନକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ: ବଣଭୋଜି ପରେ ଉଠାଯାଉନି ଖଲିପତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ.)-ଦାରିଙ୍ଗବାଡ଼ିରବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଏବେ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଦୈନିକ ଶତାଧିକ ପର୍ଯ୍ୟଟକ ଆସି ବଣଭୋଜି କରି ଭରପୁର ମଜା ଉଠାନ୍ତି। ଶନିବାର ଏବଂ ରବିବାର ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସନ୍ତି। ହେଲେ ଯେଉଁଠି ବଣଭୋଜି ହେଉଛି, ସେଠି ଅଇଁଠା ଖଲିପତ୍ର…

ଛାତ୍ରଙ୍କୁ ମିଳିଲା ଶ୍ରବଣଯନ୍ତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନଙ୍କ ଗୋଟିଏ କାନକୁ ଆଦୌ ଶୁଣାଯାଉ ନ ଥିବାବେଳେ ଅନ୍ୟ କାନରେ ସେ ଅଳ୍ପ ଶୁଣିପାରୁଥିଲେ। ୭ ବର୍ଷ ହେଲା ଏଭଳି ସମସ୍ୟା…

ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା ଘଟଣା: ବାଲିଗୁଡ଼ାରେ ସୂଚନା ଅଧିକାର ଅଭିଯାନ ଟିମ୍‌

ବାଲିଗୁଡା,୧୨ା୧୨(ଡି.ଏନ୍‌.ଏ.)-ବାଲିଗୁଡ଼ାର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ମଙ୍ଗଳବାର ସକାଳେ ତାଙ୍କ ଘର ଆଗରେ ଗୁଳି କରି ହତ୍ୟା କରାଯାଇଥିଲା। ୨ ଜଣ ଦୁର୍ବୃତ୍ତ ତାଙ୍କୁ ଘରୁ ଡାକି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ ା ଏହି ଘଟଣାର ୨ ଦିନ…

ରାସ୍ତା ସଂପ୍ରସାରଣ ପାଇଁ ବେଆଇନ ବ୍ଲାଷ୍ଟିଂ: ପଥର ପଡ଼ି ଘର ଆଜବେଷ୍ଟସ ଭାଙ୍ଗିଲା

ଦାରିଙ୍ଗବାଡି,୧୧ା୧୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି । ତେବେ ଉକ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ପାଇଁ ପୂର୍ବରୁ ସୂଚନା ନ ଦେଇ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି…

ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍‌ବେଷ୍ଟସ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା ସଂପ୍ରସାରଣ ବେଳେ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି। ଗ୍ରାମର ପୀତାମ୍ବର ମଲିକଙ୍କ ଘର…

ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ: ଉଦ୍‌ଘାଟନ କଲେ ବିଭିନ୍ନ ପ୍ରକଳ୍ପ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.):କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବୁଧବାର ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଗସ୍ତକରି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ ଦାରିଙ୍ଗବାଡ଼ିରେ ପହଞ୍ଚିବା ପରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?