କନ୍ଧମାଳ

ଜାଲିନା ହେଲେ ରାଜ୍ୟ ମହିଳା କମିଶନ ସଦସ୍ୟା

ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । ଜାଲିନା ଶୁକ୍ରବାର କମିଶନ ସଦସ୍ୟା ଭାବେ ଭୁବନେଶ୍ୱରଠାରେ ଦାୟିତ୍ୱ ଗ୍ରହଣ କରିଛନ୍ତି…

ଦୁଇ ବାଇକ୍‌ ମୁହାଁମୁହିଁ: ଚାଳକ ଦ୍ୱୟଙ୍କ ଜୀବନଗଲା, ୨ ଗୁରୁତର

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବ୍ରାହ୍ମଣୀଗାଁ ଥାନା କୁମ୍ଭାରିଗାଁ ପଞ୍ଚାୟତ ରାଜନଗଡ଼ ଗ୍ରାମର ପାଉଲ…

ଡ୍ରାଇଭିଂ ଲାଇସେନ୍ସ ପାଇଁ ଲମ୍ବା ଧାଡ଼ି

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): ଡିସେମ୍ବର ପହିଲାରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବାକୁ ଥିବାବେଳେ କନ୍ଧମାଳ ଜିଲାପାଳ ବୃନ୍ଦା ଡି. ଆଞ୍ଚଳିକ ପରିବହନ ପ୍ରାଧିକରଣ ପକ୍ଷରୁ ଭ୍ରାମ୍ୟମାଣ ଗାଡ଼ିଚାଳନା ପ୍ରମାଣପତ୍ର ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ଶନିବାର…

ବସ୍‌ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କେରଳରୁ ଫେରୁଥିବା ଜଣେ ଶ୍ରମିକଙ୍କୁ ନିଶାଦେଇ ଦୁର୍ବୃତ୍ତମାନେ ଲୁଟ୍‌ କରିଛନ୍ତି। ଲୁଟର ଶୀକାର ହୋଇଥିବା ଶ୍ରମିକ ଦାରିଙ୍ଗବାଡ଼ି ଥାନା ସିର୍କାବର୍ଗ ପଞ୍ଚାୟତର ଆତିନବାଡ଼ି ଗ୍ରାମର ମନୁ ଦିଗାଳ। ତାଙ୍କଠାରୁ ୨୦ ହଜାର ଟଙ୍କାଥିବା ଏକ ବ୍ୟାଗ…

ଫୁଲବାଣୀରେ ଏନ୍‌ସିପିସିଆର ଟିମ୍‌ର ଜନଶୁଣାଣି

ଫୁଲବାଣୀ ଅଫିସ, ୨୨ା୧୧- ଫୁଲବାଣୀ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍‌ସିପିସିଆର) ଟିମ ପକ୍ଷରୁ ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି ା ଏଥିରେ କେନ୍ଦ୍ର ଶିଶୁ ସୁରକ୍ଷା ଆୟୋଗ ସଦସ୍ୟ ଡା.ଆର୍‌ଜି ଆନନ୍ଦ,…

ପିଡିଏସ୍‌ ସାମଗ୍ରୀ ହେରଫେର: ଥାନାରେ ଏତଲା ଦେଲେ ବିଡିଓ

ଶଙ୍କରାଖୋଲ,୨୧ା୧୧(ଡି.ଏନ୍‌.ଏ.) – ଚକାପାଦ ବ୍ଲକ ଚାହାଳି ପଞ୍ଚାୟତରେ ହିତାଧିକାରୀ ୩ ମାସର ସାମଗ୍ରୀ ପାଇ ନ ଥିବା ଅଭିଯୋଗ ହୋଇଥିଲା। ସାମଗ୍ରୀ ହେରଫେର କରିଥିବା ନେଇ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟନାରାୟଣ ସାହୁ ଓ ଯୋଗାଣ ସହାୟକ ସାରଥୀ କହଁରଙ୍କ ନାମରେ ଚକାପାଦ…

କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ

ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ ସହରରେ ଶୋଭାଯାତ୍ରା କରିଛନ୍ତି। ପରେ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ…

ଜି.ଉଦୟଗିରି: ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ଆବେଦନ

ଜି.ଉଦୟଗିର,୨୧।୧୧(ଡି.ଏନ୍‌.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି। ବାଲିଗୁଡ଼ା ଉପଜିଲାପାଳ ଅନାସ୍ଥା ପ୍ରସ୍ତାବ ଗତ ୧୫ତାରିଖରେ ପାଇବା ପରେ ଜି.ଉଦୟଗିରି ବିଡିଓଙ୍କ ନିକଟକୁ…

କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ

ଫୁଲବାଣୀ ଅଫିସ, ୨୧ା୧୧- ନ୍ଧମାଳ ଜିଲା କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂର୍ବରୁ ହୋଇ ଆସୁଥିବା ଦାବି ସମେତ ଅନ୍ୟାନ୍ୟ ଦାବି ଉପରେ ଗୁରୁତ୍ୱାରୋପ କରାଯାଇଛି। ବିଶେଷ କରି ବହୁ…

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ ପଞ୍ଚାୟତ ଦୁଡୁକି ଓ କଟ୍ରିଙ୍ଗିଆ ଗସ୍ତକରି ବିଜୁ କନ୍ଧମାଳ ଯୋଜନାରେ ନିର୍ମାଣାଧୀନ କଲଭର୍ଟ, ଏମ୍‌ଜିଏନ୍‌ଆରଇଜିଏସ୍‌ରେ…

ଦାରିଙ୍ଗବାଡ଼ିରେ ଶୀତ କମିଲା: ତାପମାତ୍ରା ୧୨ ଡିଗ୍ରୀ, ଘନ କୁହୁଡ଼ି

ଦାରିଙ୍ଗବାଡ଼ି,୨୦।୧୧(ଡି.ଏନ୍‌.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଗତ ୩ ଦିନ ହେଲା ତାପମାତ୍ରା ୯.୫ରୁ ବୃଦ୍ଧି ପାଇ ୧୨ ଡିଗ୍ରୀରେ ରହିଛି। ଫଳରେ ଶୀତ କମିବା ସହ ପୂର୍ବଭଳି ଲୋକେ ଘର ଭିତରେ ପଙ୍ଖା ବ୍ୟବହାର କରୁଛନ୍ତି। ସକାଳୁ ହାଲ୍‌କା…

କଲଭର୍ଟ ଦବିଲା, ଯାତାୟାତ ବାଧାପ୍ରାପ୍ତ

ଖଜୁରିପଡ଼ା,୨୦ା୧୧(ଡି.ଏନ.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ଗ୍ରାମପଞ୍ଚାୟତ ଅଧୀନରେ ଥିବା ଖଲିଗୁଡ୍ରି ଗ୍ରାମକୁ ବଲସକୁମ୍ପାଠାରୁ ଟୁକୁଲପଡ଼ା ପର୍ଯ୍ୟନ୍ତ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କରେ ବିଭିନ୍ନ କାର୍ଯ୍ୟରେ ପଞ୍ଚାୟତ କିମ୍ବା ସଦର ମହକୁମା ଫୁଲବାଣୀର ଛନ୍ଦୁରୁପଦର, ଟୁକୁଲୁପଡ଼ା, ଝଗଡ଼ପଟା, ଗାରଡ଼ାପାଜୁ ଆଦି ଗ୍ରାମର ଲୋକମାନେ ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?