ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର
ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି ବାଟ ଚାଲିଛନ୍ତି। ମଙ୍ଗଳବାର ରାତି ୩ଟାରେ ବିଦ୍ୟାଳୟ ହଷ୍ଟେଲରୁ ବାହାରି ଛାତ୍ରମାନେ ଚାଲିଚାଲି…
ଦାରିଙ୍ଗବାଡିରେ ଚଳିତମାସର ପହିଲି ଶୀତ, ଖସିଲା ପାରଦ
ଦାରିଙ୍ଗବାଡି,(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଚଳିତ ମାସର ଏହା ପ୍ରଥମ ଶୀତ ହୋଇଥିବାବେଳେ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ବୁଧବାର ସକାଳ ୮ଟା ସୁଦ୍ଧା ୯.୫ଡିଗ୍ରୀରେ ପହଞ୍ଚିଛି। ପାଗ ମେଘୁଆ ଥିବାରୁ ଗତ କିଛି ଦିନ…
ଦୁର୍ଗମ ଅଞ୍ଚଳକୁ ରାସ୍ତା କାମ ଶୁଭାରମ୍ଭ
ଖଜୁରିପଡ଼ା,୪ା୧୨-କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ଜାଣମେଣି, କାଳିଆମ୍ବା ଓ ଦୁର୍ଗମ ଅଞ୍ଚଳ ଗ୍ରାମବାସୀଙ୍କ ଦୀର୍ଘବର୍ଷର ଅଭିଯୋଗ ପରେ ରାସ୍ତା କାମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବର୍ଷେ ତଳେ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି।…
ପ୍ରଧାନଶିକ୍ଷକଙ୍କ ବିରୋଧରେ ବିଇଓଙ୍କୁ ଅଭିଯୋଗ
ଫିରିଙ୍ଗିଆ,୪ା୧୨: ଫିରିଙ୍ଗିଆ ବ୍ଲକ ଗେରୁପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲ ପରିଚାଳନା କମିଟିକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି ା ପରିଚାଳନା କମିଟିର ସଦସ୍ୟମାନେ ଏ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ…
୨ ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ
ଫିରିଙ୍ଗିଆ,୪ା୧୨: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ୨ଟି ଅଟୋକୁ ଫିରିଙ୍ଗିଆ ପୋଲିସ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଏଥିରେ ଜଣେ ନାବାଳକ ମଧ୍ୟ ସମ୍ପୃକ୍ତ ଅଛନ୍ତି ବୋଲି ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି। ସୋମବାର…
ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଜିଲାପାଳ
ଦାରିଙ୍ଗବାଡ଼ି,୪।୧୨(ଡି.ଏନ.ଏ)-କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତ। ପ୍ରଥମେ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିବା ସହ ତହସିଲଦାର ନୀତିଶ ତ୍ରୀପାଠିଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଚାଲିଥିବା ବିଭିନ୍ନ…
ପରିବାରର ବୋଝ ନୁହନ୍ତି ଦିବ୍ୟାଙ୍ଗ
ଫୁଲବାଣୀ ଅଫିସ,୪ା୧୨-ଦିବ୍ୟାଙ୍ଗମାନେ ପରିବାର କିମ୍ବା ସମାଜର ବୋଝ ନୁହଁନ୍ତି ବୋଲି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରକାଶ କରଛନ୍ତି। ଫୁଲବାଣୀସ୍ଥିତ ଗାନ୍ଧୀ ସ୍ମୃତି ଭବନରେ ପ୍ରଶାସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ମୁଖ୍ୟ…
ଶିକ୍ଷା, ସ୍ବାସ୍ଥ୍ୟ ଅଧିକାର ଦାବିରେ ରାଲି
ଫୁଲବାଣୀ ଅଫିସ, ୩ା୧୨: ଶିକ୍ଷା, ସ୍ବାସ୍ଥ୍ୟ ଆମ ଅଧିକାର ଦାବି ନେଇ ଫୁଲବାଣୀରେ ଓଡ଼ିଶା ଶ୍ରମଜୀବୀ ମଞ୍ଚ ଓ ମହିଳା ଶ୍ରମଜୀବୀ ମଞ୍ଚ ପକ୍ଷରୁ ଏକ ରାଲି ସୋମବାର ମାଦିକୁନ୍ଦା ଛକରୁ ରାଲି ବାହାରି ସହର ପରିକ୍ରମା କରିଥିଲା। ୨୦୧୦ରୁ ରାଜ୍ୟରେ…
ଜି.ଉଦୟଗିରିରେ ମୋଟରଯାନ ଯାଞ୍ଚ କଡ଼ାକଡ଼ି: ୨୨,୫୦୦ ଟଙ୍କା ଜରିମାନା ଆଦାୟ
ଜି.ଉଦୟଗିରି,୩ା୧୨(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ପକ୍ଷରୁ ଆଇଆଇସି ଧୀରେନ ଲେଙ୍କାଙ୍କ ତତ୍ତ୍ବାବଧାନରେ ରବିବାରରୁ ମଟର ଯାନ ଯାଞ୍ଚ କଡ଼ାକଡ଼ି କରାଯାଉଛି। ସହରର ବନ୍ଧଛକ, ଶ୍ରୀରାମପଦା, ଗାନ୍ଧିଛକ, ବରାଳିନି ମାର୍କେଟ ଆଦି ସ୍ଥାନରେ ସମୂଦାୟ ୭୦ ଗାଡ଼ି ପୋଲିସ ଯାଞ୍ଚ କରିି ବିନା ହେଲମେଟ, ସିଟ୍ବେଲ୍ଟ…
କୃଷ୍ଣ ବଗର୍ତ୍ତି ହତ୍ୟା ଘଟଣା ଆଉ ଜଣେ ଗିରଫ
ଫିରିଙ୍ଗିଆ/କେଳାପଡା, ୩ା୧୨: ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗେରୁପଡ଼ାରେ କୃଷ୍ଣଚନ୍ଦ୍ର ବଗର୍ତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ଆଉ ଜଣଙ୍କୁ ଗିରଫ କରିଛି। ସେ ହେଲେ ପାଙ୍ଗା ଅଞ୍ଚଳ ତମତିଙ୍ଗିଆର ହରିଶ୍ଚନ୍ଦ୍ର କହଁର ା ରବିବାର ବେହେଙ୍ଗିଆର ସିମନ କହଁରଙ୍କୁ ଗିରଫ…
କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ…
ଶିକାରକୁ ଯିବା ହେଲା କାଳ: ଗୁଳି ମାଡ଼ରେ ଶିକାରୀ ମୃତ, ବାପାଙ୍କ ସମେତ ୩ ଅଟକ
ଦାରିଙ୍ଗବାଡ଼ି,୨।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଙ୍ଗଲକୁ ଶିକାର ପାଇଁ ଯିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗୁଳିମାଡ଼ରେ ସହଯୋଗୀମାନଙ୍କ ସହ ଯାଇଥିବା ଶିକାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବି. ଡକେବାଡ଼ି ଗ୍ରାମର କ୍ରିଷ୍ଣା ନାୟକ (୨୮)। କ୍ରିଷ୍ଣାଙ୍କ ଗୁଳିବିଦ୍ଧ…

