କନ୍ଧମାଳ

ଲୋକଙ୍କ ସମସ୍ୟା ବୁଝିଲେ ଗୃହ ବିଭାଗ ପ୍ରମୁଖ ସଚିବ

ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଅପରାହ୍ନରେ ପ୍ରଥମେ ଜି.ଉଦୟଗିରି ବ୍ଲକ ଜବେଡି ଗ୍ରାମ ପରିଦର୍ଶନ କରି…

ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା

ବାଲିଗୁଡ଼ା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର ଅଭିମନ୍ୟୁ ପଣ୍ଡା ା ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ ଘର…

ଓଲଟିଲା ଟାଟା ମ୍ୟାଜିକ୍‌: ୨୩ ଆହତ

କୋଟଗଡ, ୧୦।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ବ୍ଲକ ମଦାଙ୍ଗି ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯.୩୦ରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍‌(ନଂ-ଓଡି୧୨ସି୩୦୭୨) ଗାଡି ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୨୩ ଜଣ ଯାତ୍ରୀ ଆହତ ହୋଇଛନ୍ତି।…

ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା

ଫୁଲବାଣୀ ଅଫିସ୍‌, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ ବାଇକରେ…

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ ଥିବାବେଳେ ଡାହାଣ କାନକୁ ଅଳ୍ପ ଶୁଭୁଛି। ଫଳରେ ପାଠ ପଢାରେ ସମସ୍ୟା ହେଉଛି।…

ଦୁଇଟି ସ୍ଥାନରେ ହାଟକୁ ବିରୋଧ, ରାସ୍ତା ଅବରୋଧ

ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ୧୮ ତାରିଖରେ ଆର୍‌ଏମସି…

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫ ଡିଗ୍ରୀ ରହିଥିବାବେଳେ ଅପରାହ୍ନ ୫ଟା ସୁଦ୍ଧା ୧୩ଡିଗ୍ରୀରେ ପହଞ୍ଚତ୍ଛି। ସେହିପରି ସର୍ବାଧିକ ତାପମାତ୍ରା…

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି। ପ୍ରକାଶ…

ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ

ରାଇକିଆ,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ନଭେମ୍ବର ୧୮…

ହର୍ବାଲ୍‌ ପ୍ରଡକ୍ଟ ଦେଇଛି ମହିଳାଙ୍କୁ ରୋଜଗାର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ମହିଳାମାନେ ବହୁ ପରିଶ୍ରମ କରୁଛନ୍ତି। ଜନଜାତି…

ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ଛକରେ ରବିବାର ଅପରାହ୍ନରେ ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଭ୍ରମରବାଡ଼ି ପଞ୍ଚାୟତ କେରୁବାଡ଼ି ଅଞ୍ଚଳର ମଙ୍ଗୁଳିଆ ନାୟକ(୪୫)।…

ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ

ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ ନିର୍ଭର କରିବାକୁ ପଡୁଛି। ରୋଷେଇ ପାଇଁ ମଧ୍ୟ ଏହି ପାଣି ବ୍ୟବହାର କରାଯାଉଛି। ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?