କନ୍ଧମାଳ

କାର୍ଯ୍ୟକାରୀ ହେଲା ମନ୍ତ୍ରୀଙ୍କ ନିର୍ଦ୍ଦେଶ: କୁଡିପୁଞ୍ଜା ସେବାଶ୍ରମ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଫୁଲବାଣୀ ଅଫିସ,୯ା୧୨- କନ୍ଧମାଳ ଜିଲା ଗସ୍ତରେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମାସେ ପୂର୍ବରୁ ଆସି ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଏହି ସମୟରେ ଫୁଲବାଣୀ ବ୍ଲକ ମିଣିଆସ୍ଥିତ…

ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ କୁଟେଶ୍ବର ପ୍ରଧାନ ବ୍ଲକ ରୋଡ୍‌ରେ ଜଣେ ବ୍ୟକ୍ତିଙ୍କ ଘରେ ପାଣି ପାଇପ ମରାମତି କରିବା…

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ ଆଶା କରାଯାଉଥିବା ଜାଡ଼ ନ ଥିବାରୁ ନିରାଶ ହୋଇଛନ୍ତି। ତେବେ ସେମାନେ ଡୁଲୁରୀ…

ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନିତା ପ୍ରଧାନ(୩୫),…

ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ସୂଚନା ଅନୁଯାୟୀ, ଫୁଲବାଣୀର ସମ୍ପୃକ୍ତ ଯୁବକ ମହିଳା ଜଣଙ୍କୁ ଚାକିରି କରାଇ…

ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍‌.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍‌ ଅନୁଭୂତ ହେଉଛି। ବିଶେଷ କରି ସକାଳେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। ଅପରାହ୍ନରୁ ଶୀତ ମାଡି ଆସୁଛି, ଖରା…

ଜିଲା ଯୁବ ମହୋତ୍ସବ ଉଦ୍‌ଘାଟିତ

ଫୁଲବାଣୀ ଅଫିସ, ୭ା୧୨- କନ୍ଧମାଳ ଷ୍ଟାଡିୟମରେ ଜିଲା ଯୁବ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣୀ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ଆଥ୍‌ଲେଟିକ ଆସୋସିଏଶନ ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀ ପ୍ରମୁଖ…

ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ୭ ଡିଗ୍ରୀ ରହିଥିଲା। ଯାହାକି ପୁଣି ହ୍ରାସ ପାଇବାରେ…

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ ୬.୫ ଡିଗ୍ରୀକୁ ଖସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ପାରଦ ୭ ଡିଗ୍ରୀ ରହିଥିଲା, ଯାହାକି…

ସିମନବାଡ଼ି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ଶିକ୍ଷକ ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ.ଏ)-କନ୍ଧମାଳ ଜିଲାରେ ଗତବର୍ଷ ମାଟ୍ରିକ ରେଜଲ୍ଟ ଭଲ ହୋଇ ନ ଥିଲା। ଏନେଇ ବିଭିନ୍ନ ବିଦ୍ୟାଳୟକୁ ରିପୋର୍ଟ ମଗା ଯାଇଥିଲା। ମାତ୍ର ପ୍ରମୁଖ ସମସ୍ୟା ଶିକ୍ଷକ ଅଭାବ ପ୍ରତି କେହି ଦୃଷ୍ଟି ଦେଲେନାହିଁ। ଏଭଳି ଶିକ୍ଷକ ଅଭାବ ସମସ୍ୟା ଦେଖିବାକୁ ମିଳିଛି…

ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ଆହ୍ବାନ

ଫୁଲବାଣୀ ଅଫିସ, ୭ା୧୨-ଲୋକଙ୍କ ସମସ୍ୟା ସମାଧାନ କରିବାକୁ ହେଲେ ସରକାରଙ୍କୁ ଲୋକଙ୍କ ଆଖିରେ ହିଁ ସମସ୍ୟା ଦେଖିବାକୁ ପଡିବ। ଚାରି କାନ୍ଥ ଭିତରେ ବସି ଯୋଜନା ତିଆରି କରିଦେଲେ ଗ୍ରାମାଞ୍ଚଳରେ ଲୋକଙ୍କର ଉନ୍ନତି ହେବନାହିଁ। ଦୀର୍ଘ ୭୦ ବର୍ଷ ତଳେ ବେକାରି,…

ସ୍କୁଲ୍‌ ଅଟୋକୁ ପିଟିଲା ପିକ୍‌ଅପ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୭ା୧୨-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବନ୍ଧଗଡଠାରେ ଶୁକ୍ରବାର ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଅଟୋ ସହ ଏକ ପିକ୍‌ ଭ୍ୟାନର ମୁହଁ।ମୁହିଁ ଧକ୍କା ହୋଇଛି। ଏଥିରେ ଅଟୋ ଚାଳକ ଓ ୬ଜଣ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ଚାଳକ ଓ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?