କନ୍ଧମାଳ

ଶିକାର କରିବାକୁ ଯାଇ ଜଣେ ଶିକାରୀ ମୃତ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶିକାର କରିବାକୁ ଯାଇଥିବା ଯୁବକଙ୍କ ଗୁଳିବିଦ୍ଧ ମୃତଦେହକୁ ଦାରିଙ୍ଗବାଡ଼ି ପୋଲିସ ସୋମବାର ଜବତ କରିଛି। ମୃତ ଯୁବକ ବି.ଡକେବାଡ଼ି ଗ୍ରାମର କ୍ରୀଷ୍ଣା ନାୟକ (୨୮) ବୋଲି ଆଇଆଇସି…

ଗଞ୍ଜେଇ ଗଛ ପୋଡିଲା ପ୍ରଶାସନ

କ.ନୂଆଗାଁ, ୨ା୧୨(ଡି.ଏନ୍‌.ଏ.)-କ.ନୂଆଗାଁ ଥାନା ଅଞ୍ଚଳର ସିର୍ତ୍ତିଗୁଡା ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଚାଷ ହୋଇଥିବା ପ୍ରାୟ ୧୫୦ ଏକରର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୧୫କୋଟି ଟଙ୍କା ହେବ ବୋଲି ଥାନା ଅଧିକାରୀ କହିଛନ୍ତି। ସେହିପରି ଶନିବାର…

ସିସିଏଙ୍କ ମାଡ଼ରେ ଛାତ୍ର ଆହତ

ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ ହୋଇଛନ୍ତି। ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି। ସୂଚନା ଅନୁଯାୟୀ,…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ତୁମୁଡିବନ୍ଧ,୩୦ା୧୧(ଡି.ଏନ୍‌.ଏ.): ଜଣେ ନାବାଳିକା(୧୪)ଙ୍କୁ ବଳାତ୍କାର କରାଯାଇଥିବା ନେଇ ତୁମୁଡ଼ିବନ୍ଧ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ନଂ.୮୫/୧୯ରେ ମାମଲା ରୁଜୁକରି ନାବାଳିକାଙ୍କ ପଡୋଶୀ ଶମ୍ଭୁ ମହାରଣାଙ୍କୁ ଗିରଫ କରିଛି। ଗତ ଗୁରୁବାର ସନ୍ଧ୍ୟାରେ ଶମ୍ଭୁ ସମ୍ପୃକ୍ତ ନାବାଳିକାଙ୍କୁ ମୋବାଇଲ ଦେଖାଇବା…

୭୧୦ ଶିଶୁ, ୧୭୩ ଗର୍ଭବତୀଙ୍କୁ ଦିଆଯିବ ଟିକା

ଫୁଲବାଣୀ ଅଫିସ, ୩୦ା୧୧ -କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍‌ ୨.୦ କାର୍ଯ୍ୟକ୍ରମ ଆସନ୍ତା ୨ତାରିଖରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମ ୪ଟି ପର୍ଯ୍ୟାୟରେ ଜିଲାରେ କାର୍ଯ୍ୟକାରୀ କରାଯିବ। ଶୂନରୁ ୨ ବର୍ଷ ପର୍ଯ୍ୟନ୍ତ ପିଲା ଏବଂ ଗର୍ଭବତୀଙ୍କୁ ଟିକାକରଣ କରାଯିବ। ଏଥିପାଇଁ…

୧୦ଟା ପର୍ଯ୍ୟନ୍ତ ଛାଡୁନି କୁହୁଡ଼ି, ୧୧ଡିଗ୍ରୀ ତଳେ ପାରଦ

ବାଲିଗୁଡା,୨୯ା୧୧ (ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡାରେ ଘନ କୁହୁଡି ସହ ଶୀତ ଲହରି ଜାରି ରହିଛି। ସକାଳ ୧୦ ପଯର୍‌ୟନ୍ତ କୁହୁଡି ଆଚ୍ଛାଦିତ ହୋଇ ରହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ କରିପକାଉଛି। ଘନକୁହୁଡି କାରଣରୁ ରାତିରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେଉଛି। ବିଶେଷକରି…

ହୋଟେଲ ଭିତରେ ପଶିଲା ଯାତ୍ରୀବାହୀ ବସ୍‌: ଘଟଣାସ୍ଥଳରେ ଉତ୍ତେଜନା, ଚାଳକ ଅଟକ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଛକଠାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଏକ ହୋଟେଲ ଭିତରେ ଗୁରୁବାର ପୂର୍ବାହ୍ନରେ ପଶିଯିବାରୁ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଅଡାଗାଡ଼ୁ ଗ୍ରାମର ଦୀପା ପ୍ରଧାନ, ପ୍ରମିଳା ପ୍ରଧାନ,…

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା; ମାମଲାର ତଦନ୍ତ କରିବ ଦିଲ୍ଲୀ ସିବିଆଇ

ଫୁଲବାଣୀ ଅଫିସ, ୨୮ା୧୧ -ଦିଲ୍ଲୀ ଏମ୍‌ସ (ଅଲ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌ ଜରିଆରେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ଶାଖାରୁ ଉଠାଣ ହେବା ଘଟଣାକୁ ନେଇ…

ବଜାରରୁ ସିରିଜ୍‌ ଚୋରି: ବାଳସୁଧାର ଗୃହ ଗଲେ ୩ ଅନ୍ତେବାସୀ ନାବାଳକ

ଶଙ୍କରାଖୋଲ,୨୬ା୧୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ମଲିକ ଗଁା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଥିବା ଏସ୍‌ସି ଏସ୍‌ଟି ଛାତ୍ରାବାସର ୩ ନାବାଳକଙ୍କୁ ପୋଲିସ ରବିବାର ରାତିରେ ନିକଟସ୍ଥ ବଜାରରେ ଚୋରି କରିବାବେଳେ ଧରିଥିଲା। ମଙ୍ଗଳବାର ଫୁଲବାଣୀ ପ୍ରଥମଶ୍ରେଣୀ ବିଚାରପତିଙ୍କ ନିକଟରେ…

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକି ନେଲେ ବ୍ୟବସାୟୀ: ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସମ୍ପୃକ୍ତି ସନ୍ଦେହ

ଫୁଲବାଣୀ ଅଫିସ, ୨୫ା୧୨- ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ଚେକ୍‌ ଜରିଆରେ ଫୁଲବାଣୀ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ଉଠାଣ ହୋଇଛି। ଫୁଲବାଣୀର ମାଦିକୁନ୍ଦା ଛକରେ…

ଦାରିଙ୍ଗବାଡ଼ି ଥାନା ଏଏସ୍‌ଆଇଙ୍କ ଦେହାନ୍ତ: ବିଭିନ୍ନ ମହଲରେ ଶୋକ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାର କାର୍ଯ୍ୟରତ ଏଏସ୍‌ଆଇ ଆର୍‌. ଭୀମ୍ମାରାଓ ରେଡ୍ଡୀଙ୍କ ଶନିବାର ସନ୍ଧ୍ୟା ସମୟରେ ବ୍ରହ୍ମପୁରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଭୀମ୍ମାରାଓ ଶୁକ୍ରବାର ହଠାତ୍‌ ଅସୁସ୍ଥ ହୋଇ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

କନ୍ଧମାଳ ଜିଲା ଚିଠି: ତଦନ୍ତକୁ ନେଇ ସନ୍ଦେହ

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କନ୍ଧମାଳ ଜିଲାରେ ୨୦୧୧ ମସିହାରୁ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଗତ ଜୁଲାଇ ମାସରୁ ଆରମ୍ଭ ହୋଇଛି। ସମସ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ) ସେମାନଙ୍କ ଅଞ୍ଚଳର ସ୍କୁଲରେ ନିଯୁକ୍ତ ଶିକ୍ଷକମାନଙ୍କ ଶିକ୍ଷାଗତ ଓ ଜାତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?